Browsing Category

Bignews

ନିର୍ବାଚନୀ ବଣ୍ଡକୁ ସାର୍ବଜନୀନ କଲେ ନିର୍ବାଚନ କମିସନ

ରାଜନୈତିକ ଦଳଗୁଡ଼ିକୁ ବିଭିନ୍ନ ବ୍ୟକ୍ତି ଓ ସଂସ୍ଥାଗୁଡ଼ିକ ନିର୍ବାଚନୀ ବଣ୍ଡ୍‌ ଜରିଆରେ ପ୍ରଦାନ କରିଥିବା ଚାନ୍ଦାର ତଥ୍ୟକୁ ଆଜି ନିର୍ବାଚନ କମିସନ ତାଙ୍କ ୱେବସାଇଟରେ ସାର୍ବଜନୀନ କରିଛନ୍ତି। ଦୁଇଟି ଫାଇଲ୍‌ରେ ଏହି ତଥ୍ୟକୁ…
Read More...

ହସ୍ପିଟାଲରେ ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ

ଦୁର୍ଘଟଣାରେ ଗୁରୁତର ଆହତ ହୋଇ ହସ୍ପିଟାଲରେ ଭର୍ତି ହୋଇଛନ୍ତି ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ। ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ବେଲଡିହି ନିକଟରେ ଗତକାଲି ବିଳମ୍ବିତ ରାତିରେ ପ୍ରସନ୍ନ ଆଚାର୍ଯ୍ୟଙ୍କ ଗାଡ଼ି…
Read More...

ହସ୍ପିଟାଲରେ ଭର୍ତ୍ତି ହେଲେ ମମତା ବାନାର୍ଜୀ

ହସ୍ପିଟାଲରେ ଭର୍ତ୍ତି ହେଲେ  ପଶ୍ଚିମବଙ୍ଗ ମୁଖ୍ଯମନ୍ତ୍ରୀ ମମତା ବାନାର୍ଜୀ। ତାଙ୍କ କପାଳରେ କ୍ଷତ ସୃଷ୍ଟି ହୋଇଥିବା ଦେଖିବାକୁ ମିଳିଛି। ମମତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବା ନେଇ ସୂଚନା ଦେଇଛି ତୃଣମୂଳ କଂଗ୍ରେସ।…
Read More...

ଭିସି ଜରିଆରେ ସ୍ୱାଭିମାନ ଅଞ୍ଚଳର ବଡପଡାଠାରେ ଅତ୍ୟାଧୁନିକ ଶିକ୍ଷା ସୌଧର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ମାଲକାନଗିରି ଜିଲ୍ଲା ସ୍ୱାଭିମାନ ଅଞ୍ଚଳର ବଡପଡାଠାରେ ଏକ ଅତ୍ୟାଧୁନିକ ଶିକ୍ଷା ସୌଧ ଉଦ୍‌ଘାଟନ କରିଛନ୍ତି। ଏହି ଶିକ୍ଷା ସୌଧରେ ପ୍ରଥମରୁ ଉଚ୍ଚ ମାଧ୍ୟମିକ…
Read More...

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ବଢିଲା ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ

ଭୁବନେଶ୍ବର(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସର୍ବନିମ୍ନ ମଜୁରୀରେ ବୃଦ୍ଧି କରିଛନ୍ତି। ଏହାଦ୍ବାରା ଚାରୋଟି ବର୍ଗ ଯଥା ଅଣକୁଶଳୀ, ଅର୍ଦ୍ଧ କୁଶଳୀ, କୁଶଳୀ ଓ ଅତ୍ୟନ୍ତ କୁଶଳୀ ଶ୍ରମିକ ଉପକୃତ ହେବେ ।…
Read More...

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା; ବଢ଼ିଲା ପାକ୍ସ ଓ ଲାମ୍ପ୍ସ କର୍ମଚାରୀମାନଙ୍କ ମହଙ୍ଗା ଭତ୍ତା

ରାଜ୍ୟ ସମବାୟ ବିଭାଗ ଅଧିନସ୍ଥ ସମସ୍ତ ପ୍ରାଥମିକ କୃଷି ସମବାୟ ସମିତି ଓ ବୃହଦାକାର ବହୁମୁଖୀ ସମବାୟ ସମିତି( ଲାମ୍ପ୍ସ )ରେ କାର୍ଯ୍ୟରତ କର୍ମଚାରୀ ମାନଙ୍କ ନିମନ୍ତେ ଖୁସି ଖବର । ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ…
Read More...

ଓଡ଼ିଶାରେ ବିଜେପି ଏକାକୀ ଲଢ଼ିବ ଓ ସରକାର ଗଠନ କରିବ:ମନମୋହନ ସାମଲ

ଆଜି ସକାଳେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଦିଲ୍ଲୀରୁ ଫେରିବା ପରେ ଦେଇଥିବା ମନ୍ତବ୍ୟକୁ ନେଇ ମେଣ୍ଟ ହେବାର ଆଶଙ୍କା କରାଯାଇଥିବାବେଳେ ଏବେ ଏଥିରେ ପକାଇଛନ୍ତି ପୂର୍ଣ୍ଣଛେଦ। ମଧ୍ୟାହ୍ନରେ ମନମୋହନ ଦେଇଥିବା ମନ୍ତବ୍ୟରେ…
Read More...

ସରକାରୀ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ହୋଲି ଭେଟି; ୪% ମହଙ୍ଗା ଭତ୍ତା ବୃଦ୍ଧି

ସରକାରୀ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହୋଲି ଭେଟି । ରାଜ୍ୟ ସରକାରୀ କର୍ମଚାରୀଙ୍କର ବଢିଲା ମହଙ୍ଗା ଭତ୍ତା । ୪% ମହଙ୍ଗା ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର । ୪୬ ପ୍ରତିଶତରୁ ବଢି ୫୦% ପ୍ରତିଶତ ହେଲା…
Read More...

ସବୁ ଠିକ୍ ଚାଲିଛି, ଆମର ପ୍ରକ୍ରିୟା ଯାହା ହେବା କଥା ଚାଲିଛି: ମନମୋହନ ସାମଲ

ଦିଲ୍ଲୀରୁ ଫେରି ମେଣ୍ଟ ଚର୍ଚ୍ଚା ନେଇ ପ୍ରତିକ୍ରିୟା ରଖିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । 'ସବୁ ଠିକ୍ ଚାଲିଛି, ଆମର ପ୍ରକ୍ରିୟା ଯାହା ହେବା କଥା ଚାଲିଛି' । ସବୁ ବିଷୟରେ ବିଚାର ଆଲୋଚନା କରାଯାଉଛି ବୋଲି…
Read More...

୨ ଛୋଟ ପିଲା ସହ ଜୀବନ୍ତ ଜଳିଗଲେ ୪ଜଣ

ଦିଲ୍ଲୀ ଶାହଦରା ଶାସ୍ତ୍ରୀ ନଗରରେ ଥିବା ଏକ ଆବାସିକ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡରେ ୪ ଜଣ ଜୀବନ୍ତ ଦଗ୍ଧ ହୋଇଛନ୍ତି । ନିଆଁ ଲିଭା ସୂଚନା ମିଳିବା ପରେ ଦମକଳ ଏବଂ ପୋଲିସ ଟିମ୍‌ ଘଟଣା ସ୍ଥଳରେ ପହଞ୍ଚିଛି ।…
Read More...

କୌଣସି ବି ପରିସ୍ଥିତିରେ ସିଏଏକୁ ପ୍ରତ୍ୟାହାର କରାଯିବ ନାହିଁ: ଅମିତ ଶାହା

ନାଗରିକତା ସଂଶୋଧନ ଆଇନ୍ (ସିଏଏ) ସାରା ଦେଶରେ ଲାଗୁ ହୋଇସାରିଛି । ହେଲେ ବିରୋଧୀ କିନ୍ତୁ ଏହାକୁ ନେଇ ସ୍ୱର ଉଠାଇବା ଜାରି ରଖିଛନ୍ତି । ଆଉ ଏହାରି ଭିତରେ ବିରୋଧୀଙ୍କୁ କଡା ଜବାବ ଦେଇଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା…
Read More...

ଭୋର ୫ଟାରେ ବରୁଣେଇ ପୀଠରେ 5T ଅଧ୍ୟକ୍ଷ, ମା’ଙ୍କ ଆଶୀର୍ବାଦ ନେବା ସହ ବିକାଶମୂଳକ କାର୍ଯ୍ୟର କଲେ ସମୀକ୍ଷା

5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଆଜି ଭୋର ୫ଟାରେ ଖୋର୍ଦ୍ଧା ବରୁଣେଇ ପୀଠରେ ପହଞ୍ଚି ମା'ଙ୍କୁ ଦର୍ଶନ କରିଥିଲେ । ପୂଜାର୍ଚ୍ଚନା କରିବା ସହ ବେଢା ପରିକ୍ରମା କରିଥିଲେ । ଏହାପରେ ମନ୍ଦିରର ରୂପାନ୍ତରଣ ନେଇ ବରିଷ୍ଠ ଅଧିକାରୀ…
Read More...

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା; ଓଡ଼ିଶାର ପଦ୍ମ ସମ୍ମାନପ୍ରାପ୍ତଙ୍କୁ ମିଳିବ ମାସକୁ ୨୫ ହଜାର ଅର୍ଥ ରାଶି

ପଦ୍ମ ପୁରସ୍କାର ଦେଶର ଗୌରବମୟ ବେସାମରିକ ସମ୍ମାନ । ବିଭିନ୍ନ କ୍ଷେତ୍ରରେ ଦେଶକୁ ଗୌରବାନ୍ବିତ କରିଥିବା ବ୍ୟକ୍ତିବିଶେଷଙ୍କୁ ଏହି ସମ୍ମାନ ମିଳିଥାଏ। ପଦ୍ମ ପୁରସ୍କାରପ୍ରାପ୍ତ କୃତୀ ସନ୍ତାନ ମାନେ ସେମାନଙ୍କ ପ୍ରତିଭା ଓ ସେବା…
Read More...

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ବଢ଼ିଲା କନିଷ୍ଠ ଶିକ୍ଷକଙ୍କ ମାସିକ ପାରିଶ୍ରମିକ

ରାଜ୍ୟରେ ଥିବା ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡ଼ିକରେ ନିୟୋଜିତ ହୋଇଥିବା କନିଷ୍ଠ ଶିକ୍ଷକ । ଯେଉଁମାନେ ଯୋଜନା ଭିତ୍ତିକ ପଦବୀରେ ୩ ବର୍ଷ କାର୍ଯ୍ୟ କରିସାରିଛନ୍ତି, ସେମାନଙ୍କର ବିଭିନ୍ନ ଦାବିକୁ ବିଚାରକୁ ନେଇ…
Read More...