Browsing Category

Bignews

ପୁଣି ୧୨୯ କରୋନା ପଜିଟିଭ୍ ଚିହ୍ନଟ, ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୯୪୮କୁ ବୃଦ୍ଧି

ଭୁବନେଶ୍ୱର : ରାଜ୍ୟରେ ଆଜି ସର୍ବାଧିକ ୧୨୯ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୯୪୮କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ…
Read More...

ପ୍ରତିଟି ଓଡ଼ିଆ ମୁହଁରେ “ବନ୍ଦେ ଉତ୍କଳ ଜନନୀ”; କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ କହିଲେ ଋଣୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିବେଦନକ୍ରମେ ଆଜି ସଂନ୍ଧ୍ୟା ୫.୩୦ରେ ସମଗ୍ର ଓଡ଼ିଶାବାସୀ ତଥା ବିଶ୍ୱର କୋଣ ଅନୁକୋଣରେ ରହୁଥିବା ଓଡ଼ିଆ ଭାଇଭଉଣୀମାନେ ଏକାସାଙ୍ଗରେ ‘ବନ୍ଦେ ଉତ୍କଳ ଜନନୀ’ ଗାନ କରି କୋଭିଡ…
Read More...

ଜୁନ୍ ୩୦ ଯାଏ ଲକଡାଉନ୍ ବଢ଼ାଇଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ : ଲକଡାଉନ ୫.୦କୁ ନେଇ ଅନେକ ଆଲୋଚନା ଚାଲୁଥିବା ବେଳେ ଆଜି ଏହାର ଅବସାନ ଘଟିଛି | ଜୁନ ୩୦ପର୍ଯ୍ୟନ୍ତ ଲକଡାଉନ ଅବଧି ବଢ଼ାଇଛନ୍ତି କେନ୍ଦ୍ର ସରକାର | ତେବେ ଲକଡାଉନର ଏହି ପଞ୍ଚମ ପର୍ଯ୍ୟାୟରେ ଅନେକ କଟକଣାକୁ ସରକାର…
Read More...

କରୋନା ଯୋଦ୍ଧାଙ୍କ ସମ୍ମାନରେ “ବନ୍ଦେ ଉତ୍କଳ ଜନନୀ” ଗାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସାରା ଓଡ଼ିଶା ଓ ପୂରା ଓଡ଼ିଆ ଜାତି ‘ବନ୍ଦେ ଉତ୍କଳ ଜନନୀ’। ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ଵାନକୁ ଗ୍ରହଣ କରି କୋଭିଡ ଯୋଦ୍ଧାଙ୍କୁ ସମ୍ମାନ ଜଣାଇ ସହରରୁ ଗାଁ, କାର୍ଯ୍ୟାଳୟରୁ ଖେଳପଡ଼ିଆ ସବୁଠି…
Read More...

ସୁସ୍ଥ ହେଲେ ୭୩ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟ ବାସୀଙ୍କ ପାଇଁ ଆଜି ଏକ ବଡ ଖବର ଆସିଛି । ଆଜି ୭୩ଜଣ ସୁସ୍ଥ ହୋଇଥିବା ବେଳେ ସୁସ୍ଥ ସଂଖ୍ୟା ୧୦୦୦ ପାର ହୋଇଛି । ନୂତନ ସୁସ୍ଥ ବ୍ୟକ୍ତିଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦୫୦ଜଣ ସୁସ୍ଥ ହୋଇଛନ୍ତି। ସୁସ୍ଥ…
Read More...

ପୁଣି ୯୬ଜଣ କରୋନା ପଜିଟିଭ୍ ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୮୧୯କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୯୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୧୯କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…
Read More...

ବରଗଡ଼ରେ ୬ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ

ବରଗଡ଼: ଆଜି ବରଗଡ଼ ଜିଲ୍ଲାରେ ୬ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏନେଇ ବରଗଡ଼ ଜିଲ୍ଲାପାଳ ଟୁଇଟ୍ କରି ସୂଚନା ଦେଇଛନ୍ତି। ସେମାନଙ୍କ ମଧ୍ୟରୁ ୫ ଜଣ ବାହାର ରାଜ୍ୟ ଫେରନ୍ତା ଓ  ଜଣେ ସ୍ଥାନୀୟ ସଂକ୍ରମିତ ଥିବା…
Read More...

ନୂଆପଡ଼ାରେ ପୁଣି ୧୨ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆପଡ଼ା: ନୂଆପଡ଼ା ଜିଲ୍ଲାରେ ପୁଣି ୧୨ ‘କରୋନା’ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ଭିତରେ ସିନାପାଲିରୁ ୩, ଭେଡେନରୁ ୩, ଖଡ଼ଇାଳରୁ ୪, ନୂଆପଡ଼ାରୁ ୨ ଜଣ ଅଛନ୍ତି। ଏମାନଙ୍କ ମଧ୍ୟରେ ୧୧ ମୁମ୍ବାଇ ଓ ଜଣେ ହାଇଦ୍ରାବାଦ…
Read More...

ପୁଣି ସୁସ୍ଥ ହେଲେ ୯୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର: କରୋନା ଭାଇରସ୍ ନେଇ ରାଜ୍ୟବାସୀଙ୍କ ପାଇଁ ଆଜି ପୁଣି ଏକ ବଡ଼ ଖୁସି ଖବର ଆସିଛି । ରାଜ୍ୟର ୯ଟି ଜିଲ୍ଲାରୁ ୯୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ…
Read More...

କ୍ୟାବିନେଟ ବୈଠକ: ୨୨ଟି ପ୍ରସ୍ତାବ ଉପରେ ଲାଗିଲା ମୋହର

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତା ଅନୁଷ୍ଠିତ କ୍ୟାବିନେଟ ବୈଠକରେ ୨୨ଟି ପ୍ରସ୍ତାବ ଉପରେ ଆଲୋଚନା ହୋଇ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନିଆଯାଇଛି। ଏହି ନିଷ୍ପତି ସଂପର୍କରେ ମୁଖ୍ୟ ଶାସନ…
Read More...

ପୁଣି ୬୩ କରୋନା ପଜିଟିଭ ଚିହ୍ନଟ, ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୨୩ରେ ପହଂଚିଲା

ଭୁବନେଶ୍ୱର: ଆଜି ରାଜ୍ୟରେ ନୂଆ ୬୩ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ପଜିଟିଭଙ୍କ ସଂଖ୍ୟା ୧୭୨୩ରେ ପହଂଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ…
Read More...

ସୁସ୍ଥ ହେଲେ ୭୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟବାସୀଙ୍କ ପାଇଁ ପୁଣି ଖୁସି ଖବର ଆସିଛି। ରାଜ୍ୟର ୧୨ଟି ଜିଲ୍ଲାରୁ ଆଜି ୭୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୮୮୭ରେ ପହଂଚିଛି।…
Read More...

କରୋନା ଯୋଦ୍ଧାଙ୍କ ତ୍ୟାଗକୁ ସମ୍ମାନ ଜଣାଇ ମେ ୩୦ ସଂଧ୍ୟା ୫.୩୦ରେ ‘ବନ୍ଦେ ଉତ୍କଳ ଜନନୀ’ ଗାଇବା ଲାଗି…

ଭୁବନେଶ୍ୱର:  ଦୁଇ ମାସ ଧରି ସାରା ଦୁନିଆ ଏକ ବହୁତ ବଡ ଜଟିଳ ପରିସ୍ଥିତିର ସାମନା କରୁଛି । ବଡ ବଡ ଧନୀ ଦେଶ, ଶକ୍ତିଶାଳୀ ଦେଶରେ ବି କୋଭିଡ ଆତଙ୍କ ସୃଷ୍ଟି କରିଛି । ସେହି ଏକା ସମୟରେ ଆମ ଓଡିଶା ବି କୋଭିଡ ବିରୁଦ୍ଧରେ ତାର…
Read More...

ସରପଂଚ ଓ ଆଶାକର୍ମୀଙ୍କ ସହ କଥା ହୋଇ ତ୍ୟାଗ ଓ ସାହାସକୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କରୋନା ଯୋଦ୍ଧାଙ୍କ ସହ ଟେଲିଫୋନରେ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକଙ୍କ ସେବା କରିବାବେଳେ ଯେଉଁ ସରପଂଚ, ଆଶା ଓ ଅଙ୍ଗନୱାଡି କର୍ମୀ କରୋନାରେ ସଂକ୍ରମିତ ହୋଇଛନ୍ତି ସେମାନଙ୍କୁ ଟେଲିଫୋନ…
Read More...