୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାରେ ପୁଣି ଥରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିଭଳି ରାଜ୍ୟର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସଜୀବୀମାନଙ୍କୁ ସତର୍କ କରି ଦିଆଯାଇଛି।

Leave A Reply

Your email address will not be published.