Browsing Category

Bignews

ପୁଣି ଜଣେ କରୋନା ରୋଗୀ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ପୁଣି ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତ ଜଣକ ରାଉରକେଲାର ୪୯ ବର୍ଷର ଜଣେ ପୁରୁଷ ବୋଲି ଜଣାପଡିଛି । ତେବେ ସେ ମଧ୍ୟ ପଶ୍ଚିମବଙ୍ଗ ଫେରନ୍ତା ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ…
Read More...

ରାଜ୍ୟରେ ଆଉ ୩ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଉ ୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।ନୂତନ ଭାବେ କରୋନା ପଜିଟିଭ ଚିହ୍ନଟ ହୋଇଥବା ବ୍ୟକ୍ତିମାନେ ବାଲେଶ୍ୱର ଓ କଟକ ଜିଲ୍ଲାର ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…
Read More...

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ: ଦୈନିକ ପରୀକ୍ଷଣ ୧୫ ହଜାରରୁ ବୃଦ୍ଧି, ଗ୍ରୀନ୍ ଜୋନରେ ସ୍ୱାଭାବିକ୍ ଅବସ୍ଥା ଫେରିବ

ଭୁ‌ବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍ସିଂ ଜରିଆରେ ରାଜ୍ୟରେ କରୋନା ସଂକ୍ରମଣ ଓ ଏଥିପାଇଁ ଉପୁଜିଥିବା ପରିସ୍ଥିତି ସଂପର୍କରେ ବରିଷ୍ଠ ଅଧିକାରୀମାନଙ୍କ ସହ ସମୀକ୍ଷା କରିଛନ୍ତି। ଏଥିରେ…
Read More...

ଗଞ୍ଜାମ ଜିଲ୍ଲାରୁ ଜଣେ କରୋନା ପଜିଟିଭ୍ ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୦କୁ ବୃଦ୍ଧି

ଭୁବନେଶ୍ୱର : ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂପୃକ୍ତ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କ ଘର ଗଞ୍ଜାମ ଜିଲ୍ଲାରେ ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହାକୁ…
Read More...

ଆଉ ୬ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରୁ ଆଉ ୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଏମାନଙ୍କ ମଧ୍ୟରୁ ୪ଜଣ ଯାଜପୁରର ହୋଇଥିବାବେଳେ ୨ଜଣ ଭଦ୍ରକରୁ ବୋଲି ଜଣାପଡିଛି । ଫଳରେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬୯ରେ ପହଂଚିଛି ।
Read More...

କ୍ୱାରେନଂଟାଇନ୍ ଉଲ୍ଲଂଘନକାରୀଙ୍କ ବିରୋଧରେ ହେବ କଠୋର କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ପ୍ରବାସୀ ଓଡ଼ିଆମାନଙ୍କୁ କ୍ୱାରେନଂଟାଇନ୍ ରେ ରହିବା ସହ ସରକାରଙ୍କ ସମସ୍ତ ନିୟମ ମାନିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିବେଦନ କରିଛନ୍ତି। ସେ ନିଜର ଟୁଇଟରରେ ଏହି କଥା ଜଣାଇଛନ୍ତି।ବର୍ତ୍ତମାନ ଓଡ଼ିଶା…
Read More...

ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬୩କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ପୁଣି  ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଜଣାଯାଇଛି । ଆକ୍ରାନ୍ତ ଜଣକ ସୁନ୍ଦରଗଡ଼ ଜିଲ୍ଲାର ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଫଳରେ ରାଜ୍ୟରେ ମୋଟ…
Read More...

ସୁସ୍ଥ ହେଲେ ୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର: କରୋନା ଭାଇରସ ସଂକ୍ରମଣ  ନେଇ ରାଜ୍ୟବାସୀଙ୍କୁ ଖୁସୀ ଖବର ମିଳିଛି । ଆଜି ରାଜ୍ୟର ୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଭଦ୍ରକ ଜିଲ୍ଲାରୁ ୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ବାଲେଶ୍ୱର…
Read More...

ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ପୁଣି  ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଜଣାଯାଇଛି । ଆକ୍ରାନ୍ତ ଜଣକ କେନ୍ଦୁଝର ଜିଲ୍ଲାର ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାଫଳରେ କେନ୍ଦୁଝର…
Read More...

ପୁଣି ଜଣେ କରୋନା ପଜିଟିଭ୍ ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬୧ରେ ପହଂଚିଲା

ଭୁବନେଶ୍ୱର: ରାଜ୍ୟରେ ପୁଣି  ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଜଣାଯାଇଛି । ଆକ୍ରାନ୍ତ ଜଣକ ବାଲେଶ୍ୱର ଜିଲ୍ଲାର ବୋଲି ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେ ୩୪ ବର୍ଷିୟ ଯୁବକ ଓ ଜଣେ…
Read More...

ପୁଣି ଜଣେ କରୋନା ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬୦ରେ ପହଂଚିଲା

ଭୁବନେଶ୍ୱର : ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂପୃକ୍ତ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କ ଘର ଝାରସୁଗଡ଼ା ଜିଲ୍ଲାରେ ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।…
Read More...

ଗଞ୍ଜାମରୁ ଦୁଇ କରୋନା ରୋଗୀ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ପୁଣି ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂପୃକ୍ତ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କ ଘର ଗଞ୍ଜାମ ଜିଲ୍ଲାରେ ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହାକୁ…
Read More...

ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ, ଅନ୍ୟ ଜଣେ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ପୁଣି ଥରେ ଜଣେ ବ୍ୟକ୍ତି କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସଂପୃକ୍ତ ବ୍ୟକ୍ତି ଯାଜପୁର ଜିଲ୍ଲାର ବରୀ ବ୍ଲକର ବୋଲି ଜଣାପଡ଼ିଛି । ରେଡ ଜୋନରେ ସାମିଲ ଥିବା ଯାଜପୁର ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ…
Read More...

ଯାଜପୁରରେ ପୁଣି ଦୁଇ କରୋନା ଚିହ୍ନଟ; ଓଡ଼ିଶାରେ ଛୁଇଁଲା ୧୫୬

ଭୁବନେଶ୍ୱର : ରାଜ୍ୟରେ ପୁଣି ଦୁଇ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂପୃକ୍ତ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କ ଘର ଯାଜପୁର ଜିଲ୍ଲାରେ ବୋଲି ରାଜ୍ୟ ସରକାରଙ୍କ ସୂଚନା ଓ ଲୋକ ସଂପର୍କ ବିଭାଗ ଟୁଇଟ କରିଛି । ଆକ୍ରାନ୍ତଙ୍କ…
Read More...