ଅଗଷ୍ଟ ୧୬ରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ ଉପରାଷ୍ଟ୍ରପତି

ଭୁବନେଶ୍ବର : ଓଡ଼ିଶା ଗସ୍ତରେ ଆସିବେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ । ଅଗଷ୍ଟ ୧୬ରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ ଉପରାଷ୍ଟ୍ରପତି । AIIMSର ସମାବର୍ତ୍ତନ ଉତ୍ସବରେ ସେ ମୁଖ୍ୟ ଅତିଥୀ ଭାବେ ଯେ।ଗଦେବାର କାର୍ଯ୍ୟକ୍ରମ ରହିଛି । ଉପରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ସଚିବାଳୟରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକ ପରେ ଏନେଇ ଗୃହ ସଚିବ ଅସିତ ତ୍ରିପାଠୀ ସୁଚନା ଦେଇଛନ୍ତି । ସେହିପରି ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁଙ୍କ ସୁରକ୍ଷା ନେଇ ମଧ୍ୟ ବିଶେଷ ଆଲେ।ଚନା କରାଯାଇଛି ।

Comments (0)
Add Comment