ଭୁୁବନେଶ୍ୱର: ରାଜ୍ୟରେ ଆଜି ଆଉ ୪୪୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ ସୁସ୍ଥଙ୍କ ସଂଖ୍ୟା ୧୩,୭୪୯ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Another #COVID19 440 patients have recovered and are being discharged on 22.7.2020.
83 from Khurdha
68 from Ganjam
49 from Balasore
40 from Malkangiri
23 from Jagatsinghpur
21 from Bhadrak
20 from Mayurbhanj
18 from Koraput
17 from Puri
12 from Jharsuguda— H & FW Dept Odisha (@HFWOdisha) July 22, 2020
ଆଜି ଖୋର୍ଦ୍ଧାରୁ ସର୍ବାଧିକ ୮୩ ଜଣ ସୁସ୍ଥ ହୋଇଥିବା ବେଳେ, ଗଞ୍ଜାମରୁ ୬୮, ବାଲେଶ୍ୱରରୁ ୪୯, ମାଲକାନଗିରିରୁ ୪୦, ଜଗତସିଂହପୁରରୁ ୨୩, ଭଦ୍ରକରୁ ୨୧, ମୟୂରଭଞ୍ଜରୁ ୨୦, କୋରାପୁଟରୁ ୧୮,ପୁରୀରୁ ୧୭, ଝାରସୁଗୁଡ଼ାରରୁ ୧୨, କେନ୍ଦୁଝରରୁ ୧୨, ନବରଙ୍ଗପୁରୁ ୧୨, କଟକରୁ ୧୧, ବରଗଡ଼ରୁ ୧୦, ଯାଜପୁରରୁ ୯, ଅନୁଗୁଳରୁ ୯, କେନ୍ଦ୍ରାପଡ଼ାରୁ ୬, ସୁନ୍ଦରଗଡ଼ରୁ ୬, ବଲାଙ୍ଗୀରରୁ ୫, ସମ୍ବଲପୁରରୁ ୫ ଓ ନୟାଗଡ଼ରୁ ୪ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି।
