ନୂଆଦିଲ୍ଲୀ : ଆଲିଙ୍ଗନ ମଣିଷର କଷ୍ଟ ଦୂର କରେ । ମନ ଓ ଦେହର ଯନ୍ତ୍ରଣା ଦୂର କରେ । ଏମିତି ଏକ ତଥ୍ୟ ଏବେ ଗବେଷଣାରୁ ପଦାକୁ ଆସିଛି । ଏହାଦ୍ୱାରା ମାନସିକ ଚାପ ହ୍ରାସ ପାଇବା ସହିତ ହାର୍ଟ ଆଟାକ୍ ସମସ୍ୟାରୁ ମୁକ୍ତି ମିଳିଥାଏ ବୋଲି ନିକଟରେ ଟୋକିଓ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ପ୍ରକାଶ ପାଇଛି। ତେଣୁ ଏହାକୁ ଚିକିତ୍ସା ବିଜ୍ଞାନରେ ଆଲିଙ୍ଗନ ଥେରାପି କୁହାଯାଉଛି। ସସ୍ନେହ ଆଲିଙ୍ଗନ ସମୟରେ ଶରୀରରୁ ଅକ୍ସିଟୋସିନ୍ ନାମକ ହରମୋନ୍ କ୍ଷରଣ ହୋଇଥାଏ। ଏହାଦ୍ୱାରା ମା-ପିଲା, ସ୍ତ୍ରୀ-ସ୍ବାମୀ, ଭଉଣୀ ଭାଇ ତଥା ପ୍ରେମୀଯୁଗଳଙ୍କ ମଧ୍ୟରେ ସମ୍ପର୍କ ହୋଇଥାଏ ସୁଦୃଢ। ଆଲିଙ୍ଗନ ସମୟରେ ଶରୀର ଓ ମନରେ ଖୁସିର ଲହରୀ ଖେଳିଯାଇଥାଏ । ଏହାଦ୍ୱାରା ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଏ ।
ଜାଣନ୍ତୁ କଣ କହେ ଗବେଷଣା,ଖରାବେଳେ ଶୋଉଥିବା ମହିଳାଙ୍କ ସେକ୍ସ ରୁଚି କେମିତି ?