Browsing Category

Bignews

ଆସନ୍ତାକାଲିଠୁ ୫ ଦିନ ସ୍କୁଲ ଛୁଟି

ରାଜ୍ୟରେ ଆସନ୍ତାକାଲିଠୁ ୫ ଦିନ ସ୍କୁଲ ଛୁଟି । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ନିଷ୍ପତ୍ତି । ସ୍କୁଲ ଛୁଟି ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ମିଳିଛି । ଆସନ୍ତା କାଲିଠାରୁ ୩୦…
Read More...

ଏଣିକି ‘ମୋ ବସ୍’ରେ ବରିଷ୍ଠ ନାଗରିକଙ୍କୁ ଦିଆଯିବ ରିହାତି

ରାଜ୍ୟରେ ବରିଷ୍ଠ ନାଗରିକଙ୍କ ପାଇଁ ଆସିଛି ଏକ ଖୁସିଖବର । ଏଣିକି 'ମୋ ବସ୍'ରେ ବରିଷ୍ଠ ନାଗରିକଙ୍କୁ ଦିଆଯିବ ରିହାତି । ସେମାନଙ୍କ ପାଇଁ ୫୦% ଭଡ଼ା ଛାଡ଼ ହୋଇଛି । ବରିଷ୍ଠ ନାଗରିକଙ୍କ ପାଇଁ ସିଟ୍ ସଂରକ୍ଷିତ ରହିବ । ତେବେ…
Read More...

ରାଜ୍ୟରେ ନିରବଚ୍ଛିନ୍ନ ବିଦ୍ୟୁତ୍‌ ଯୋଗାଣ ଜାରି ରଖ

ରାଜ୍ୟରେ ଅସହ୍ୟ ଗରମ ସାଙ୍ଗକୁ ବିଦୂତ କାଟ | ବୋଝ ଉପରେ ଲଳିତା ବିଡା ସଦୃଶ୍ୟ | ତେବେ ଏହାରି ମଧ୍ୟରେ ବିଦୂତ କାଟ ନ କରିବା ପାଇଁ ଏଥିସହ ‘ରାଜ୍ୟରେ ନିରବଚ୍ଛିନ୍ନ ବିଦ୍ୟୁତ୍‌ ଯୋଗାଣ ପାଇଁ ମୁଖ୍ୟ ଶାସନ ସଚିବ ସୁରେଶ…
Read More...

ନବନିର୍ବାଚିତ ମେୟର ଓ ପୌରାଧକ୍ଷଙ୍କୁ ଗୁରୁମନ୍ତ୍ର ଦେଲେ ମୁଖ୍ୟମନ୍ତ୍ରୀ

ନିଜ ନିଜ ସହରକୁ ଶ୍ରେଷ୍ଠ କରିବା ପାଇଁ ନେତୃତ୍ୱ ନେଇ ନିଷ୍ଠାର ସହ କାମ କର। ଲୋକଙ୍କ ସାଥିରେ ରୁହ ସେମାନଙ୍କ ସମସ୍ୟା ସମାଧାନ ପାଇଁ ନିଷ୍ଠାର ସହ କାମ କର। ଆଜି ଲୋକସେବା ଭବନରେ ନବନିର୍ବାଚିତ ମେୟର ଓ ପୌରାଧକ୍ଷ ମାନଙ୍କ…
Read More...

ଚାଲିଗଲେ ବିଶିଷ୍ଟ ସାହିତ୍ୟିକା ପଦ୍ମଶ୍ରୀ ବୀଣାପାଣି ମହାନ୍ତି

୮୫ ବର୍ଷ ବୟସରେ ଆଖି ବୁଜିଲେ ବିଶିଷ୍ଟ ସାହିତ୍ୟିକା ପଦ୍ମଶ୍ରୀ ବୀଣାପାଣି ମହାନ୍ତି । ସେ ପଦ୍ମଶ୍ରୀ ସହ ଅତିବଡ଼ି ଜଗନ୍ନାଥ ଦାସ ସମ୍ମାନ, ସାହିତ୍ୟ ଏକାଡେମୀ ଓ ଶାରଳା ସମ୍ମାନରେ ସମ୍ମାନିତ ହୋଇଥିଲେ। ପାଟଦେଈ, କସ୍ତୁରୀ ମୃଗ…
Read More...

ବଦଳିବ କ୍ୟାପିଟାଲ ହସ୍ପିଟାଲର ଚିତ୍ର; ପ୍ରତିଷ୍ଠା ହେବ କ୍ୟାନସର କେୟାର ସେଣ୍ଟର

କ୍ୟାପିଟାଲ ହସ୍ପିଟାଲରେ ରୋଗୀଙ୍କୁ ମିଳିବ ଅତ୍ୟାଧୁନିକ ଚିକିତ୍ସା ସେବା । ପ୍ରତିଷ୍ଠା ହେବ କ୍ୟାନସର କେୟାର ସେଣ୍ଟର ଓ ଆପେକ୍ସ ନିଦାନ କେନ୍ଦ୍ର । ଏଥିପାଇଁ ସ୍ଥାନ ଚିହ୍ନଟ ହୋଇସାରିଥିବା ବେଳେ ମିଳିଲା ୭୦କୋଟି ଟଙ୍କାର…
Read More...

ଆଦିବାସୀ ମେଳା- ୨୦୨୨କୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଆରମ୍ଭ ହେଲା ଆଦିବାସୀ ମେଳା- ୨୦୨୨ ଓ ଜାତୀୟ ଜନଜାତି କଳା ଓ କଳା ସାମଗ୍ରୀ ପ୍ରଦର୍ଶନୀ। ୟୁନିଟ୍-୩ ଇଡ୍‌କୋ ପ୍ରଦର୍ଶନୀ ପଡ଼ିଆରେ ଆଦିବାସୀ ଲୋକକଳା, ପରମ୍ପରା ଓ ସଂସ୍କୃତି ଝଲସୁଥିବା ଏହାକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ…
Read More...

ଏଣିକି ପଶ୍ଚିମ ଦ୍ୱାର ଦେଇ ଶ୍ରୀମନ୍ଦିର ଭିତରକୁ ଯାଇପାରିବେ ଭକ୍ତ

ସହଜ ହେବ ଶ୍ରୀମନ୍ଦିର ପ୍ରବେଶ ଓ ଜଗା ଦର୍ଶନ । ଏଣିକି ପଶ୍ଚିମ ଦ୍ୱାର ଦେଇ ଶ୍ରୀମନ୍ଦିର ଭିତରକୁ ଯାଇପାରିବେ ଭକ୍ତ । ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଏହି ବଡ଼ ନିଷ୍ପତ୍ତି ନିଆଯାଇଛି । ସମସ୍ତ ଶ୍ରଦ୍ଧାଳୁଙ୍କ ପାଇଁ…
Read More...

ମା’ କଟକ ଚଣ୍ଡୀ ମନ୍ଦିର ପାଇବ ନୂଆ ରୂପ, ୭ଦିନ ଭିତରେ ସୌନ୍ଦର୍ଯ୍ୟୀକରଣ ଯୋଜନା ପ୍ରସ୍ତୁତ ହେବ: ଭି.କେ. ପାଣ୍ଡିଆନ

ମା’ କଟକ ଚଣ୍ଡୀ ମନ୍ଦିର ପାଇବ ନୂଆ ରୂପ । ଏକ ସପ୍ତାହ ମଧ୍ୟରେ ପରିପାର୍ଶ୍ଵିକ ବିକାଶ ଓ ସୌନ୍ଦର୍ଯ୍ୟୀକରଣ ଯୋଜନା ପ୍ରସ୍ତୁତ ହେବାକୁ ଯାଉଛି । ତେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଆଜି ସକାଳେ ୫ଟି…
Read More...

ରାଜ୍ୟ ସରକାରଙ୍କୁ ଓଡ଼ିଶା କ୍ଷଦ୍ରଶିଳ୍ପ ନିଗମର ୧ କୋଟି ୪୦ ଲକ୍ଷ ଟଙ୍କା ଲାଭାଂଶ ପ୍ରଦାନ

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ, ଓଡ଼ିଶାରାଜ୍ୟ ସରକାରଙ୍କୁ ଓଡ଼ିଶା କ୍ଷଦ୍ରଶିଳ୍ପ ନିଗମର ୧ କୋଟି ୪୦ ଲକ୍ଷ ଟଙ୍କା ଲାଭାଂଶ ପ୍ରଦାଭୁବନେଶ୍ବର : ଓଡିଶା କ୍ଷଦ୍ରଶିଳ୍ପ ନିଗମ ପକ୍ଷରୁ ରାଜ୍ୟ ସରକାରଙ୍କୁ ୨୦୧୮-୧୯…
Read More...

୨୮ଟି ସ୍ଥାୟୀ ପୋଲିସ ଆଉଟପୋଷ୍ଟ ପାଇଁ ୧୯୬ଟି ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ପୋଲିସରେ ୨୮ଟି ସ୍ଥାୟୀ ପୋଲିସ ଆଉଟପୋଷ୍ଟ ପାଇଁ ୨୮ଟି ସବଇନ୍ସପେକ୍ଟର ଓ ୧୬୮ଟି କନେଷ୍ଟବଳ ପଦବୀ ମଞ୍ଜୁର କରିଛନ୍ତି। ପୋଲିସ ବିଭାଗର ଅନ୍ୟାନ୍ୟ ପଦବୀ ଗୁଡିକର ପୁନଃ-ବଣ୍ଟନ ଦ୍ବାରା ଏହି…
Read More...

କମିଶନରେଟ ପୋଲିସରେ ବଡ଼ ଧରଣର ଅଦଳବଦଳ

କମିଶନରେଟ ପୋଲିସରେ ବଡ଼ ଧରଣର ଅଦଳବଦଳ । ଏସିପି, ଇନ୍ସପେକ୍ଟର, SI ସ୍ତରରେ ଅଦଳବଦଳ । ଜଣେ ଏସିପି, ୭ ଇନ୍ସପେକ୍ଟର ଏବଂ ୩୦ ସବ୍ଇନ୍ସପେକ୍ଟରଙ୍କୁ ବଦଳି କରିଛନ୍ତି ରାଜ୍ୟ ସରକାର । କଟକ ଡିଆଇବି ଏସିପି ଥିବା ସତ୍ୟରଂଜନ…
Read More...

ବଢିଲା ଓମ୍‌ଫେଡ୍ କ୍ଷୀର ଦର

ରାଜ୍ୟରେ ବଢିବ ପ୍ୟାକେଟ କ୍ଷୀର ଦର। ଓମ୍‌ଫେଡ୍ କ୍ଷୀର ଦର ଲିଟର ପିଛା ଦୁଇ ଟଙ୍କା ବୃଦ୍ଧି ପାଇବ ବୋଲି ସୂଚନା ମିଳିଛି। ଏପ୍ରିଲ୍‌ ୨୧ ତାରିଖରୁ ଏହି ନୂଆ ଦର ଲାଗୁ ହେବ। ଶେଷ ଥର ପାଇଁ ୨୦୨୦ରେ ଓମ୍‌ଫେଡ୍‌ କ୍ଷୀର ଦର ଲିଟର…
Read More...

ରାଜ୍ୟ ସରକାରଙ୍କ ନିଷ୍ପତ୍ତି:କେନ୍ଦୁପତ୍ର ସଂଗ୍ରହ ମୂଲ୍ୟ ରେ ବୃଦ୍ଧି 

ଭୁବନେଶ୍ୱର : ରାଜ୍ୟର ଲକ୍ଷ ଲକ୍ଷ କେନ୍ଦୁପତ୍ର ତୋଳାଳୀଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କେନ୍ଦୁପତ୍ରର ସଂଗ୍ରହ ମୂଲ୍ୟ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏହି ନିଷ୍ପତ୍ତି ଅନୁଯାୟୀ ୨୦୨୨…
Read More...