Browsing Category

Bignews

OTV ମିଛ ଖବର ଉପରେ ଭାରତୀୟ ବିମାନବନ୍ଦର ପ୍ରାଧିକରଣର ସ୍ପଷ୍ଟୀକରଣ : ଆକାଶ ମାର୍ଗରେ ପରିଦର୍ଶନ ସମୟ ହେଉଛି ୧୯ ମିନିଟ୍

ଭୁବନେଶ୍ୱର: ଏକ ନମ୍ବର ଚ୍ୟାନେଲରେ ଡାହା ମିଛ ଖବର । ଆରଟିଆଇ ସୂଚନାକୁ ଭିତ୍ତି କରି ଅକ୍ଟୋବର ୧୪ରେ ଓଟିଭି ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ମିଛ ଓ ଭୁଲ୍ ଖବର ପ୍ରସାରଣ କରିଥିଲା । ଯେଉଁ ଖବରରେ ମୁଖ୍ୟମନ୍ତ୍ରୀଙ୍କ ବନ୍ୟାଞ୍ଚଳ…
Read More...

କୋଭିଡ଼ ପରିଚାଳନାରେ ଓଡ଼ିଶା ଅନ୍ୟମାନଙ୍କ ଠାରୁ ଆଗରେ : ପାର୍ବଣ ଓ ଶୀତ ଋତୁକୁ ଦୃଷ୍ଟିରେ ରଖି ଅଧିକ ସତର୍କତା ଅବଲମ୍ବନ…

ଭୁବନେଶ୍ୱର: ସାରା ରାଜ୍ୟରେ କୋଭିଡ଼ ପରିସ୍ଥିତି ପରିଚାଳନାରେ ଓଡିଶା କ୍ରମାଗତଭାବେ ଭଲ ପ୍ରଦର୍ଶନ କରିଆସୁଛି। ଏହି କ୍ଷେତ୍ରରେ ଥିବା ସମସ୍ତ ସୂଚକାଙ୍କ ଜାତୀୟ ହାର ଠାରୁ ବହୁତ ଭଲରେ ରହିଛି । ଅଧିକାଂଶ ଜିଲ୍ଲାରେ ନୂଆ…
Read More...

ରାଜ୍ୟରେ ଆଉ ୨ ହଜାର ୭୯୬ ଜଣ କରୋନା ସଂକ୍ରମିତ ସୁସ୍ଥ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୨ ହଜାର ୭୯୬ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏନେଇ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଏଥିସହ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଲୋକଙ୍କ…
Read More...

ସୁଜଳ ମିଶନର ଉଦଘାଟନ୍ କଲେ ମୁଖ୍ୟମନ୍ତ୍ରୀ : ଏଣିକି ଘରେ ଘରେ ପହଞ୍ଚିବ ବିଶୁଦ୍ଧ ପିଇବା ପାଣି

ଭୁବନଶେ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଭୁବନଶେ୍ୱର ଓ ପୁରୀରେ Drink from Tap Mission ସୁଜଳ ଲୋକାର୍ପିତ କରିଛନ୍ତି । ଏହି ମିଶନ କାର୍ଯ୍ୟକାରୀ କରିବାରେ ଓଡିଶା ଦଶେର ପ୍ରଥମ ରାଜ୍ୟ । ଏହାଦ୍ବାରା ଲୋକମାନେ…
Read More...

ପୁଣି ବାଘ ଚମଡା ଜବତ : ଡିଲ ବେଳେ ବେପାରୀ ବେଶରେ ମାଡ଼ି ବସିଲା ଏସଟିଏଫ

ସୋନପୁର : ପୁଣି ବାଘ ଚମଡା ଜବତ। ଏକ କଲରାପତରିଆ ବାଘ ଚମଡ଼ା ଜବତ ହୋଇଛି। ଏଥିସହ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ । ଅଭିଯୁକ୍ତ ଜଣକ ବାଘ ଚମଡା ବିକ୍ରି ପାଇଁ ଯୋଜନା କରୁଥିବା ବେଳେ ଚଢାଉ…
Read More...

୨୪ ଘଣ୍ଟା  ପ୍ରବଳ ବର୍ଷିବ

ଭୁବନେଶ୍ବର ୧୩।୧୦: ଆସନ୍ତା୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ୧୦ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କଲା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।  ଗଜପତି, ଗଞ୍ଜାମ, ରାୟଗଡ଼ା, ଖୋର୍ଦ୍ଧା, ପୁରୀ,…
Read More...

ଗଭୀର ଅବପାତର ରୂପ ନେଲା ଲଘୁଚାପ : ଦକ୍ଷିଣ ଉପକୂଳ ଅଞ୍ଚଳରେ ଭୀଷଣ ବର୍ଷା ସମ୍ଭାବନା

ଭୁବନେଶ୍ୱର : ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ଡ୍ରିପେସନ ତୀବ୍ର ଅବପାତରେ ପରିଣତ ହୋଇଛି। ଏହା ଆସନ୍ତାକାଲି ସକାଳେ ଉପକୂଳ ଅତିକ୍ରମ କରିପାରେ। ଏହା ଦକ୍ଷିଣ-ପୂର୍ବ ଦିଗରେ ବିଶାଖାପାଟଣା ଠାରୁ ୨୫୦କିମି ଦୂରରେ ସକ୍ରିୟ ରହିଛି।…
Read More...

ବିଜେଡିର ପ୍ରାର୍ଥୀ ଘୋଷଣା: ବାଲେଶ୍ୱରରୁ ସ୍ବରୂପ ଦାସ ଏବଂ ତିର୍ତ୍ତୋଲରୁ ଲଢିବେ ବିଜୟ ଶଙ୍କର ଦାସ

ଭୁବନେଶ୍ବର: ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ବିଜେଡି ଆଜି ପ୍ରାର୍ଥୀ ଘୋଷଣା କରିଛି। ବାଲେଶ୍ୱର ସଦରରୁ ସ୍ବରୂପ କୁମାର ଦାସ ଏବଂ ତିର୍ତ୍ତୋଲରୁ ଦିବଙ୍ଗତ ବିଧାୟକ ବିଷ୍ଣୁ ଦାସଙ୍କ ପୁତ୍ର ବିଜୟ ଶଙ୍କର ଦାସ…
Read More...

କରୋନାରୁ ସୁସ୍ଥ ହେଲେ ଆଉ ୩ ହଜାର ୩୪୨ ଜଣ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଆଉ ୩ ହଜାର ୩୪୨ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏନେଇ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଏଥିସହ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଲୋକଙ୍କ ସଂଖ୍ୟା ୨…
Read More...

ପୁରୀ ବେଳାଭୂମିକୁ ମିଳିଲା ବ୍ଲୁ ଫ୍ଲାଗ୍ ବିଚ୍‌ର ମାନ୍ୟତା

ପୁରୀ : ପୁରୀ ବେଳାଭୂମିକୁ ମିଳିଲା ଵ୍ଲୁ ଫ୍ଲାଗ୍ ବିଚର ମାନ୍ୟତା।  ଡେନମାର୍କସ୍ଥିତ ଅନ୍ତର୍ଜାତୀୟ ସଂସ୍ଥା ‘ଏଫ୍‌ଇଇ (ଫାଉଣ୍ଡେସନ୍ ଫର ଏନଭରମେଣ୍ଟ ଏଜୁକେସନ)’ ତରଫରୁ ଏହି ମାନ୍ୟତା ପ୍ରଦାନ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ…
Read More...

କାଲିଠୁ ଦକ୍ଷିଣ ଓଡ଼ିଶା ସହ ଉପକୂଳ ଓଡ଼ିଶାରେ ପ୍ରବଳ ଛେଚିବ : ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ଏସ୍‌ଆରସିଙ୍କ…

ଭୁବନେଶ୍ୱର :ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁଁ ରାଜ୍ୟରେ କାଲିଠାରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଦକ୍ଷିଣରୁ ଉପକୂଳ ଓଡିଶାରେ​‌​‌ ଦେଖିବାକୁ ମିଳିବ ଲଘୁଚାପ ବର୍ଷାର ତାଣ୍ଡବ । ଲଘୁଚାପ…
Read More...

ତାଳଦଣ୍ଡା କେନାଲ ରାସ୍ତାକୁ ଆହୁରି ଆଗକୁ ସଂପ୍ରସାରିତ କରାଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : କଟକ ସହର ରୂପାନ୍ତରୀକରଣ ପ୍ରକ୍ରିୟାର ପ୍ରଥମ ପାହାଚ ସ୍ବରୂପ ଆଜି ଶ୍ରୀରାମଚନ୍ଦ୍ରଭଂଜ ମେଡିକାଲ କଲେଜକୁ ସଂଯୋଗ କରୁଥିବା ରାସ୍ତା ଜୋବ୍ରାରୁ ରାଣୀହାଟ ପର୍ଯ୍ୟନ୍ତ ତାଳଦଣ୍ଡା କେନାଲର ଉଭୟ ପାର୍ଶ୍ବରୁ ନିର୍ମିତ…
Read More...

ରାଜ୍ୟରେ କରୋନାରେ ଆଉ ୧୫ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ପାର କରିଛି । ଗତ ୨୪ ଘଣ୍ଟା ଭିତରେ ମହାମାରୀ ନେଇଛି ଆଉ ୧୫ ଜଣଙ୍କର ଜୀବନ । ଚିକିତ୍ସାଧୀନ ଅବସ୍ଥାରେ ୧୦ଟି ଜିଲ୍ଲାର ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ…
Read More...

ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହେଲେ ୩୪୦୪ ଆକ୍ରାନ୍ତ

ଭୁବନେଶ୍ୱର: କରୋନା ଭାଇରସ୍‌ ମହାମାରୀ ଯୋଗୁଁ ସଂକ୍ରମିତ ହୋଇଥିବା ୩୪୦୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଦ୍ୱାରା ଟୁଇଟ୍‌ ଜରିଆରେ ଏହି ସୂଚନା ଦିଆଯାଇଛି। ରାଜ୍ୟ ସରକାରଙ୍କ…
Read More...