ବିପ୍ଲବୀ କବି ରବି ସିଂଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ

ଭୁବନେଶ୍ୱର: ବିପ୍ଲବୀ କବି ରବି ସିଂଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକ ପ୍ରକାଶ କରିଛନ୍ତି ।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକ ପ୍ରକାଶ କରି ଟ୍ୱିଟରରେ ଜଣାଇଛନ୍ତି ଯେ, ଓଡ଼ିଆ ସାହିତ୍ୟ ଜଗତର ବିପ୍ଳବୀ କବି ରବି ସିଂଙ୍କ ଦେହାବସାନ ଖବର ଶୁଣି ଦୁଃଖିତ । ତାଙ୍କ ବିୟୋଗରେ ଓଡ଼ିଆ ସାହିତ୍ୟ ଜଗତରେ ଅପୂରଣୀୟ କ୍ଷତି ହୋଇଛି । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ଅମରଆତ୍ମାର ସଦଗତି କାମନା କରୁଛି ।

Leave A Reply

Your email address will not be published.