Browsing Category
Bignews
ଓଡ଼ିଶା ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି
ଓଡ଼ିଶାର ୨୧ଟି ଲୋକସଭା ଆସନରୁ ୧୮ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି । ତେବେ କନ୍ଧମାଳ, କଟକ ଓ ଯାଜପୁର ଆଦି ୩ ଲୋକସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇ ନାହିଁ । ଭୁବନେଶ୍ୱର ଲୋକସଭା ଆସନ ପାଇଁ…
Read More...
Read More...
ମୋବାଇଲ୍ ଚାର୍ଜିଂ ବେଳେ ସର୍ଟସର୍କିଟ କାରଣରୁ ବିସ୍ଫୋରଣ, ୪ ଛୁଆ ମୃତ
ମୋବାଇଲ୍ ଚାର୍ଜିଂ ବେଳେ ଚାଲିଗଲା ୪ ଜୀବନ । ଏଭଳି ଘଟଣା ଘଟିଛି ଉତ୍ତର ପ୍ରଦେଶର ମୋଦିପୁରମର ଜନତା କଲୋନୀରେ । ସର୍ଟସର୍କିଟ ପରେ ମୋବାଇଲ୍ ବିସ୍ଫୋରଣ ହୋଇ ଘରେ ନିଆଁ ଲାଗି ଯାଇଥିଲା । ଭୟାବହ ଅଗ୍ନିକାଣ୍ଡରେ ଘରେ ଥିବା ୪…
Read More...
Read More...
ହୋଲିକୁ ନେଇ କମିସନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
ହୋଲିକୁ ଦୃଷ୍ଟିରେ ରଖି ରାଜଧାନୀ ଭୁବନେଶ୍ୱରରେ କମିସନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି । ଅମାନିଆଙ୍କୁ ଜଗିବା ପାଇଁ ୩୧ଟି ସ୍ଥାନରେ ମୁତୟନ ହେବେ ପୋଲିସ ଓ ଷ୍ଟ୍ରାଇକିଂ ଫୋର୍ସ ।ରାଜଧାନୀର ୪ଟି ଗାଧୁଆ…
Read More...
Read More...
ନିଲମ୍ବିତ ହେଲେ ସହିଦ ନଗର ଥାନା ସବ୍-ଇନ୍ସପେକ୍ଟର ପ୍ରିୟବ୍ରତ ପ୍ରଧାନ
ଲାଂଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଥିବା ଭୁବନେଶ୍ୱରର ସହିଦ ନଗର ଥାନା ସବ୍-ଇନ୍ସପେକ୍ଟର ପ୍ରିୟବ୍ରତ ପ୍ରଧାନଙ୍କୁ ନିଲମ୍ବନ କରିଛନ୍ତି ପୁଲିସ କମିଶନର। ଜଣେ ବ୍ୟକ୍ତିଙ୍କଠାରୁ ଜବତ ହୋଇଥିବା ଡ୍ରାଇଭିଂ ଲାଇସେନ୍ସ (DL)କୁ…
Read More...
Read More...
ଜେଲରୁ ଥାଇ ଲୋକଙ୍କ ସମସ୍ୟା ବୁଝିଲେ କେଜ୍ରିୱାଲ
ଏବେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଜେଲରେ । କିନ୍ତୁ ଚାରିକାନ୍ଥ ଭିତରୁ ଚାଲୁଛି ସରକାର । ଆମେ କହୁଛୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ କଥା । ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ସମ୍ପାଦନ କରିଛନ୍ତି ଅରବିନ୍ଦ କେଜ୍ରିୱାଲ।…
Read More...
Read More...
ଓଡ଼ିଶା ଜଣେ ସ୍ପଷ୍ଟବାଦୀ ଓ ଅନୁଭବୀ ରାଜନେତାଙ୍କୁ ହରାଇଲା – ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର(ବ୍ୟୁରୋ):କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ନେତା ଦାମୋଦର ରାଉତଙ୍କ ବିୟୋଗ ଖବରରେ ଗଭୀର ଶୋକପ୍ରକାଶ କରିଛନ୍ତି । ଶ୍ରୀ ପ୍ରଧାନ…
Read More...
Read More...
ଭୂଟାନର ସର୍ବୋଚ୍ଚ ନାଗରିକ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭୂଟାନ ତରଫରୁ ସର୍ବୋଚ୍ଚ ନାଗରିକ ସମ୍ମାନରେ ସମ୍ମାନିତ କରାଯାଇଛି । ଏହି ସମ୍ମାନ ପ୍ରାପ୍ତ ହେବାରେ ମୋଦୀ ହେଉଛନ୍ତି ପ୍ରଥମ ବିଦେଶୀ ଶାସନାଧ୍ୟକ୍ଷ । ଭୂଟାନର ରାଜା ଜିଗ୍ମେ ଖେସର ନାମଗ୍ୟାଲ…
Read More...
Read More...
ବିଜେଡିରୁ ଇସ୍ତଫା ଦେଲେ ଭର୍ତ୍ତୁହରି ମହତାବ
ବିଜେଡିରୁ ଇସ୍ତଫା ଦେଇଛନ୍ତି ଭର୍ତ୍ତୁହରି ମହତାବ । ଏ ନେଇ ସେ ପ୍ରେସମିଟ କରି ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ଭଗ୍ନ ହୃଦୟର ସହ ବିଜେଡିରୁ ଇସ୍ତଫା ଦେଇଛି । ଅପରାହ୍ନ ୪ଟାରେ ପଠାଇଛି ଚିଠି । ବନ୍ଧନରେ ରହିଲା ଭଳି…
Read More...
Read More...
ଓଡ଼ିଶା ଫେରି ଏଭଳି ଉତ୍ତର ରଖିଲେ ମନମୋହନ ସାମଲ
ବିଜେପି ଓ ବିଜେଡି ମେଣ୍ଟକୁ ନେଇ ସସପେନ୍ସ ଜାରି ରହିଥିବାବେଳେ ଓଡିଶା ଫେରିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ।ରାଜ୍ୟରେ ମେଣ୍ଟ ନେଇ କୌଣସି ସ୍ପଷ୍ଟ ପ୍ରତିକ୍ରିୟା ଦେଲେନାହିଁ। କେବଳ କହିଲେ ପୂର୍ବରୁ ଅମିତ…
Read More...
Read More...
ଦାମୋଦର ରାଉତଙ୍କୁ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ
ଆଉ ନାହାନ୍ତି ବରିଷ୍ଠ ବିଜେଡି ନେତା ଦାମୋଦର ରାଉତ । ଆଜି ସକାଳ ୫ଟା ୨୩ ମିନିଟରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଶଙ୍ଖ ଭବନରେ ରହିଛି ଦାମୋଦର ରାଉତଙ୍କ ପାର୍ଥୀବ…
Read More...
Read More...
ଚାଲିଗଲେ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ଦାମୋଦର ରାଉତ, ମୁଖ୍ୟମନ୍ତ୍ରୀଙ୍କ ଶୋକ
ପରଲୋକରେ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତ। ଚିକିତ୍ସାଧୀନ ଅବସ୍ଥାରେ ୮୨ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ଦାମୋଦର ରାଉତ । ଦାମଙ୍କ ବିୟୋଗରେ ବିଶିଷ୍ଠ ବ୍ୟକ୍ତିମାନେ ଶୋକ…
Read More...
Read More...
ଅରବିନ୍ଦ କେଜ୍ରିୱାଲ ଗିରଫ
ଗିରଫ ହେଲେ ଅରବିନ୍ଦ କେଜ୍ରିୱାଲ । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଏବଂ ଆମ୍ ଆଦାମୀ ପାର୍ଟିର ରାଷ୍ଟ୍ରୀୟ ସଂଯୋଜକ ଅରବିନ୍ଦ କେଜ୍ରିୱାଲଙ୍କୁ ଗିରଫ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ।କିଛି ଘଣ୍ଟା ଧରି ଘରେ ଇଡି ଟିମ ତାଙ୍କୁ…
Read More...
Read More...
କେଜ୍ରିୱାଲଙ୍କ ଘରେ ପଶିଲା ଇଡି
କେଜ୍ରିୱାଲଙ୍କ ଘରେ ପଶିଲା ଇଡି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଘରେ ଇଡି ଟିମ୍। ମଦ ଦୁର୍ନୀତି ମାମଲାରେ ତଦନ୍ତ ଲାଗି କେଜ୍ରିୱାଲଙ୍କ ଦିଲ୍ଲୀ ଘରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଟିମ୍ ପହଞ୍ଚିଛନ୍ତି।…
Read More...
Read More...
ଗୁରୁତର ଅବସ୍ଥାରେ ଦାମ ରାଉତ
ବରିଷ୍ଠ ବିଜେଡି ନେତା ଦାମୋଦର ରାଉତ ଗୁରୁତର ହେବାରୁ ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସେଠାରେ ତାଙ୍କର ଚିକିତ୍ସା ଜାରି ରହିଛି ।ଖବର ଅନୁଯାୟୀ, କିଛି ଦିନ ତଳେ ଦାମ ରାଉତ ଅସୁସ୍ଥ ହୋଇଥିଲେ ।…
Read More...
Read More...
