Browsing Category

Bignews

ଆଜି ପବିତ୍ର ଅକ୍ଷୟ ତୃତୀୟା; ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଆଜି ହେଉଛି ପବିତ୍ର ଅକ୍ଷୟ ତୃତୀୟା । ଶୁଭ ଅନୂକୁଳର ମହାପର୍ବ | ବୈଶାଖ ମାସ ଶୁକ୍ଳ ପକ୍ଷ ତୃତୀୟା ତିଥିକୁ ପ୍ରତିବର୍ଷ ଅକ୍ଷୟ ତୃତୀୟା ଭାବେ ପାଳନ କରାଯାଏ | ଓଡିଶାର ପାରମ୍ପରିକ ପରିବେଶରେ ଅକ୍ଷୟ ତୃତୀୟାର ମହାତ୍ମ୍ୟ ରହିଛି…
Read More...

ମେ’ ୩୧ରେ ବ୍ରଜରାଜନଗର ଉପନିର୍ବାଚନ

ବ୍ରଜରାଜନଗର ବିଧାୟକ କିଶୋର ମହାନ୍ତିଙ୍କ ମୃତ୍ୟୁ ପରେ ଖାଲି ପଡ଼ିଥିବା ବିଧାୟକ ପଦ ପାଇଁ ହେବ ଉପ ନିର୍ବାଚନ । ମେ ୩୧ ତାରିଖରେ ଏହି ଉପ ନିର୍ବାଚନ ହେବା ନେଇ ନିର୍ବାଚନ କମିଶନ ଘୋଷଣା କରିଛନ୍ତି । ଏହି ନିର୍ବାଚନ ପାଇଁ ମେ…
Read More...

ଆସନ୍ତାକାଲି ମିଳିବ କାଳିଆ ଟଙ୍କା

ଆସନ୍ତାକାଲି ମିଳିବ କାଳିଆ ଟଙ୍କା । ଅକ୍ଷୟ ତୃତୀୟା ଅବସରରେ ଚାଷୀଙ୍କୁ ଭେଟି ଦେବେ ରାଜ୍ୟ ସରକାର । ପ୍ରତ୍ୟେକ କାଳିଆ ହିତାଧିକାରୀଙ୍କୁ ୨ହଜାର ଟଙ୍କା ଲେଖାଏଁ ମିଳିବ । ଯାହା ସିଧାସଳଖ ହିତାଧିକାରୀଙ୍କ ଆକାଉଣ୍ଟକୁ ଯିବ…
Read More...

ପୁଣି ବଢିଲା ଏଲପିଜି ସିଲିଣ୍ଡର ଦର

ମାସ ଆରମ୍ଭରୁ ମହଙ୍ଗା ମାଡ । ଦେଶରେ ପୁଣି ବଢିଲା ଗ୍ୟାସ ଦର । ଆଜି ବ୍ୟବସାୟିକ ଏଲପିଜି ସିଲିଣ୍ଡର ପୁଣିଥରେ ମହଙ୍ଗା ହୋଇଛି । ୧୯ କିଲୋଗ୍ରାମ ବ୍ୟବସାୟିକ ଗ୍ୟାସ ସିଲିଣ୍ଡର ଦାମ୍‌ ୧୦୪ ଟଙ୍କା ବୃଦ୍ଧି ପାଇଛି । ଦର ବଢିବା…
Read More...

ବଦଳିଲା ସ୍କୁଲ ଖୋଲିବା ସମୟ, ସକାଳ ୬ ଟାରୁ ୯ଟା ଯାଏ ହେବ ପାଠପଢ଼ା

ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସ୍କୁଲ ଖୋଲିବା ଓ ପାଠପଢ଼ା ସମୟରେ ପରିବର୍ତ୍ତନ କରିଛନ୍ତି । ନୂଆ ନିର୍ଦ୍ଦେଶ ଅନୁଯାୟୀ ସ୍କୁଲଗୁଡ଼ିକ ସକାଳ ୬ଟାରୁ ୯ଟା ପର୍ଯ୍ୟନ୍ତ ଚାଲିବ । ଏ ନେଇ ସ୍କୁଲ ଓ…
Read More...

ବଢ଼ିଲା ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ

ବୃଦ୍ଧି ପାଇଲା ଅଣକୁଶଳୀ, ଅର୍ଦ୍ଧକୁଶଳୀ, କୁଶଳୀ, ଅତି କୁଶଳୀ ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ । ୮୯ଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା ସମସ୍ତ ଶ୍ରମିକଙ୍କ ସର୍ବନିମ୍ନ ଦୈନିକ ପାରିଶ୍ରମିକ ବୃଦ୍ଧି କରାଯାଇଛି । ଏନେଇ ଶ୍ରମ…
Read More...

ଦେଶର ନୂତନ ସେନା ମୁଖ୍ୟ ଭାବେ ଦାୟିତ୍ୱ ନେଲେ ଲେଫ୍ଟନାଣ୍ଟ ଜେନେରାଲ ମନୋଜ ପାଣ୍ଡେ

ଦେଶର ନୂତନ ସେନା ମୁଖ୍ୟ ଭାବରେ ଦାୟିତ୍ୱ ନେଲେ ଲେଫ୍ଟନାଣ୍ଟ ଜେନେରାଲ ମନୋଜ ପାଣ୍ଡେ । ତେବେ ସେନାମୁଖ୍ୟ ଜେନେରାଲ୍ ଏମ୍. ଏମ୍. ନରୱଣେଙ୍କ ଠାରୁ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି । ପୂର୍ବରୁ ଜେନେରାଲ୍ ପାଣ୍ଡେ ସେନାର…
Read More...

ଅଗ୍ନିଶମ ଡିଜି ଭାବେ ଦାୟିତ୍ୱ ଗ୍ରହଣ କଲେ ସନ୍ତୋଷ ଉପାଧ୍ୟାୟ

ଅଗ୍ନିଶମ ଡିଜି ଭାବେ ଦାୟିତ୍ୱ ଗ୍ରହଣ କଲେ ସନ୍ତୋଷ ଉପାଧ୍ୟାୟ । ୧୯୮୮ ବ୍ୟାଚର ଆଇପିଏସ ଅଧକାରୀ ହେଉଛନ୍ତି ସନ୍ତୋଷ ଉପାଧ୍ୟୟ। ଗତକାଲି ଅଗ୍ନିଶମ ଡିଜି ଭାବରେ ସନ୍ତୋଷ ଉପାଧ୍ୟୟଙ୍କୁ ବଦଳି କରିଥିଲେ ସରକାର। ପୂର୍ବରୁ ଅରୁଣ…
Read More...

ସ୍ଥଳସେନାର ଉପ ମୁଖ୍ୟ ହେବେ ଲେଫ୍ଟନାଣ୍ଟ ଜେନେରାଲ ବିଏସ୍‌ ରାଜୁ

ସ୍ଥଳସେନାର ଉପ ମୁଖ୍ୟ ହେବେ ଲେଫ୍ଟନାଣ୍ଟ ଜେନେରାଲ ବିଏସ୍‌ ରାଜୁ। ମେ' ୧ ତାରିଖରେ ସେ ସ୍ଥଳ ସେନାର ଉପ ମୁଖ୍ୟ ଦାୟିତ୍ୱ ନେବେ। ଆଜି ତାଙ୍କ ନିଯୁକ୍ତି ଉପରେ ମୋହର ବାଜିଛି। ବିଜାପୁର ସୈନିକ ସ୍କୁଲ ଓ ନ୍ୟାଶନାଲ ଡିଫେନ୍ସ…
Read More...

IPS ଅଫିସର ସ୍ତରରେ ବଡ ଧରଣର ଅଦଳବଦଳ

ରାଜ୍ୟ ସରକାର ଶୁକ୍ରବାର IPS ଅଫିସର ସ୍ତରରେ ଏକ ବଡ ଧରଣର ଅଦଳବଦଳ କରିଛନ୍ତି । ଯାହା ଆଶା କରାଯାଉଥିଲା ତାହା ହୋଇଛି, ବଦଳିଛନ୍ତି ଟ୍ୱିନସିଟିର DCP । କଟକ ଡିସିପି ଦାୟିତ୍ୱରେ ଥିବା ପ୍ରତୀକ ସିଂହଙ୍କୁ ଭୁବନେଶ୍ୱର DCP…
Read More...

ଆଜିଠାରୁ ଆରମ୍ଭ ହୋଇଛି ମାଟ୍ରିକ ପରୀକ୍ଷା; ସ୍ଥିତି ତଦାରଖ କଲେ ଗଣଶିକ୍ଷା ମନ୍ତ୍ରୀ

ଆଜିଠାରୁ ଆରମ୍ଭ ହୋଇଛି ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା । ସକାଳ ୮ ଟାରୁ ଆରମ୍ଭ ହୋଇଥିବା ପରୀକ୍ଷା ସକାଳ ୧୦ ଟାରେ ସରିଛି । ଗତ ଦୁଇ ବର୍ଷ ପରେ ପରୀକ୍ଷା କେନ୍ଦ୍ରରେ ବସି ପରୀକ୍ଷା ଦେଉଛନ୍ତି…
Read More...

ପ୍ରବଳ ଖରାକୁ ଦେଖି ବଦଳିଲା ମାଟ୍ରିକ ପରୀକ୍ଷା ସିଡ୍ୟୁଲ୍; କେବଳ ପ୍ରଥମ ସିଟିଂରେ ହେବ ପରୀକ୍ଷା

ହିଟ୍ ୱେଭ୍ କାରଣରୁ ବଦଳିଲା ମାଟ୍ରିକ ପରୀକ୍ଷା ସିଡ୍ୟୁଲ୍ । ଦ୍ୱିତୀୟ ସିଟିଂରେ ହେବାକୁ ଥିବା କିଛି ପରୀକ୍ଷା ପ୍ରଥମ ସିଟିଂରେ ହେବ । ଏନେଇ ବୋର୍ଡ କର୍ତ୍ତୃପକ୍ଷ ପ୍ରେସମିଟ୍ କରି ସୂଚନା ଦେଇଛନ୍ତି । ତେବେ ମଧ୍ୟମା…
Read More...

୨୦୨୪ ସୁଦ୍ଧା ରାଜ୍ୟରେ ୧୫ଟି ପ୍ରମୁଖ ଜଳସେଚନ ପ୍ରକଳ୍ପ କାର୍ଯ୍ୟକାରୀ ହେବ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ରାଜ୍ୟ ସରକାରଙ୍କ ରୂପାନ୍ତର ଶୃଙ୍ଖଳାର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି । ଆଜିର ବୈଠକରେ ଜଳସଂପଦ ବିଭାଗ ପକ୍ଷରୁ ଅତିରିକ୍ତ ମୁଖ୍ୟ ସଚିବ ଅନୁ ଗର୍ଗ ବିଭାଗର…
Read More...

ମା ସାରଳା ଙ୍କ ପୀଠ ର ବିକାଶ ପାଇଁ ମାଷ୍ଟର ପ୍ଲାନ ପ୍ରସ୍ତୁତ ହେବ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଙ୍କ ନିର୍ଦେଶ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଙ୍କ ସଚିବ (5T ) ଶ୍ରୀ ଭି କେ ପାଣ୍ଡିଆନ ଆଜି ପ୍ରତ୍ୟୁଷ ରେ ଜଗତସିଂହପୁର ର ଝଙ୍କଡ଼ ପୀଠ କୁ ଯାଇ ମା ସାରଳା ଙ୍କୁ ପୂଜାର୍ଚନା…
Read More...