Browsing Category

Bignews

୪ ଆତଙ୍କବାଦୀ ନିହତ

ନୂଆଦିଲ୍ଲୀ: ଜମ୍ମୁ-କଶ୍ମୀରର ଶୋପିଆନ ଜିଲ୍ଲାରେ ଆଜି ସକାଳେ ସୁରକ୍ଷାକର୍ମୀଙ୍କ ଗୁଳିରେ ୪ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। କିଗମ ଅଞ୍ଚଳରେ ଏହି ଏନ୍‌କାଉଣ୍ଟର ହୋଇଥିଲା। ଘଟଣାସ୍ଥଳରୁ ବହୁ ଅସ୍ତ୍ରଶସ୍ତ୍ର ଓ ଗୁଳି ଜବତ…
Read More...

୧୧ ରନରେ ଆଫଗାନିସ୍ତାନକୁ ପଛରେ ପକାଇଲା ଭାରତ

ସାଉଥମ୍ପଟନ୍‌: ଲଢୁଆ ବ୍ୟାଟିଂ କରି ମଧ୍ୟ ଭାରତ ଠାରୁ ଆଫଗାନିସ୍ତାନ ହାରିଛି। ଅନ୍ତିମ ଓଭରରେ ମହମ୍ମଦ ସାମିଙ୍କୁ ଘାତକ ବୋଲି ଯୋଗୁଁ ଆଇସିିସି (ଅନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ) ବିଶ୍ୱକପ୍‌ର ୨୮ତମ ମ୍ୟାଚ୍‌କୁ ଭାରତ ୧୧…
Read More...

ବଜେଟ୍‌ ୨୦୧୯: ହାଲ୍‌ୱା ଉତ୍ସବରୁ ଆରମ୍ଭ ହେଲା ନଥି ପ୍ରିଣ୍ଟିଂ

ନୂଆଦିଲ୍ଲୀ: ଆଜି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ପାରମ୍ପରିକ ଭାବରେ ହାଲ୍‌ୱା ଉତ୍ସବ ଆୟୋଜନ କରି ବଜେଟ୍‌ ୨୦୧୯ ପାଇଁ ନଥି ପ୍ରିଣ୍ଟିଂ ଆରମ୍ଭ କରାଇଛନ୍ତି। ସାଧାରଣ ବଜେଟ୍‌ର ପ୍ରିଣ୍ଟି ବା ପ୍ରକାଶନ ସମୟରେ…
Read More...

ଅଫିସ ସମୟ ୧୦ଟାରୁ ସାଢ଼େ ୫, ପ୍ରତି ୪ର୍ଥ ଶନିବାର ସରକାରୀ ଛୁଟି

ଭୁବନେଶ୍ୱର: ରାଜ୍ୟ ସରକାର ନିଜର କର୍ମଚାରୀମାନଙ୍କ ପାଇଁ ପ୍ରତ୍ୟେକ ମାସର ୪ର୍ଥ ଶନିବାରକୁ ସାଧାରଣ ଛୁଟି ଭାବେ ଘୋଷଣା କରିଛନ୍ତି। ଏହାସହିତ କର୍ମଚାରୀଙ୍କ ଅଫିସ ସମୟରେ ମଧ୍ୟ ପରିବର୍ତ୍ତନ କରିଛନ୍ତି।ସାଧାରଣ…
Read More...

୧କିମିରୁ ଦୂରରେ ଥିବା ସ୍କୁଲ ଯିବାକୁ ଛାତ୍ରଛାତ୍ରୀଙ୍କୁ ମିଳିବ ଯାତାୟତ ଖର୍ଚ୍ଚ

କୋରାପୁଟ :ରାଜ୍ୟରେ ୧୦ଜଣରୁ କମ୍ ଛାତ୍ରଛାତ୍ରୀ ଥିବା ସ୍କୁଲଗୁଡିକୁ ସମ୍ପୂର୍ଣ୍ଣ ବନ୍ଦ କରିବା ପାଇଁ ନିଷ୍ପତି ନିଆଯାଇଥିଲା । ତେବେ ୧୦ ଜଣରୁ କମ୍ ଛାତ୍ରଛାତ୍ରୀ ଥିବା ତଥା ବନ୍ଦ ହେବାକୁ ଥିବା ବିଦ୍ୟାଳୟ ଗୁଡିକର…
Read More...

ବନ୍ୟା ବିପତ୍ତି ଆଟଲାସ୍ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଚିବାଳୟରେ ଏକ ବନ୍ୟା ବିପତ୍ତି ଆଟଲାାସ (Flood Hazard Atlas for Odisha) ଉନ୍ମୋଚନ କରିଛନ୍ତି। ଏହି ଆଟଲାସକୁ ଉନ୍ମୋଚିତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡ଼ିଶାରେ…
Read More...

ପ୍ରଶାସନିକସ୍ତରରେ ବଡ଼ଧରଣର ଅଦଳବଦଳ

ଭୁବନେଶ୍ୱର: ରାଜ୍ୟ ସରକାର ଆଜି ପ୍ରଶାସନିକସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି। ୯ ଜଣ ଜିଲ୍ଲାପାଳଙ୍କ ସମେତ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ଓ ବିଧାନସଭା ସଚିବ ପଦରେ ନୂଆ ଅଫିସରଙ୍କୁ ଅବସ୍ଥାପିତ କରାଯାଇଛି।ସାଧାରଣ…
Read More...

ଅଶ୍ୱିନୀ, ଅମର ଓ ସସ୍ମିତ ବିଜେଡି ରାଜ୍ୟସଭା ପ୍ରାର୍ଥୀ

ଭୁବନେଶ୍ୱର: ଓଡ଼ିଶାରେ ହେବାକୁ ଥିବା ୩ଟି ରାଜ୍ୟସଭା ଆସନ ପାଇଁ ବିଜେଡି ନିଜର ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ବିଜେଡି ଆଇଟି ୱିଙ୍ଗ ମୁଖ୍ୟ ଅମର ପଟ୍ଟନାୟକ, ମୁଖପାତ୍ର ସସ୍ମିତ ପାତ୍ର ଓ ପୂର୍ବତନ ଆଇଏଏସ ଅଶ୍ୱିନୀ…
Read More...

ପ୍ରକାଶ ପାଇଲା ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ପରୀକ୍ଷା ଫଳ

ଭୁବନେଶ୍ୱର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ ୨ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ବିଭାଗର ପରୀକ୍ଷା ଫଳ ଆଜି(ଶୁକ୍ରବାର) ଅପରାହ୍ନ ୩.୩୦ରେ ପ୍ରକାଶ ପାଇଛି। ଭୁବନେଶ୍ୱର ଜୟଦେବ…
Read More...

ଓଡିଶା ଛୁଇଁଲା ମୌସୁମୀ

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁକୁ ସାରା ଓଡ଼ିଶା ବାସୀ ଅପେକ୍ଷା କରିଛନ୍ତି। ଏବେ ସେମାନଙ୍କପାଇଁ ସୁଖବର। ଆଜି ଓଡିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ୭୨ ଘଣ୍ଟାରେ ମୌସୁମୀ ବାୟୁ ସାରା ଓଡିଶାକୁ…
Read More...

୧.୩୯ ଲକ୍ଷ କୋଟି ଟଙ୍କାର ଚିଠା ବଜେଟକୁ ମନ୍ତ୍ରିପରିଷଦର ମଞ୍ଜୁରୀ

ଭୁବନେଶ୍ୱର: ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ୧.୩୯ ଲକ୍ଷ କୋଟି ଟଙ୍କାର ଚିଠା ବଜେଟକୁ ଆଜି ରାଜ୍ୟ ମନ୍ତ୍ରିପରିଷଦ ଅନୁମୋଦନ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ମନ୍ତ୍ରିପରିଷଦ ବୈଠକରେ…
Read More...

ଚୁକ୍ତିଭିତ୍ତିକ ଡାକ୍ତରଙ୍କ ବଢିବ ବୟସ ସୀମା

ଭୁବନେଶ୍ୱର: ରାଜ୍ୟର ସରକାରୀ ଡାକ୍ତରଖାନାଗୁଡିକରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ ଡାକ୍ତରଙ୍କ ବୟସ ସୀମା ୬୮ ବର୍ଷରୁ ୭୦ ବର୍ଷକୁ ବୃଦ୍ଧି ପାଇବ ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ସୂଚନା…
Read More...

ଆସନ୍ତାକାଲି ଖୋଲିବ ରାଜ୍ୟର ସମସ୍ତ ସ୍କୁଲ୍

ଭୁବନେଶ୍ୱର: ପୁଣି ବଦଳିଲା ନିଷ୍ପତ୍ତି। ଜୁନ୍ ୨୬ରେ ନୁହେଁ, ବରଂ ରାଜ୍ୟର ସମସ୍ତ ସ୍କୁଲ ଆସନ୍ତାକାଲି ଖୋଲିବ ।ପାଗରେ ପରିବର୍ତ୍ତନ ଯୋଗୁଁ ନିଷ୍ପତ୍ତି ବଦଳାଇଲେ ସରକାର ବୋଲି ଜଣାଯାଇଛି।ଆଜି ବିଦ୍ୟାଳୟ ଓ ଗଣଶିକ୍ଷା…
Read More...

ବିଶ୍ୱକପରୁ ଧାୱନ ଆଉଟ୍, ପନ୍ତ ଇନ୍

ନୂଆଦିଲ୍ଲୀ: ଭାରତୀୟ ଓପନର ଶିଖର ଧାଓ୍ଵନ୍‌ ଚଳିତ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଛନ୍ତି। ଶିଖର ଧାଓ୍ଵନଙ୍କ ସ୍ଥାନରେ ବାମ ହାତି ବ୍ୟାଟ୍ସମ୍ୟାନ ତଥା ୱିକେଟ କିପର ଋଷଭ ପନ୍ତଙ୍କୁ ଦଳରେ ସାମିଲ କରାଯାଇଛି।ସୂଚନାଯୋଗ୍ୟ,…
Read More...