Browsing Category

Bignews

ପୁରୀ ବାଣ ବିସ୍ଫୋରଣ ଘଟଣା, ଆଉ ୨ଜଣଙ୍କ ମୃତ

ପୁରୀ ଭୟଙ୍କର ବାଣ ବିସ୍ଫୋରଣ ଘଟଣାରେ ଆଉ ୨ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଚିକିତ୍ସାଧୀନ ଆଉ ୨ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି ପାଇଛି। ପୁରୀ ବାଣ ବିସ୍ଫୋରଣ ଘଟଣାରେ ଆଉ ୨ଜଣଙ୍କ…
Read More...

ବ୍ରିଟେନରୁ ୧୦୦ ଟନ୍ ସୁନା ଫେରାଇ ଆଣିଲା RBI

ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଆରବିଆଇ) ଦ୍ୱାରା ବ୍ରିଟେନରୁ ୧୦୦ ଟନ୍ ରୁ ଅଧିକ ସୁନା ଦେଶକୁ ଆଣିଛି। ଏହା ଭାରତ ପାଇଁ ଏକ ବଡ଼ ସଫଳତା। ଏହାର ପ୍ରଭାବ ଦେଶର ଅର୍ଥନୀତିରେ ମଧ୍ୟ ଦେଖାଯିବ। ବର୍ତ୍ତମାନ ଭାରତରେ ପରିସ୍ଥିତି…
Read More...

ନରେନ୍ଦ୍ର ପୁଷ୍କରିଣୀରେ ବାଣ ବିସ୍ଫୋରଣ ଘଟଣା; ଆଉ ଜଣେ ମୃତ

ନରେନ୍ଦ୍ର ପୁଷ୍କରିଣୀରେ ବାଣ ବିସ୍ଫୋରଣ ଘଟଣାରେ ଆଉ ଜଣଙ୍କ ମୃତ୍ୟୁ ହୋଇଛି। ଫଳରେ ମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି ହୋଇଛି। ବିଭିନ୍ନ ମେଡିକାଲରେ ଅନ୍ୟ ୨୬ଜଣ ଆହତଙ୍କ ଚିକିତ୍ସା ଚାଲିଛି। ବୁଧବାର ରାତିରେ ନରେନ୍ଦ୍ର…
Read More...

ସମାଜବାଦୀ ପାର୍ଟିର ଭେଟେରାନ ନେତା ଆଜମ ଖାନଙ୍କୁ ୧୦ ବର୍ଷ ଜେଲଦଣ୍ଡ

ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ବାକି ଥିବା ବେଳେ ଏଥିପାଇଁ ପ୍ରାଣମୂର୍ଚ୍ଛା ପ୍ରଚାର ଚଳାଇଛନ୍ତି ଉଭୟ ଶାସକ ଓ ବିରୋଧୀ ଦଳ । ଦେଶରେ ରାଜନୈତିକ ମାହୋଲ ଉଷ୍ମ ଥିବା ବେଳେ ସମାଜବାଦୀ ପାର୍ଟିର ଭେଟେରାନ ନେତା ଆଜମ ଖାନଙ୍କୁ ଏକ…
Read More...

କେରଳ ଛୁଇଁଲା ମୌସୁମୀ

କେରଳ ଛୁଇଁଲା ମୌସୁମୀ । ସ୍ବାଭାବିକ ତାରିଖ ଜୁନ ୧ର ଦୁଇ ଦିନ ପୂର୍ବରୁ କେରଳ ଛୁଇଁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । କେରଳ ଛୁଇଁବା ପରେ ଉତ୍ତର ପୂର୍ବ ଭାରତ ଆଡ଼କୁ ଅଗ୍ରସର ହୋଇଛି । ଏନେଇ ଭାରତୀୟ ପାଣିପାଗ ବିଭାଗ…
Read More...

୧୫୦ ଫୁଟ ଖାଇକୁ ଖସିଲା ବସ୍; ୧୫ ମୃତ, ୩୦ରୁ ଅଧିକ ଯାତ୍ରୀ ଆହତ

ଜମ୍ମୁ-କାଶ୍ମୀରରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଜମ୍ମୁର ଅଖନୁରରେ ଘାଟିରୁ ପ୍ରାୟ ୧୫୦ ଫୁଟ ତଳ ଖାଇକୁ ବସଟି ଖସିପଡ଼ିବାରୁ ୧୫ ଜଣଙ୍କ ମୃତ୍ୟୁ ଘଟିଛି। ଏଥିସହ ୩୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି।ସୂଚନା…
Read More...

ପୁରୀ ବାଣ ଦୁର୍ଘଟଣାରେ ଆହତମାନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ଉଚ୍ଚସ୍ତରୀୟ ପ୍ରଶାସନିକ ତଦନ୍ତ ପାଇଁ ଦେଲେ ନିର୍ଦ୍ଦେଶ

ଭୁବନେଶ୍ଵର(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ପୂର୍ବାହ୍ନରେ ଭୁବନେଶ୍ୱର Sum Ultimate Hospital କୁ ଯାଇ ସେଠାରେ ଚିକିତ୍ସିତ ହେଉଥିବା ପୁରୀର ବାଣ ଦୁର୍ଘଟଣାର ଆହତମାନଙ୍କୁ ଭେଟିଥିଲେ। ସେମାନଙ୍କର…
Read More...

ମୋ ଉତ୍ତରାଧିକାରୀ କାର୍ତ୍ତିକ ପାଣ୍ଡିଆନ ନୁହଁନ୍ତି, ଓଡ଼ିଶାବାସୀ ବାଛିବେ: ମୁଖ୍ୟମନ୍ତ୍ରୀ

ନବୀନ ପଟ୍ଟନାୟକଙ୍କ ଉତ୍ତରାଧିକାରୀ କାର୍ତ୍ତିକ ପାଣ୍ଡିଆନ ନୁହନ୍ତି। ତାଙ୍କ ଉତ୍ତରାଧିକାରୀ ଓଡ଼ିଶାବାସୀ ବାଛିବେ ବୋଲି କହିଛନ୍ତି ନିଜେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏକ ଜାତୀୟ ଖବର ସରବରାହ ସଂସ୍ଥାକୁ ଗୁରୁବାର…
Read More...

ନରେନ୍ଦ୍ର ପୁଷ୍କରିଣୀ ବିସ୍ଫୋରଣ ଘଟଣା; ଜଣେ ମୃତ,୩୫ରୁ ଅଧିକ ଆହତ

ପୁରୀ ନରେନ୍ଦ୍ର ପୁଷ୍କରିଣୀ ନିକଟ ବାଣ ବିସ୍ଫୋରଣ ଘଟଣାରେ ଜଣେ ମୃତ। ୩୫ରୁ ଅଧିକ ଆହତ । ଚନ୍ଦନ ଯାତ୍ରାର ଶେଷଦିନ ଭଉଁରୀ ଯାତ୍ରା ଅବସରରେ ଘଟିଥିବା ଏହି ଅଘଟଣରେ ୨୦ରୁ ଅଧିକ ଗୁରୁତର ହୋଇଛନ୍ତି। ୨୮ ଜଣଙ୍କୁ କଟକ ଓ…
Read More...

ନିର୍ବାଚନରେ ନିଶ୍ଚିତ ପରାଜୟ ଦେଖି ଅଫିସରଙ୍କୁ ଟାର୍ଗେଟ କରୁଛି ବିଜେପି: ବିଜେଡି

ଭୁବନେଶ୍ୱର(ବ୍ୟୁରୋ): ତୃତୀୟ ପର୍ଯ୍ୟାୟ ମତଦାନ ପରେ ବିଜେଡି ସଂଖ୍ୟାଗରିଷ୍ଠତା ହାସଲ କରିଛି ଏବଂ ସରକାର ଗଠନ କରୁଛି । ୨୦୨୪ ଜୁନ୍ ୯ତାରିଖରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କ୍ରମାଗତ ଭାବେ ଷଷ୍ଠ ଥର ପାଇଁ…
Read More...

ଜୁନ ୧୦ରେ ବିଜେପିର ଓଡ଼ିଶା ମୁଖ୍ୟମନ୍ତ୍ରୀ ଶପଥ ନେବେ: ମୋଦି

ବିଜେଡିର ୨୫ ବର୍ଷ ଶାସନରେ ଫୁଲଷ୍ଟପ ଲଗାଇବାକୁ ଓଡ଼ିଶା ଏବେ ପ୍ରସ୍ତୁତ । ଜୁନ ୧୦ରେ ବିଜେପିର ଓଡ଼ିଶା ମୁଖ୍ୟମନ୍ତ୍ରୀ ଶପଥ ନେବେ । ଆଜି ଓଡ଼ିଶା କହୁଛି- ଓଡ଼ିଶାର ମୁଖ୍ୟମନ୍ତ୍ରୀ ଓଡ଼ିଆ ହେବେ । ଆଜି ଓଡ଼ିଶା କହୁଛି-ଦୁଇ ଥର…
Read More...

ବିଜେପି ଦେଶ ପାଇଁ ବିପଦ: ମଲ୍ଲିକାର୍ଜ୍ଜୁନ ଖଡଗେ

ବାଲେଶ୍ୱରରେ ଦଳୀୟ ପ୍ରାର୍ଥୀଙ୍କ ଲାଗି ପ୍ରଚାର କରିଛନ୍ତି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜ୍ଜୁନ ଖଡଗେ। ବିଜେପିକୁ ଟାର୍ଗେଟ କରି ଖଡଗେ କହିଛନ୍ତି ବିଜେପି ଦେଶ ପାଇଁ ବିପଦ। ବିଜେପିକୁ ଯଦି ନହଟାଇବେ ତେବେ ସମ୍ବିଧାନ ବିପଦରେ,…
Read More...

ସିଏମଓରେ କାର୍ଯ୍ୟରତ ଅଫିସରଙ୍କ ବିରୋଧରେ ନିର୍ବାଚନ କମିଶନଙ୍କ କାର୍ଯ୍ୟାନୁଷ୍ଠାନ ଦୁର୍ଭାଗ୍ୟଜନକ: ପାଣ୍ଡିଆନ

ସିଏମଓରେ କାର୍ଯ୍ୟରତ ଅଫିସରଙ୍କ ବିରୋଧରେ ନିର୍ବାଚନ କମିଶନଙ୍କ କାର୍ଯ୍ୟାନୁଷ୍ଠାନ ଦୁର୍ଭାଗ୍ୟଜନକ । ଓଡ଼ିଶାରେ ଯଦି ନକ୍ସଲବାଦ କମିଛି ତାଙ୍କର ସେଥିରେ ଏମାନଙ୍କ ବହୁତ ଭୂମିକା ରହିଛି । ଏହା କହିଛନ୍ତି ବିଜେଡିର ରଣନୀତିକାର…
Read More...