ଭୁବନେଶ୍ବର : ରାଜ୍ୟରେ ସୁସ୍ଥ ହେଲେ ଆଉ ୩୩୮୫ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୮ ଲକ୍ଷ ୭୦ ହଜାର ୭୮୭ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କଟକରୁ ସର୍ବାଧିକ ୪୦୮ ଜଣ ରହିଛନ୍ତି ।
Another 3385 Covid patients have recovered and are being discharged on 28.06.2021
408 from Cuttack
406 from Jajapur
402 from Khordha
234 from Puri
228 from Mayurbhanj
219 from Baleswar
147 from Anugul
141 from Bhadrak
128 from Nayagarh
125 from Jagatsinghpur
118 from Kendrapara— H & FW Dept Odisha (@HFWOdisha) June 28, 2021
୩୩୧୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୦୩୭୮୯ ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୯୬ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୧୪୨୩ ଜଣ ଲୋକାଲ୍ କେସ୍ ରହିଛନ୍ତି । ୩୨୪୦୪ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୮ ଲକ୍ଷ ୭୦ ହଜାର ୭୮୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୩୬୨୦୫୨୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ
