ବିଭିନ୍ନ ନିଗମରେ ନିଯୁକ୍ତି ପାଇଥିବା ଅଧ୍ୟକ୍ଷକୁ ଦାୟିତ୍ୱରୁ ଅବ୍ୟାହତି

ରାଜ୍ୟର ବିଭିନ୍ନ ସରକାରୀ ନିଗମରେ ପୂର୍ବ ସରକାରଙ୍କ ସମୟରେ ଅଧ୍ୟକ୍ଷ ମାନଙ୍କୁ ନିଯୁକ୍ତି ଦିଆ ଯାଇଥିଲା। ଏହି ଅଧ୍ୟକ୍ଷ ମାନଙ୍କ ଯୋଗୁ ନିଗମ ଗୁଡ଼ିକର ପରିଚାଳନାରେ କୌଣସି ଗୁଣାତ୍ମକ ଉନ୍ନତି ପରିଲକ୍ଷିତ ହେଉ ନ ଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସେମାନଙ୍କୁ ଦାୟିତ୍ଵ ରୁ ଅବ୍ୟାହତି ଦେଇଛନ୍ତି। ଏ ସଂକ୍ରାନ୍ତରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Leave A Reply

Your email address will not be published.