ନୂଆଦିଲ୍ଲୀ: ଆଜି ପବିତ୍ର ରାମ ନବମୀ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ରାମ ନବମୀର ଶୁଭେଚ୍ଛା ଜଣାଇଛନ୍ତି । ଏହାକୁ ନେଇ ନିଜ ଟ୍ୱିଟରରେ ସେୟାର କରି ଲେଖିଛନ୍ତି ଯେ, ପବିତ୍ର ରାମ ନବମୀ ଅବସରରେ ଦେଶବାସୀଙ୍କୁ ମୋର ଶୁଭକାମନା । ଜୟ ଶ୍ରୀରାମ ।
रामनवमी के पावन अवसर पर समस्त देशवासियों को हार्दिक शुभकामनाएं। जय श्रीराम!
— Narendra Modi (@narendramodi) April 2, 2020
