Browsing Category

Bignews

ପୁଣି ସୁସ୍ଥ ହେଲେ ରାଜ୍ୟର ଆଉ ୩୧ କରୋନା ରୋଗୀ

ଭୁବନେଶ୍ୱର: ରାଜ୍ୟ ପାଇଁ ଆଉ ଏକ ଆଶ୍ୱସ୍ତି ଖବର । ରାଜ୍ୟରେ ଆଉ ୩୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଡିସଚାର୍ଜ ହୋଇଥିବା ଜଣାପଡିଛି । ଏମାନେ ସମସ୍ତେ ଯାଜପୁର ଜିଲ୍ଲାର ବୋଲି ସୂଚନା ମିଳିଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ…
Read More...

ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା: ଆଗାମୀ ଏକ ସପ୍ତାହ ମଧ୍ୟରେ କୋଭିଡ କେୟାର ସେଂଟର ଶଯ୍ୟା ସଂଖ୍ୟା ବୃଦ୍ଧି କରାଯିବ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ କନ୍‌ଫରେନ୍ସିଂ ଜରିଆରେ ରାଜ୍ୟରେ କୋଭିଡ ନିୟନ୍ତ୍ରଣ ଓ ଅର୍ଥନୈତିକ ପୁନରୁଦ୍ଧାର କାର୍ଯ୍ୟକ୍ରମ ସମ୍ପର୍କରେ ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ଅଧିକାରୀମାନଙ୍କ…
Read More...

ପୁଣି ୨୩ ଜଣ କରୋନା ପଜିଟିଭ୍ ଚିହ୍ନଟ, ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୩୭କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ପୁଣି ୨୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହା ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୩୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…
Read More...

ପୁଣି ୨୦ କରୋନା ପଜିଟିଭ୍ ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ହେଲା ୪୧୪

ଭୁବନେଶ୍ୱର: ରାଜ୍ୟରେ ପୁଣି ୨୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଯାହାଫଳରେ ଆକ୍ରାନ୍ତଙ୍କ ସଂଖ୍ୟା ୪୧୪ ହୋଇଛି । ତେବେ ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୧୭ଜଣ ଗଞ୍ଜାମରୁ ହୋଇଥିବାବେଳେ ୨ଜଣ ସୁନ୍ଦରଗଡ ଓ ଜଣେ ବୌଦ୍ଧରୁ ବୋଲି…
Read More...

ରାଜ୍ୟରେ ପୁଣି ୩ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଉ ତିନି ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତ ୩ ଜଣ କଟକ ଜିଲ୍ଲା, ମୟୁରଭଞ୍ଜ ଓ ଯାଜପୁର ଜିଲ୍ଲାର ବୋଲି ସୂଚନା ମିଳିଛି । ଫଳରେ ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୯୪କୁ…
Read More...

ପୁଣି ୧୭ କରୋନା ରୋଗୀ ସୁସ୍ଥ

ଭୁବନେଶ୍ୱର: ରାଜ୍ୟ ପାଇଁ ଏକ ଆଶ୍ୱସ୍ତିର ଖବର ଆସିଛି । ଖବର ଅନୁସାରେ, ରାଜ୍ୟରେ ଆଉ ୧୭ ଜଣ କରୋନା ପଜିଟିଭ୍ ସୁସ୍ଥ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସୁନ୍ଦରଗଡର ୭ ଜଣ ରହିଥିବା ବେଳେ ଖୋର୍ଦ୍ଧା ଜିଲ୍ଲାର ୫ ଜଣ ରହିଛନ୍ତି ।…
Read More...

ପୁଣି ୧୪ ଜଣ କରୋନା ପଜିଟିଭ୍ ଚିହ୍ନଟ, ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩୯୧କୁ ବୃଦ୍ଧି

ଭୁବନେଶ୍ୱର:  ପୁଣି ୧୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହା ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୯୧କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ  ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…
Read More...

ମେ’ ୧୨ରୁ ଚାଲିବ ଟ୍ରେନ

ନୂଆଦିଲ୍ଲୀ: ମେ’ ୧୨ରୁ ଟ୍ରେନ୍ ଚାଲିବା ନେଇ ରେଳ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏ ନେଇ ଆସନ୍ତାକାଲି ଅପରାହ୍ନ ୪ଟାରୁ ଟିକେଟ ବୁକିଂ ଆରମ୍ଭ ହେବ । ଆଇଆରସିଟିସି ୱେବସାଇଟରେ ବୁକିଂ ହେବା ନେଇ ସୂଚନା ମିଳିଛି । ୧୨ରୁ…
Read More...

ପୁଣି ୧୫ଜଣ କରୋନା ପଜିଟିଭ ଚିହ୍ନଟ; ବୌଦ୍ଧ ହେଲା ସାମିଲ୍

ଭୁବନେଶ୍ୱର : ରାଜ୍ୟରେ ପୁଣି ୧୫ଜଣ କରୋନା ରୋଗୀ ଚିହ୍ନଟ । ଏଥିମଧ୍ୟରୁ ପୁଣି ଗଞ୍ଜାମରୁ ୭ଜଣ, ଅନୁଗୁଳରୁ ୨, ପୁରୀ ୨, ଯାଜପୁର ୧ ଓ ବୌଦ୍ଧରୁ ୩ଜଣ ଚିହ୍ନଟ ହୋଇଛନ୍ତି । ପୁଣି କରୋନା ଆଉ ଗୋଟିଏ ନୂଆ ଜିଲ୍ଲାକୁ ମାଡ଼ିୁଛି ।…
Read More...

ରାଜ୍ୟରେ ଆଉ ୧୦ କାରୋନା ରୋଗୀ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୩୬୨କୁ ବୃଦ୍ଧି

ଭୁବନେଶ୍ୱର : ରାଜ୍ୟରେ ଆଉ ୧୦ କରୋନା ରୋଗୀ ଚିହ୍ନଟ । ଆକ୍ରାନ୍ତ ୧୦ଙ୍କ ମଧ୍ୟରୁ ଯାଜପୁର ଜିଲ୍ଲାରୁ ୪ଜଣ ଓ ଭଦ୍ରକ ଜିଲ୍ଲାରୁ ୬ଜଣ । ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ୍‌ରୁ ୨ଜଣ ଓ ଯାଜପୁରରୁ ୨ଜଣ । ଏହାକୁ ମିଶାଇ ଜିଲ୍ଲାରେ…
Read More...

ରେଡ ଜୋନରେ ସାମିଲ ହେଲା ଅନୁଗୁଳ

ଅନୁଗୁଳ: ଆଜି ସକାଳୁ ଅନୁଗୁଳ ଜିଲ୍ଲାରେ ୧୩ କରୋନା ଚିହ୍ନଟ ହେବା ପରେ ଅନୁଗୁଳକୁ ରେଡ ଜୋନରେ ଘୋଷଣା କରାଯାଇଛି । ଏ ନେଇ ଅନୁଗୁଳ ଜିଲ୍ଲାପାଳ ମନୋଜ ମହାନ୍ତି ସୂଚନା ଦେଇଛନ୍ତି । ଅନୁଗୁଳର ୧୩ ଜଣଙ୍କ ମଧ୍ୟରୁ ୧୧ଜଣ ହେଉଛନ୍ତି…
Read More...

ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ଜଣାଯାଇଛି। ମୃତକଜଣକ ଗଞ୍ଜାମ ଜିଲ୍ଲାର ବୋଲି ଜଣାଯାଇଛି। ଆଜି ଗଞ୍ଜାମ ଜିଲ୍ଲାରେ ୨୯ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲ୍ଲାରୁ…
Read More...

ଅନୁଗୁଳ ଜିଲ୍ଲାକୁ ପ୍ରବେଶ କଲା କରୋନା; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ହେଲା ୩୫୨

ଭୁବନେଶ୍ୱର: ରାଜ୍ୟରେ ପୁଣି ୫୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହା ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୫୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…
Read More...

ସରପଞ୍ଚମାନଙ୍କୁ ୫-ଟି ସଚିବ ଭି.କେ ପାଣ୍ଡିଆନଙ୍କ ପରାମର୍ଶ 

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ୫-ଟି ସଚିବ ଭି.କେ ପାଣ୍ଡିଆନ୍ ଆଜି ଗଂଜାମ ଜିଲ୍ଲାର ସମସ୍ତ ସରପଞ୍ଚମାନଙ୍କ ସହିତ କଥା ହୋଇଛନ୍ତି । ସଂଗରୋଧ କେନ୍ଦ୍ରର ପରିଚାଳନାରେ ନେତୃତ୍ୱ ନେଇ ସରପଞ୍ଚମାନଙ୍କ ସହିତ କଥା ହେବା ସମୟରେ…
Read More...