ଭୁବନେଶ୍ୱର: ରାଜ୍ୟରେ ଆଜି ୩୭୪୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୧ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୮୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ମୃତକଙ୍କ ମଧ୍ୟରୁ ଗଞ୍ଜାମରୁ ୪ ଓ ଭବନେଶ୍ୱରରୁ ୨ଜଣ ,ବଲାଙ୍ଗୀର, ଖୋର୍ଦ୍ଧା, କେନ୍ଦୁଝର, ପୁରୀ, କନ୍ଧମାଳରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।
Regret to inform of the demise of eleven Covid positive patients while under treatment in hospitals.
1.A 72 year old male of Bhubaneswar who was also suffering from Hypertension & Diabetes & Coronary Artery Disease.
2.A 70 year old female of Bhubaneswar.
— H & FW Dept Odisha (@HFWOdisha) September 9, 2020
