ଚେନ୍ନାଇ: ଓଡ଼ିଶା ରସଗୋଲାକୁ ଜିଆଇ ମାନ୍ୟତା ମିଳିଛି। ଆଜି ଏ ନେଇ ଜିଆଇ କାର୍ଯ୍ୟାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ୨୦୧୮ ଅଗଷ୍ଟ ୧୭ ତାରିଖରେ ଓଡ଼ିଶା କ୍ଷୁଦ୍ର ଶିଳ୍ପ ନିଗମ ପକ୍ଷରୁ ଚେନ୍ନାଇ ସ୍ଥିତ ଜିଆଇ କାର୍ଯ୍ୟାଳୟରେ ‘ଓଡ଼ିଶା ରସଗୋଲା’କୁ ଜିଆଇ ମାନ୍ୟତା ଦାବି ନେଇ ନଥିପତ୍ର ଦାଖଲ ହୋଇଥିଲା।
Prev Post
