Browsing Category

Bignews

ରାଜ୍ୟରେ ପୁଣି କରୋନା ନେଲା ୮ ମୁଣ୍ଡ

ଭୁବନେଶ୍ୱର : ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୩୬୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୮ ଜଣଙ୍କର ମୃତ୍ୟୁ ହୋଇଛି । ଏହି…
Read More...

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୩୮୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର : ରାଜ୍ୟରେ ଆଜି ଆଉ ୩୩୮୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହା ସହିତ ରାଜ୍ୟରେ ଏପର୍ଯ୍ୟନ୍ତ ପ୍ରାୟ ୧ ଲକ୍ଷ ୨୨ ହଜାର ୦୨୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହେଲେଣି ।Another 3382 Covid patients…
Read More...

ସରକାରଙ୍କ ବଡ ଘୋଷଣା: କରୋନା ରୋଗୀଙ୍କ ପାଇଁ ଘରୋଇ ହସପିଟାଲରେ ସଂରକ୍ଷିତ ରହିବ ୮୦% ଆଇସିୟୁ

ଭୁବନେଶ୍ୱର: ଘରୋଇ ହସପିଟାଲରେ ହେଉଥିବା କରୋନା ଚିକିତ୍ସା ବାବଦରେ ଓଡ଼ିଶା ସରକାର କେତେକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ଭୁବନେଶ୍ୱର, କଟକ, ସମ୍ବଲପୁର, ବ୍ରହ୍ମପୁର ଓ ରାଉରେକଲାରେ ଥିବା ୩୦ରୁ ଅଧିକ ଶଯ୍ୟା…
Read More...

ରାଜ୍ୟରେ ରେକର୍ଡ ଭାଙ୍ଗିଲା କରୋନା: ଗୋଟିଏ ଦିନରେ ସର୍ବାଧିକ ୪,୧୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଆଜି ରାଜ୍ୟରେ ୪୧୯୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ସଙ୍ଗରୋଧ କେନ୍ଦ୍ରରୁ ୨୪୭୬ ଓ ସ୍ଥାନୀୟ ଅଞ୍ଚଳରୁ ୧୭୨୨ ଆକ୍ରାନ୍ତ ଅଛନ୍ତି। ଏହା ଫଳରେ ରାଜ୍ୟରେ କରୋନା ପଜିଟିଭ୍‌ ସଂଖ୍ୟା ୧…
Read More...

ରାଜ୍ୟରେ ୧୧ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୩୭କୁ ବୃଦ୍ଧି ପାଇଛି…
Read More...

ରାଜ୍ୟରେ କରୋନାରୁ ସୁସ୍ଥ ହେଲେ ୩୩୬୩ ଆକ୍ରାନ୍ତ

ଭୁବନେଶ୍ୱର:  ରାଜ୍ୟରେ ଆଜି କରୋନା ଭାଇରସ ମହାମାରୀରୁ ୩୩୬୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୧୮ ହଜାର ୬୪୨କୁ ବୃଦ୍ଧି ପାଇଛି । ରାଜ୍ୟ…
Read More...

ଆଜି ରାଜ୍ୟରେ ୩୯୧୩ ନୂଆ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଆଜି ରାଜ୍ୟରେ ୩୯୧୩ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ୩୦ ଜିଲ୍ଲାରୁ ଏହି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି । ଏମାନଙ୍କ ଭିତରୁ ସଂଗରୋଧ କେନ୍ଦ୍ରରୁ ୨୩୪୮ ଓ ସ୍ଥାନୀୟ ଅଞ୍ଚଳରୁ ୧୫୬୫ ଚିହ୍ନଟ…
Read More...

ରାଜ୍ୟରେ ଆଉ ୧୦ କରୋନା ରୋଗୀଙ୍କ ମୃତ୍ୟୁ

ଭୁବନେଶ୍ୱର: ଆଜି ୧୦ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି। ଏହାଫଳରେ ରାଜ୍ୟରେ ମୃତକଙ୍କ ସଂଖ୍ୟା ୬୨୬ ହୋଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।Regret to inform the…
Read More...

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୨୧୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲାରୁ ୬୪୭ ଜଣଙ୍କ ସମେତ ରାଜ୍ୟରୁ ଆଜି ୩ ୨୧୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏଥି ସହିତ ରାଜ୍ୟରେ କରୋନା ଭାଇରସ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୧୫ ହଜାର…
Read More...

ଭିଡିଓ କନଫରେନ୍ସିଂ ଜରିଆରେ ବ୍ରହ୍ମପୁରରେ ରୋଡ ଓଭର ବ୍ରିଜ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ବ୍ରହ୍ମପୁରରେ ରେଲୱେ ଓଭର ବ୍ରିଜ (ଫ୍ଲାଏଓଭର ବ୍ରିଜ) ଉଦଘାଟନ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, ଦକ୍ଷିଣ ଓଡ଼ିଶାର ଏକ ଗୁରୁତ୍ୱପୂର୍ଣ୍ଣ…
Read More...

ରାଜ୍ୟରେ ପୁଣି ୧୧ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର: ଆଜି ରାଜ୍ୟରେ କରୋନାରେ ୧୧ଜଣଙ୍କ ମୃତ୍ୟୁ ଘଟିଛି। ଏହାଫଳରେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୧୬କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…
Read More...

ଆଜି ରାଜ୍ୟରେ ୩୭୭୭ ନୂଆ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଆଜି ରାଜ୍ୟରେ ୩୭୭୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ସଙ୍ଗରୋଧ କେନ୍ଦ୍ରରୁ ୨୧୯୧ ଓ ସ୍ଥାନୀୟ ଅଞ୍ଚଳରୁ ୧୫୮୬ ଆକ୍ରାନ୍ତ ଅଛନ୍ତି। ଏହା ଫଳରେ ରାଜ୍ୟରେ କରୋନା ପଜିଟିଭ୍‌ ସଂଖ୍ୟା ୧…
Read More...

ଆଜି ରାଜ୍ୟରେ ସର୍ବାଧିକ ସୁସ୍ଥ ହେଲେ ୪୦୬୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର: କରୋନା ଭାଇରସ ମହାମାରୀ ନେଇ ରାଜ୍ୟବାସୀଙ୍କ ପାଇଁ ଆଜି ଭଲ ଖବର ଆସିଛି। କୋଭିଡ ଯୋଦ୍ଧାଙ୍କ ନିରନ୍ତର ଉଦ୍ୟମ ଯୋଗୁଁ ଆଜି ଗୋଟିଏ ଦିନରେ ସର୍ବାଧିକ ୪ ହଜାର ୬୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥି ସହିତ…
Read More...

୫୦ କୋଟିର କର୍ପସ ପାଣ୍ଠି ଏବଂ ସଫେଇ କର୍ମଚାରୀଙ୍କ ପାଇଁ ରାଜ୍ୟ କମିଶନ ଗଠନ କରାଯିବ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟର ସଫେଇ କର୍ମଚାରୀ ମାନଙ୍କ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ‘ଗରିମା’ ଯୋଜନାର ଶୁଭାରମ୍ଭ କରିଛନ୍ତି । ସେପ୍‌ଟିକ୍ ଟାଙ୍କି ତଥା ଅନ୍ୟ ବିପଦପୂର୍ଣ୍ଣ ସ୍ଥାନରୁ ମଇଳା କାଢୁଥିବା…
Read More...