ଭୁବନେଶ୍ବର : ରାଜ୍ୟରେ ସୁସ୍ଥ ହେଲେ ଆଉ ୩୪୮୬ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୮ ଲକ୍ଷ ୫୬ ହଜାର ୪୯୮ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୫୪୧ ଜଣ ରହିଛନ୍ତି ।
Another 3486 Covid patients have recovered and are being discharged on 24.06.2021
541 from Khordha
329 from Jajapur
296 from Baleswar
295 from Cuttack
203 from Anugul
182 from Puri
178 from Bhadrak
152 from Mayurbhanj
131 from Jagatsinghpur
116 from Kendrapara
116 from Nayagarh— H & FW Dept Odisha (@HFWOdisha) June 24, 2021
100 from Nabarangpur
84 from Koraput
81 from Keonjhar
75 from Rayagada
61 from Bargarh
55 from Malkangiri
54 from Kalahandi
53 from Dhenkanal
46 from Gajapati
46 from Sundargarh
41 from Kandhamal
35 from Sambalpur
29 from Ganjam
28 from Deogarh
20 from Nuapada
19 from Sonepur— H & FW Dept Odisha (@HFWOdisha) June 24, 2021
ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୬୫୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୯୦୫୯୬ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୯୮ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୧୫୫୨ ଜଣ ଲୋକାଲ୍ କେସ୍ ରହିଛନ୍ତି । ୩୩୭୭୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୮ ଲକ୍ଷ ୫୬ ହଜାର ୪୯୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୩୩୫୩୧୩୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।
