Browsing Category

Bignews

୨୪ଘଣ୍ଟାରେ ବାତ୍ୟାର ରୂପ ନେବ ଅବପାତ

ଭୁବନେଶ୍ୱର: ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ ଆସନ୍ତାକାଲି ସକାଳେ ବାତ୍ୟାରେ ପରିଣତ ହେବ। ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ରର ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ଆଜି ଏହି ସୂଚନା ଦେଇଛନ୍ତି।ସେ…
Read More...

ଦୁର୍ନୀତିଗ୍ରସ୍ତ ୬ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କୃତ ସହ ୫ଜଣଙ୍କ ପେନସନ୍ ବନ୍ଦ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଦୁର୍ନୀତି ବିକାଶର ସବୁଠାରୁ ବଡ଼ ପ୍ରତିବନ୍ଧକ । ତେଣୁ ଦୁର୍ନୀତି ବିରୁଦ୍ଧରେ ରାଜ୍ୟ ସରକାର କଡା ଆଭିମୁଖ୍ୟ ଜାରି କରିଛନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଦୁର୍ନୀତି କ୍ଷେତ୍ରରେ ଶୂନ୍ୟ ସହିଷ୍ଣୁତା…
Read More...

ଶ୍ରୀନଗରରେ ଆତଙ୍କବାଦୀ ଆକ୍ରମଣ: ୧ମୃତ, ୨୫ଆହତ

ଶ୍ରୀନଗର:  ଜମ୍ମୁ-କଶ୍ମୀରର ଶ୍ରୀନଗରରେ ପୁଣି ଥରେ ଆତଙ୍କବାଦୀମାନେ ଆକ୍ରମଣ କରିଥିବା ଖବର ମିଳିଛି । ଶ୍ରୀନଗରରେ ମୁତୟନ ଥିବା ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଆତଙ୍କବାଦୀମାନେ ଗ୍ରେନେଡ୍‌ ଆକ୍ରମଣ କରିଥିବା ବେଳେ ଏହି…
Read More...

ଗିରଫ ହେଲେ କ୍ରେଡିଟ କୋ ଅପରେଟିଭ ସୋସାଇଟି ସଭାପତି ପ୍ରମୋଦ

କେନ୍ଦ୍ରାପଡ଼ା: ମହିଳା ସହକର୍ମୀଙ୍କୁ ଯୌନ ଶୋଷଣ ଅଭିଯୋଗରେ କେନ୍ଦ୍ରାପ଼ଡ଼ା କ୍ରେଡିଟ କୋ ଅପରେଟିଭ ସୋସାଇଟି ସଭାପତି ପ୍ରମୋଦ ସାହୁ ଗିରଫ ହୋଇଛନ୍ତି। ଗତ ରାତି ପ୍ରାୟ ସାଢ଼େ ୧୧ଟାରେ ପ୍ରମୋଦଙ୍କ ବଣିଆମାଳସ୍ଥିତ ବାସଭବନରୁ…
Read More...

ଗୋଆର ନୂତନ ରାଜ୍ୟପାଳ ରୂପେ ଶପଥ ନେଲେ ସତ୍ୟପାଲ ମଲ୍ଲିକ

ପାନାଜୀ: ଗୋଆର ନୂତନ ରାଜ୍ୟପାଳ ରୂପେ ସତ୍ୟପାଲ ମଲ୍ଲିକ ଆଜି ଅପରାହ୍ଣରେ ଶପଥ ଗ୍ରହଣ କରିଛନ୍ତି। ବମ୍ବେ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍‌ ପ୍ରଦୀପ୍‌ ନନ୍ଦରାଜୋଗ୍‌ ନୂତନ ରାଜ୍ୟପାଳଙ୍କୁ ତାଙ୍କ ପଦ ଓ ଗୋପନୀୟତାର ଶପଥ…
Read More...

ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ମିଳିବ ଇଟାଲିୟନ ଗୋଲ୍ଡେନ ଆୱାର୍ଡ଼

ଭୁବନେଶ୍ୱର: ପ୍ରଖ୍ୟାତ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ମିଳିବ ଅନ୍ତର୍ଜାତୀୟ ସମ୍ମାନ। ତାଙ୍କର ଚୟନ ପ୍ରତିଷ୍ଠିତ ‘ଇଟାଲିୟନ ଗୋଲ୍ଡେନ ସାଣ୍ଡ୍ ଆର୍ଟ ଆୱାର୍ଡ଼ ୨୦୧୯’ ପାଇଁ ହୋଇଛି। ନଭେମ୍ବର ୧୩ରୁ ୧୮ ଭିତରେ…
Read More...

ଜମ୍ମୁ-କଶ୍ମୀରର ପୁର୍ନଗଠନ ପରେ ଜାରି ହେଲା ଭାରତର ନୂଆ ମାନଚିତ୍ର

ନୂଆଦିଲ୍ଲୀ: କେନ୍ଦ୍ରୀୟ ଗୃହମନ୍ତ୍ରୀ ଜିତେନ୍ଦ୍ର ସିଂହ ଟୁଇଟ କରି ଭାରତର ନୂତନ ମାନଚିତ୍ର ଜାରି କରିଛନ୍ତି। ଏହି ମାନଚିତ୍ରରେ ଜମ୍ମୁ-କଶ୍ମୀର ରାଜ୍ୟକୁ ପୁର୍ନଗଠିତ କରାଯାଇ ସୃଷ୍ଟି ହୋଇଥିବା ଦୁଇ କେନ୍ଦ୍ର ଶାସିତ ଅଞ୍ଚଳ…
Read More...

ଶପଥ ନେଲେ ଲଦାଖର ପ୍ରଥମ ଉପରାଜ୍ୟପାଳ

ଶ୍ରୀନଗର: କେନ୍ଦ୍ରଶାସିତ ଅଞ୍ଚଳ ଲଦାଖର ପ୍ରଥମ ଉପରାଜ୍ୟପାଳ ଭାବେ ରାଧାକୃଷ୍ଣ ମାଥୁର ଆଜି ଶପଥ ନେଇଛନ୍ତି। ଜମ୍ମୁ-କଶ୍ମୀର ହାଇକୋର୍ଟର ମୁଖ୍ୟ ବିଚାରପତି ଗୀତା ମିତ୍ତଲ ଆରକେ ମାଥୁରଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ…
Read More...

ଶିଶୁ କଲ୍ୟାଣ ଅନୁଷ୍ଠାନ ଗୁଡିକୁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର:ଶିଶୁମାନଙ୍କ ମଙ୍ଗଳ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣି ଏକ ସ୍ଵାଗତଯୋଗ୍ୟ ପଦକ୍ଷେପ ନେଇଛନ୍ତି। ୩୦ଟି ଜିଲ୍ଲାର ଶିଶୁ କଲ୍ୟାଣ ଅନୁଷ୍ଠାନ ଗୁଡିକୁ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହି…
Read More...

ହସ୍ପିଟାଲ ଦାୟିତ୍ୱ ବୁଝିବେ ବରିଷ୍ଠ ଆଇଏଏସ ଅଧିକାରୀ

ଭୁବନେଶ୍ୱର: ବରିଷ୍ଠ ଆଇଏଏସ ଅଧିକାରୀଙ୍କୁ ରାଜ୍ୟର ବିଭିନ୍ନ ହସ୍ପିଟାଲ ଦାୟିତ୍ୱ ଦେଇଛନ୍ତି ରାଜ୍ୟ ସରକାର | ପ୍ରଦର୍ଶନ ବୃଦ୍ଧି ପାଇଁ ଆଇଏଏସଙ୍କୁ ହସ୍ପିଟାଲ ସଂଯୋଜକ ଦାୟିତ୍ୱ ଦିଆଯାଇଛି | କୃଷି ଉତ୍ପାଦନ କମିଶନର…
Read More...

ଆସନ୍ତାକାଲି ୯ ଘଣ୍ଟା ବିଚ୍ଛିନ୍ନ ରହିବ ବିଦ୍ୟୁତ୍ ସରବରାହ

ଭୁବନେଶ୍ୱର: ରକ୍ଷଣାବେକ୍ଷଣ ଓ ମରାମତି ପାଇଁ ଆସନ୍ତା ୩୧ ତାରିଖ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ବିଦ୍ୟୁତ୍‌ ସରବରାହ ବନ୍ଦ ରହିବ। କେନ୍ଦ୍ର‌ାପଡ଼ାର ମାର୍ଶାଘାଇ, କୋରୁଅ, ମହାକାଳପଡ଼ା, ଲୁଣା ଅଞ୍ଚଳରେ ସକାଳ ୮ଟାରୁ…
Read More...

କ୍ରୀଡା ହଷ୍ଟେଲର ଛାତ୍ରଛାତ୍ରୀ ଓ ଜାତୀୟସ୍ତରର ପଦକ ବିଜେତାଙ୍କ ଭତ୍ତା ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: କ୍ରୀଡା କ୍ଷେତ୍ରରେ ଓଡ଼ିଶା ଆଜି କେବଳ ଭାରତ ନୁହେଁ, ସାରା ବିଶ୍ୱର ଦୃଷ୍ଟି ଆକର୍ଷଣ କରିପାରିଛି । ଭୁବନେଶ୍ୱରରେ ୨୦୧୭ ଏସୀୟ ଖେଳକୁଦ ଚମ୍ପିଅନସିପ୍‌ ଏବଂ ୨୦୧୯ ହକି ବିଶ୍ୱକପ୍‌ର ସଫଳ ଆୟୋଜନ ସାରା…
Read More...

ସୁପ୍ରିମକୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି ଏସଏ ବୋବଡେ

ନୂଆଦିଲ୍ଲୀ:ଜଷ୍ଟିସ୍ ଶରଦ ଅରବିନ୍ଦ ବୋବଡେଙ୍କ ନାଁରେ ମୋହର ମାରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ରଞ୍ଜନ ଗୋଗୋଇଙ୍କ ପରେ ଜଷ୍ଟିସ୍ ବୋବଡେ ହେବେ ସୁପ୍ରିମକୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି। ବର୍ତ୍ତମାନର ପ୍ରଧାନ…
Read More...

ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କୁ ଉପହାର ଦେଲେ ମୁଖ୍ୟମନ୍ତ୍ରୀ: ନିଷ୍ଠାପର ଡାକ୍ତର ଓ ସ୍ୱାସ୍ଥ୍ୟସେବା କର୍ମଚାରୀଙ୍କୁ…

ଭୁବନେଶ୍ୱର: ୫ଟି କାର୍ଯ୍ୟକ୍ରମରେ ଡାକ୍ତର ଓ ସ୍ୱାସ୍ଥ୍ୟ ସେବାରେ ନିୟୋଜିତ କର୍ମଚାରୀଙ୍କ ପାଇଁ ଆସିଛି ଖୁସି ଖବର । ସ୍ୱାସ୍ଥ୍ୟ ସେବାରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଡାକ୍ତର ଓ ସ୍ୱାସ୍ଥ୍ୟ ସେବାରେ ନିୟୋଜିତ କର୍ମଚାରୀଙ୍କୁ…
Read More...