Browsing Category
Bignews
ନବୀନ ବାବୁ ଶପଥ ନେବା ଦିନ ତାଙ୍କୁ ୩ଟି ଗିଫ୍ଟ ଦିଅନ୍ତୁ ପ୍ରଧାନମନ୍ତ୍ରୀ: ପାଣ୍ଡିଆନ୍
ଅନୁଗୁଳ ଏବଂ କଟକରେ ଜନସଭା କରି ବିଜେଡି ସରକାର ଉପରେ ମୋଦୀ ବର୍ଷିବା ପରେ ମାହାଙ୍ଗାରେ ଏହାର ଜବାବ ରଖିଛନ୍ତି ବିଜେଡି ନେତା ଭିକେ ପାଣ୍ଡିଆନ୍ । ସିଧାସଳଖ ପ୍ରଧାନମନ୍ତ୍ରୀଙ୍କୁ ଟାର୍ଗେଟ କରିବା ସହିତ ପାଣ୍ଡିଆନ୍ କହିଛନ୍ତି,…
Read More...
Read More...
୨୫ ବର୍ଷ ପରେ ଓଡିଶା ନୂଆ ଇତିହାସ ରଚିବାକୁ ଯାଉଛି: ମୋଦୀ
ଅନୁଗୁଳ ପରେ କଟକରୁ ମଧ୍ୟ ବିଜେଡି ସରକାର ଉପରେ ବର୍ଷିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ସିଧାସଳଖ ରତ୍ନଭଣ୍ଡାର ପ୍ରସଙ୍ଗ ଉଠେଇବା ସହିତ, ରତ୍ନଭଣ୍ଡାର ଚାବି ତାମିଲନାଡୁ ପଳେଇ ଯାଇଛି ବୋଲି କିଛି ଲୋକ କହିବା ଆରମ୍ଭ କଲେଣି ବୋଲି…
Read More...
Read More...
ବରଗଡ଼ରେ ନିର୍ବାଚନ ହିଂସା; ଜଣେ ମୃତ
ରାଜ୍ୟରେ ଆଜି ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଜାରି ରହିଛି । ଭୋଟ୍ ବେଳେ ଅନେକ ସ୍ଥାନରେ ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି । ଏପରିକି ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ଖବର ରହିଛି । ତେବେ ଏପରି ଅଭାବନୀୟ ଘଟଣା ବରଗଡ଼ ସଦର…
Read More...
Read More...
୧୦ ଜୁନରେ ଓଡ଼ିଆ ପୁଅ ବା ଝିଅ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ: ମୋଦି
୨ ଦିନିଆ ଓଡ଼ିଶା ଗସ୍ତରେ ଅଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଜି ସକାଳେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ପୁରୀ ବଡ଼ଦାଣ୍ଡରେ କରିଛନ୍ତି ବିଶାଳ ରୋଡ ସୋ' । ଏହାପରେ ସେ ସିଧାସଳଖ ଅନୁଗୁଳରେ…
Read More...
Read More...
ପ୍ରଥମ ପର୍ଯ୍ୟାୟ ଅପେକ୍ଷା ଦ୍ବିତୀୟ ପର୍ଯ୍ୟାୟରେ ବିଜେଡି ଆହୁରି ଭଲ ପ୍ରଦର୍ଶନ କରିବ: ପାଣ୍ଡିଆନ
ସୋମବାର ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ଚାଲିଛି। ସେପଟେ ପ୍ରଥମ ପର୍ଯ୍ୟାୟ ଅପେକ୍ଷା ଦ୍ବିତୀୟ ପର୍ଯ୍ୟାୟରେ ବିଜେଡି ଆହୁରି ଭଲ ପ୍ରଦର୍ଶନ କରିବ ବୋଲି ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଦୃଢକ୍ତି ପ୍ରକାଶ…
Read More...
Read More...
ମହାପ୍ରଭୁଙ୍କୁ ଦର୍ଶନ ପରେ ପୁରୀରେ ମୋଦିଙ୍କ ବିଶାଳ ରୋଡ ଶୋ’
ମୋଦି ନାରାରେ କମ୍ପିଲା ବଡ଼ଦାଣ୍ଡ। ବଡ଼ଦାଣ୍ଡ ପାଲଟିଲା ଜନ ସମୁଦ୍ର। ପ୍ରଧାନମନ୍ତ୍ରୀଙ୍କୁ ଦେଖିବାକୁ ଆଜି ସକାଳୁ ବଡ଼ଦାଣ୍ଡର ଉଭୟ ପାର୍ଶ୍ୱରେ ଦେଖିବାକୁ ମିଳିଥିଲା ପ୍ରବଳ ଲୋକ ଗହଳି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି…
Read More...
Read More...
ଆଜି ରାଜ୍ୟରେ ଚାଲିଛି ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ
ରାଜ୍ୟରେ ଚାଲିଛି ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ ଗ୍ରହଣ । ସକାଳ ୯ ଟା ସୁଦ୍ଧା ହାରାହାରି ମତଦାନ ରହିଛି ୬.୯୯ ପ୍ରତିଶତ । ବରଗଡ଼ ଭଟଲୀରେ ସର୍ବାଧିକ ୧୧.୪୮ ପ୍ରତିଶତ ଭୋଟିଂ ହୋଇଛି । ବରଗଡ ସଂସଦୀୟ କ୍ଷେତ୍ରରେ…
Read More...
Read More...
ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତରେ ଇରାନର ରାଷ୍ଟ୍ରପତିଙ୍କ ଦେହାନ୍ତ; ପ୍ରଧାନମନ୍ତ୍ରୀଙ୍କ ଶୋକ
ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୋକ ପ୍ରକାଶ କରିଛନ୍ତି। ରବିବାର ଦିନ ଇବ୍ରାହିମ ରାଇସିଙ୍କ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ସେ ଏଥିରେ ମୃତ୍ୟୁ ବରଣ କରିଥିଲେ।…
Read More...
Read More...
ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ମୋଦୀ
ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ନିର୍ବାଚନ ଋଣନୀତି ନେଇ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆୟୋଜିତ ସମୀକ୍ଷା ବୈଠକରେ ଯୋଗଦେବେ। ଆଜି ରାଜଭବନରେ ରାତ୍ରୀଯାପନ କରିବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ…
Read More...
Read More...
ବିଜେପିକୁ ଆଶୀର୍ବାଦ କଲେ କୁଚିଣ୍ଡା ଆହୁରି ୨୦ ବର୍ଷ ପଛକୁ ପଳେଇବ: ପାଣ୍ଡିଆନ
କୁଚିଣ୍ଡାରେ କେନ୍ଦ୍ରମନ୍ତ୍ରୀଙ୍କୁ ଶାଣିତ ଆକ୍ରମଣ କଲେ ଭିକେ ପାଣ୍ଡିଆନ । କେନ୍ଦ୍ରମନ୍ତ୍ରୀ ସବୁ କାମରେ ରାଜନୈତିକ ଫାଇଦା ଦେଖନ୍ତି, ଆମ ମୁଖ୍ୟମନ୍ତ୍ରୀ ସେବାରେ ବିଶ୍ୱାସ ରଖନ୍ତି ବୋଲି କହିଛନ୍ତି ପାଣ୍ଡିଆନ । ୧୦ ବର୍ଷରେ…
Read More...
Read More...
ପରାଜୟ ଭୟରେ ନିମ୍ନରୁଚିର ମନ୍ତବ୍ୟ ଦେଉଛି ବିଜେପି: ବିଜେଡି
ଭୁବନେଶ୍ୱର(ବ୍ୟୁରୋ): ଚଳିତ ନିର୍ବାଚନରେ ଶୋଚନୀୟ ଭାବେ ହାରିବାକୁ ଯାଉଥିବା ବିଜେପି ନେତା ବିଚଳିତ ଆଉ ବିବ୍ରତ ହୋଇ ଅତି ନିମ୍ନରୁଚିର ମନ୍ତବ୍ୟ ମାନ ଦେଉଛନ୍ତି । ଖଲ୍ଲିକୋଟ ପ୍ରସଙ୍ଗରେ ବିଜେପି ନେତା ଶ୍ରୀ ପିତାମ୍ବର…
Read More...
Read More...
ରେଢାଖୋଲ ଏବଂ ଆଠମଲ୍ଲିକରେ ‘ବିଜୟ ସଂକଳ୍ପ ସମାବେଶ’ରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରଚାର
ରେଢାଖୋଲ/ଆଠମଲ୍ଲିକ(ବ୍ୟୁରୋ): ପର ଘର ତିଅଣରେ ଅତିଥି ସତ୍କାର କରିବାରେ ମୁଖ୍ୟମନ୍ତ୍ରୀ ସିଦ୍ଧହସ୍ତ । ନରେନ୍ଦ୍ର ମୋଦୀଙ୍କ ସରକାର ଏସଏଚଜି ଭଉଣୀଙ୍କ ପାଇଁ ବ୍ୟାଙ୍କରୁ ଋଣ ଦେବାର ବ୍ୟବସ୍ଥା କଲେ । ଗରିବ କଲ୍ୟାଣ ଅନ୍ନ…
Read More...
Read More...
ମିଛ ଓ ଅପପ୍ରଚାର ବିରୋଧୀଙ୍କ ଅସ୍ତ୍ର, ବିକାଶ ବିଜେଡିର ଅସ୍ତ୍ର: ମୁଖ୍ୟମନ୍ତ୍ରୀ
ପ୍ରଚାର ମୈଦାନରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ୍ ମାଗିଲେ ମୁଖ୍ୟମନ୍ତ୍ରୀ । ଭାଷଣ ଆରମ୍ଭରୁ ଖରାରେ ଆସିଥିବା ଜନତାଙ୍କୁ ଧନ୍ୟବାଦ ଜଣାଇଲେ ନବୀନ । କହିଲେ ମିଛ ଓ ଅପପ୍ରଚାର ବିରୋଧୀଙ୍କ…
Read More...
Read More...
