ଭୁବନେଶ୍ବର : ଲଗାଣ ବର୍ଷା ଯୋଗୁ କଟକ ଓ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ସ୍କୁଲ ଆଜି ଦିନ ପାଇଁ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ । ବର୍ଷା ଓ ପରିବହନ ଧର୍ମଘଟ ଯୋଗୁ ଛୁଟି ଘେଷଣା କରାଯାଇଛି । ସେହିପରି ଉତ୍କଳ ବିଶ୍ବବିଦ୍ୟାଳୟର ସମସ୍ତ ପରୀକ୍ଷା ବାତିଲ କରାଯାଇଛି ।