Browsing Category

Bignews

ପୁଣି ସୁସ୍ଥ ହେଲେ ୧୭୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଆଜି ରାଜ୍ୟରେ ଗୋଟିଏ ଦିନରେ ସର୍ବାଧିକ ୧୭୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହି ସୁସ୍ଥ ବ୍ୟକ୍ତିଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ୧୮୯୪ ଜଣ ସୁସ୍ଥ ହୋଇଛନ୍ତି । ସୁସ୍ଥ ବ୍ୟକ୍ତିମାନଙ୍କ ମଧ୍ୟରେ…
Read More...

‘ବନ୍ଦେ ଉତ୍କଳ ଜନନୀ’କୁ ମିଳିଲା ରାଜ୍ୟ ସଙ୍ଗୀତର ମାନ୍ୟତା

ଭୁବନେଶ୍ୱର: ଦୀର୍ଘ ୧୧୦ ବର୍ଷର ପ୍ରତୀକ୍ଷା ପରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ରଚିତ ‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟର ସରକାରୀ ସଙ୍ଗୀତ ମାନ୍ୟତା ମିଳିଛି। ଆଜି ରାଜ୍ୟ କ୍ୟାବିନେଟ୍ ଏହି ସଙ୍ଗୀତକୁ ‘ସରକାରୀ…
Read More...

ଭୁବନେଶ୍ୱରରୁ ପୁଣି ୨ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରବିବାର ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ୨ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।  ଏଦୁହେଁ ପଟିଆ ଅଞ୍ଚଳର ଜଣେ ୪୦ ବର୍ଷିୟ ପୁରୁଷ ଓ ୮ ବର୍ଷୀୟ ଝିଅ ବୋଲି ଜଣାଯାଇଛି। ଉଭୟେ ଗୋଟିଏ ପରିବାରର ବୋଲି ବି…
Read More...

ରାଜ୍ୟରେ ଆଉ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ, କରୋନାଜନିତ ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି

ଭୁବନେଶ୍ୱର: ଓଡ଼ିଶାରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା  ଦିଆଯାଇଛି। ଏହାଫଳରେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି ପାଇଛି।…
Read More...

ପୁଣି ୭୫ କରୋନା ପଜିଟିଭ୍ ଚିହ୍ନଟ, ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୮୫୬କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୭୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୫୬କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା…
Read More...

ଭୁବନେଶ୍ୱରରେ ଆଉ ୫ ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ଆଜି ପୁଣି ଥରେ ୫ ଜଣ ବ୍ୟକ୍ତି କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି। ନୂଆ ୫ ଜଣଙ୍କ ମଧ୍ୟରୁ ବାହାର ରାଜ୍ୟରୁ ୪ ଜଣ…
Read More...

ଭୁବନେଶ୍ୱରରୁ ୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଆଜି ଗୋଟିଏ ଦିନରେ ଭୁବନେଶ୍ୱରରୁ ବାହାରିଛନ୍ତି ୫ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ ୪ ଜଣ ହୋମ୍‌ କ୍ୱାରେଣ୍ଟିନରେ ଥିବା ବେଳେ ଆଉ ଜଣେ ଆକ୍ରାନ୍ତ ଗଜପତି ନଗରର ଲୋକାଲ୍‌ କେସ୍‌ ବୋଲି ଜଣାପଡ଼ିଛି।…
Read More...

ଆଜି ଭଦ୍ରକରୁ ୪ ନୂଆ ଆକ୍ରାନ୍ତ ଚିହ୍ନଟ

ଭଦ୍ରକ: ଭଦ୍ରକ ଜିଲ୍ଲାରେ ଆଜି ପୁଣି ନୂଆ ୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କୁ କ୍ୱାରେଣ୍ଟାଇନ୍‌ କେନ୍ଦ୍ରରୁ କଟକ କୋଭିଡ୍‌ ହସପିଟାଲକୁ ସ୍ଥାନାନ୍ତର କରାଯାଇଛି। ଜିଲ୍ଲାର ମୋଟ କରୋନା ଆକ୍ରାନ୍ତ ଆଜି…
Read More...

ପୁଣି ସୁସ୍ଥ ହେଲେ ୧୧୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଆଜି ରାଜ୍ୟରେ ୧୧୨ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ନୂତନ ସୁସ୍ଥ ବ୍ୟକ୍ତିଙ୍କୁ ମିଶାଇ ରାଜ୍ୟରେ ଏବେ ମୋଟ ୧୭୧୬ଜଣ କରୋନା ରୋଗୀ ସୁସ୍ଥ ହୋଇଥିବା ନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ବିଭାଗ । ସୁସ୍ଥ ୧୧୨ ଜଣଙ୍କ…
Read More...

ପୁଣି ୧୭୩ କରୋନା ପଜିଟିଭ୍ ଚିହ୍ନଟ, ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୭୮୧କୁ ବୃଦ୍ଧି

ଭୁବନେଶ୍ୱର: ଆଜି ଗୋଟିଏ ଦିନରେ ୧୭୩ କରୋନା ପଜିଟିଭ୍ ଚିହ୍ନଟ ହେବା ଫଳରେ ଏକ ନୂଆ ରେକର୍ଡ଼ ସୃଷ୍ଟି ହୋଇଛି ରାଜ୍ୟରେ। ଏଯାବତ୍ ଏତେ ସଂଖ୍ୟକ ଆକ୍ରାନ୍ତ ଏକାଥରକରେ ଚିହ୍ନଟ ହୋଇ ନଥିଲେ। ଏହା ଫଳରେ ରାଜ୍ୟରେ ମୋଟ୍…
Read More...

ପୁଣି ସୁସ୍ଥ ହେଲେ ୧୨୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର : ଓଡ଼ିଶା ପାଇଁ ଖୁସି ଖବର, ରାଜ୍ୟରେ ଏକାଥରେ କରୋନାରୁ ସୁସ୍ଥ ହେଲେ ୧୨୩ ଆକ୍ରାନ୍ତ । ଏହି ନୂଆ ସୁସ୍ଥଙ୍କ ସଂଖ୍ୟା ମିଶାଇ ରାଜ୍ୟରେ ମୋଟ୍ ୧୬୦୪କୁ ବୃଦ୍ଧି ପାଇଛି ସୁସ୍ଥଙ୍କ ସଂଖ୍ୟା । ଗଞ୍ଜାମରୁ ୩୫, କଟକରୁ ୨୨,…
Read More...

ଭୁବନେଶ୍ୱରରୁ ପୁଣି ୧୩ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ଶୁକ୍ରବାର ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ୧୩ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୧୩ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ  ୭ଜଣ ସଙ୍ଗରୋଧରେ ରହିଥିବା ବେଳେ ୬ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଗତ ୨୪…
Read More...

ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ, ମୃତକଙ୍କ ସଂଖ୍ୟା ୮କୁ ବୃଦ୍ଧି

ଭୁବନେଶ୍ୱର: ଓଡ଼ିଶାରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା  ଦିଆଯାଇଛି। ଏହାଫଳରେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୮କୁ ବୃଦ୍ଧି ପାଇଛି।…
Read More...

ପୁଣି ୧୩୦ଜଣ କରୋନା ପଜିଟିଭ୍ ଚିହ୍ନଟ, ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୬୦୮କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୧୩୦ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୬୦୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…
Read More...