ଆଜି ବିଜେଡି ତରଫରୁ ସପ୍ତମ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା ହୋଇଛି। ବିଜେଡି ସୁପ୍ରିମୋ ଏହି ତାଲିକା ଘୋଷଣା କରିଛନ୍ତି। ସେହି ଅନୁସାରେ ନବୀନ ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କ ଉପରେ ଭରସା କରି କାକଟପୁରରୁ ପ୍ରାର୍ଥୀ କରିଛନ୍ତି । ଏଥର ମାତ୍ର ଛଅଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛନ୍ତି।
ହିନ୍ଦୋଳ- ମହେଶ ସାହୁ
ରଘୁନାଥପଲ୍ଲୀ- ଅର୍ଚ୍ଚନା ବେହେରା
ବାଲିକୁଦା ଏରସମା- ସାରଦା ପ୍ରସନ୍ନ ଜେନା
କାକଟପୁର- ତୁଷାରକାନ୍ତି ବେହେରା
ବାଙ୍ଗିରପୋଷି- ରଂଜିତା ମାରାଣ୍ଡି
ବରୀ- ବିଶ୍ବରଂଜନ ମଲ୍ଲିକ
