ଉଜ୍ଜୟନୀ : ମଧ୍ୟପ୍ରଦେଶ ଉଜ୍ଜୟନୀରେ ମର୍ମନ୍ତୁଦ ଦୁର୍ଘଟଣାରେ ୧୨ ମୃତ । ୨କାର ମୁହାଁମୁହିଁ ଧକ୍କା ହେବାରୁ ଗୋଟିଏ ପରିବାରର ୧୨ ଜଣଙ୍କ ମୃତ୍ୟୁ ହୋଇଛି । ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ସ୍ଥାନୀୟ ହସପିଟାଲରେ ଭର୍ତ୍ତି କରାଯାଇଛି । ଏକ ବିବାହ କାର୍ଯ୍ୟକ୍ରମରେ ଯୋଗଦେଇ ଫେରୁଥିବାବେଳେ ଦୁର୍ଘଟଣା ହୋଇଛି ।

