ଡ୍ୟୁଟିରେ ଅବହେଳା ପାଇଁ ୨ ପ୍ରିଜାଇଡିଂ ଅଫିସରଙ୍କୁ ସସପେଣ୍ଡ ସହ ଗିରଫ ନିର୍ଦ୍ଦେଶ

ଡ୍ୟୁଟିରେ ଗୁରୁତର ଅବହେଳା ପାଇଁ ୨ ପ୍ରିଜାଇଡିଂ ଅଫିସରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ। ୨ ପ୍ରିଜାଇଡିଂ ଅଫିସରଙ୍କୁ ସସପେଣ୍ଡ ସହ ଗିରଫ କରିବାକୁ ଗଞ୍ଜାମ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ସିଇଓ ସୂଚନା ଦେଇଛନ୍ତି। ଛତ୍ରପୁରର ୨୭ ଓ ୧୬୩ ନଂ ବୁଥର ପ୍ରିଜାଇଡିଂ ଅଫିସରଙ୍କ ବିରୋଧରେ ଏହି କାର୍ଯ୍ୟାନୁଷ୍ଠାନ ନିର୍ଦେଶ ଦିଆଯାଇଛି। ସେହିପରି ଗୋପାଳପୁରର ୧୯୩ ନଂ ବୁଥର ପ୍ରିଜାଇଡିଂ ଅଫିସରଙ୍କୁ ମଧ୍ୟ ସସପେଣ୍ଡ ନିର୍ଦ୍ଦେଶ ଦିଆଯାଇଛି।

 

Leave A Reply

Your email address will not be published.