ଭୁବନେଶ୍ବର : ଭଦ୍ରକ ରାଣୀତାଳ ସ୍କୁଲ ଛାତ୍ରୀ ଦୁର୍ଘଟଣା ମୁଖ୍ୟମନ୍ତ୍ରୀ ଗଭୀର ଦୁଃଖ ପ୍ରକାଶ କରିବା ସହ ପ୍ରତି ମୃତ ଛାତ୍ରଛାତ୍ରୀଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଦେବାକୁ ଘୋଷଣା କରିଛନ୍ତି । ଆହତଙ୍କ ସମ୍ପୂର୍ଣ୍ଣ ଚିକିତ୍ସା ଖର୍ଚ୍ଚ ସରକାର ବହନ କରିବେ । ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।
Next Post
