ଗଣତନ୍ତ୍ର ଦିବସରେ ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଆଜି ୭୧ତମ ଗଣତନ୍ତ୍ର ଦିବସ ଚାରିଆଡେ ପାଳନ କରାଯାଉଛି । ଏହି ଅବସରରେକେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଲୋକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ୭୧ତମ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଟ୍ଵିଟ୍ କରି ଏକ ଭିଡ଼ିଓ ସେୟାର କରିଛନ୍ତି। ସେ ଗଣତନ୍ତ୍ର ଦିବସର ଶୁଭେଚ୍ଛା ଜଣାଇ ଲେଖିଛନ୍ତି ଯେ, ସମସ୍ତ ଦେଶବାସୀଙ୍କୁ ମୋର ଶୁଭେଚ୍ଛା। ଜୟ ହିନ୍ଦ।

Comments (0)
Add Comment