Browsing Category

Bignews

ପିଲାଙ୍କୁ ମିଳିବ ୧୨ଦିନର ଶୁଖିଲା ମଧ୍ୟାହ୍ନ ଭୋଜନ

ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ଏନେଇ ସରକାର ସମସ୍ତଙ୍କୁ ସଚେତନ କରୁଛନ୍ତି । ଛୁଟିଦିନ ପାଇଁ ଛାତ୍ରୀଛାତ୍ରଙ୍କୁ ପିଏମ୍‌ ପୋଷଣ ଯୋଜନାରେ ଚାଉଳ ଏବଂ ଅନ୍ୟାନ୍ୟ ସାମଗ୍ରୀ ଦିଆଯିବ। ମୋଟ ୧୨ଦିନର ମଧ୍ୟାହ୍ନ ଭୋଜନ…
Read More...

୨୫ ବର୍ଷ ବିଜେଡି ସରକାର ବିରୋଧରେ ବିଜେପି ଆଣିଲା ଚାର୍ଜସିଟ୍

ଆଜି ହିଞ୍ଜିଳିରୁ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ପ୍ରଚାର ଆରମ୍ଭ କରିଥିବାବେଳେ ଏପଟେ ବିଜେପି ଆଣିଛି ବିଜେଡି ବିରୋଧରେ ଚାର୍ଜସିଟ୍ । ଏଥିରେ ରାଜ୍ୟରେ ଶିକ୍ଷା, ସ୍ୱାସ୍ଥ୍ୟ ଓ ପାନୀୟ ଜଳର ଅବ୍ୟବସ୍ଥା ନେଇ ଅଭିଯୋଗ…
Read More...

୨୦୨୪ ରୁ ୨୦୩୪ ହେବ ଓଡିଶାର ଦଶକ, ଯୁବକ ମାନଙ୍କ ପାଇଁ ସୁବର୍ଣ୍ଣ ଯୁଗ, ଆସିବ ଯୁବ ବଜେଟ: ନବୀନ ପଟ୍ଟନାୟକ

ଭୁବନେଶ୍ବର(ବ୍ୟୁରୋ):ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନମଣ୍ଡଳୀ ହିଞ୍ଜିଳି-ଶେରଗଡରେ ବିରାଟ ଜନସଭା ସହ ଆଜି ବିଜୁ ଜନତା ଦଳର ବିଜୟ ଶଙ୍ଖ ଫୁଙ୍କିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ। ହିଞ୍ଜିଳି ଓ ଶେରଗଡରେ ଦୁଇଟି ବିରାଟ…
Read More...

ମହାନଦୀ କୂଳରେ ଥିବା ଜିଲ୍ଲାରେ ମରୁଡି ହେବା କ’ଣ ୨୪ ବର୍ଷ ଶାସନର ରୂପାନ୍ତରଣ ? – ଧର୍ମେନ୍ଦ୍ର ପ୍ରଧାନ

ଲଇକେରା/କିର୍ମିରା(ବ୍ୟୁରୋ): ଆମ ରାଜ୍ୟ ଓଡ଼ିଆଙ୍କ ପ୍ରତି ଆତ୍ମୀୟତା ନ ଥିବା ଲୋକଙ୍କ ହାତରେ ପଡ଼ିଛି । ମହାନଦୀ କୂଳରେ ଥିବା ଜିଲ୍ଲା ଗୁଡିକରେ ମରୁଡି ହେଉଛି । ଏହା କଣ ୨୪ ବର୍ଷ ଶାସନର ରୂପାନ୍ତରଣ ବୋଲି ମଙ୍ଗଳବାର…
Read More...

ନାମାଙ୍କନ ପତ୍ର ଦାଖଲ କଲେ ଦିଗପହଣ୍ଡି ବିଜେପି ବିଧାୟକ ପ୍ରାର୍ଥୀ ସିଦ୍ଧାନ୍ତ ମହାପାତ୍ର

୨୦୨୪ ସାଧାରଣ ନିର୍ବାଚନ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ଏହି ପ୍ରିରିପେକ୍ଷୀରେ ଆଜି ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବିଜେପି ବିଧାୟକ ପ୍ରାର୍ଥୀ ସିଦ୍ଧାନ୍ତ ମହାପାତ୍ର ତାଙ୍କର…
Read More...

ସୋଆ ପକ୍ଷରୁ କମିଶନରେଟ୍ ପୋଲିସ୍ ଓ ଟ୍ରାଫିକ୍ ପୋଲିସ୍‌କୁ ଓଆର୍‌ଏସ୍ ଓ ଜଳ ବଣ୍ଟନ

ଭୁବନେଶ୍ୱର(ବ୍ୟୁରୋ): ସାରା ରାଜ୍ୟର ଅସହ୍ୟ ଖରା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡ଼ିଥିବା ବେଳେ ରାଜଧାନୀରେ ଆଇନ୍ ଶୃଙ୍ଖଳା, ଅପରାଧ ନିୟନ୍ତ୍ରଣ ଓ ଟ୍ରାଫିକ୍ ବ୍ୟବସ୍ଥାରେ ନିୟୋଜିତ ଥିବା କମିଶନରେଟ ପୋଲିସ୍‌ର ଅଧିକାରୀ ଓ…
Read More...

୪୦ ଜଣିଆ ଷ୍ଟାର ପ୍ରଚାରକଙ୍କ ତାଲିକା ଘୋଷଣା କଲା ବିଜେପି

ମଙ୍ଗଳବାର ବିଜେପି ନିଜର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି । ଏହି ତାଲିକାରେ ସାମିଲ ଅଛନ୍ତି ସାଂସଦ ବସନ୍ତ ପଣ୍ଡା ଏବଂ କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ । ଏହି ଦୁଇ ନେତାଙ୍କୁ ଏଥର ଟିକେଟ୍ ଦେଇନି ଦଳ ।…
Read More...

୨୦୨୪ ନିର୍ବାଚନ ଲଢ଼ିବେନି ଅମର ଶତପଥୀ

ବରିଷ୍ଠ ନେତା ଅମର ଶତପଥୀଙ୍କ ସ୍ଥାନରେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ବଡ଼ଚଣାରୁ ପ୍ରାର୍ଥୀ କରିଛି ବିଜେଡି। ତେବେ ଅମର ଶତପଥୀଙ୍କ ଟିକେଟ୍‌ କଟିବା ପରେ ସମର୍ଥକଙ୍କ ଭିତରେ ଅସନ୍ତୋଷ ପ୍ରକାଶ ପାଇଛି। ଅମର ଶତପଥୀ…
Read More...

କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟଙ୍କଠାରୁ ମିଳିଲା ଜାମିନ

କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟଙ୍କ ଠାରୁ ଜାମିନ ମିଳିଛି । ଓଆରଏଚଡିସି ଦୁର୍ନୀତି ମାମଲାରେ ଭିଜିଲାନ୍ସ କୋର୍ଟ ତାଙ୍କୁ ୩ବର୍ଷ ଦଣ୍ଡାଦେଶ ଶୁଣାଇଥିବାବେଳେ ଏହାକୁ ସେ ସର୍ବୋଚ୍ଚ ନ୍ୟାୟାଳୟରେ ଚ୍ୟାଲେଞ୍ଜ…
Read More...

ବିଜେଡିରୁ ଇସ୍ତଫା ଦେଲେ ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ

ସମ୍ବଲପୁରରେ ବିଜେଡିକୁ ବଡ ଝଟକା । ବିଜେଡିରୁ ଇସ୍ତଫା ଦେଲେ ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପାଖକୁ ରାସେଶ୍ୱରୀ ନିଜର ଇସ୍ତଫାପତ୍ର ପଠାଇବା ସହ ଦଳର ପ୍ରାଥମିକ…
Read More...

ମା’ ହିଙ୍ଗୁଳା ଠାକୁରାଣୀଙ୍କ ନବଦିନାତ୍ମକ ଯାତ୍ରାରେ ସାମିଲ ହେବା ସହ ପ୍ରସାଦ ବାଣ୍ଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର…

ତାଳଚେର(ବ୍ୟୁରୋ):ତାଳଚେରର ଅଧିଷ୍ଠାତ୍ରୀ ଦେବୀ ଅଗ୍ନିସ୍ୱରୂପା ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ଯାତ୍ରାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସାମିଲ ହୋଇଛନ୍ତି । ମା’ଙ୍କୁ ସ୍ୱତନ୍ତ୍ର ବେଶରେ ଦର୍ଶନ କରିବା ସହ…
Read More...

ତାଳଚେରରେ ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ଯାତ୍ରାରେ ସାମିଲ ହେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ତାଳଚେର(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ତାଳଚେରର ଅଧିଷ୍ଠାତ୍ରୀ ଦେବୀ ଅଗ୍ନିସ୍ୱରୂପା ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ଯାତ୍ରାରେ ସାମିଲ ହୋଇ ମା’ଙ୍କ ଉଭାସ୍ଥଳରେ ପୂଜାର୍ଚ୍ଚନା କରିବା ସହ ବିଭିନ୍ନ…
Read More...

ସମ୍‌ରେ ‘ଭିପିଡି ସର୍‌ଭେଲାନ୍ସ ଆଣ୍ଡ ଏମ୍‌ଆର୍ କ୍ୟାମ୍ପେନ୍‌’ ପ୍ରସଙ୍ଗକୁ ନେଇ କର୍ମଶାଳା ଆୟୋଜିତ

ଭୁବନେଶ୍ୱର(ବ୍ୟୁରୋ): ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଓ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଶିଶୁରୋଗ ବିଭାଗର ମିଳିତ ସହଯୋଗରେ ‘ଭିପିଡି ସର୍‌ଭେଲାନ୍ସ…
Read More...