ଭୁବନେଶ୍ୱର:ଆଜି ରାଜ୍ୟରେ ୧୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। କଟକ ଓ ପୁରୀରୁ ୩ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Regret to inform the demise of seventeen #COVID19 positive patients while under treatment in hospitals.
1. A 40-year old male of Angul district who was also suffering from Diabetes, Hypertension.
— H & FW Dept Odisha (@HFWOdisha) October 5, 2020
ସେହିପରି ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ବୌଦ୍ଧ ଓ ଖୋର୍ଦ୍ଧାରୁ ୨ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଅନ୍ୟପକ୍ଷେ ଅନୁଗୁଳ, କେନ୍ଦୁଝର, ନବରଙ୍ଗପୁରରୁ ମଧ୍ୟ ଜଣେ ଲେଖାଏଁ ଆକ୍ରାନ୍ତ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୨୪କୁ ବୃଦ୍ଧି ପାଇଛି।
