Browsing Category

Bignews

ନୂତନ ସ୍ଥଳ ସେନା ମୁଖ୍ୟ ହେଲେ ଲେଫ୍ଟନେଣ୍ଟ ଜେନେରାଲ ମନୋଜ ପାଣ୍ଡେ

ନୂଆ ସ୍ଥଳ ସେନା ମୁଖ୍ୟ ନିଯୁକ୍ତ କଲେ କେନ୍ଦ୍ର ସରକାର । ଲେଫ୍ଟନେଣ୍ଟ ଜେନେରାଲ ମନୋଜ ପାଣ୍ଡେ ହେବେ ପରବର୍ତ୍ତୀ ସ୍ଥଳ ସେନା ମୁଖ୍ୟ । ପ୍ରଥମ ଇଞ୍ଜିନିୟର ଭାବେ ସ୍ଥଳସେନା ମୁଖ୍ୟ ହେବେ ମନୋଜ ପାଣ୍ଡେ ଦାୟିତ୍ୱ ଗ୍ରହଣ କରିବେ…
Read More...

ବଦଳିଲା ବ୍ୟାଙ୍କ ଖୋଲିବାର ସମୟ

ବ୍ୟାଙ୍କ ଗ୍ରାହକମାନଙ୍କ ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ ତରଫରୁ ଏକ ଖୁସି ଖବର ଆସିଛି । ଏବେ ବ୍ୟାଙ୍କ ଗ୍ରାହକମାନେ ନିଜର ବ୍ୟାଙ୍କ କାମ ତୁଟାଇବାକୁ ଆହୁରି ଅଧିକ ୧ ଘଂଟା ସମୟ ପାଇବେ । ଭାରତୀୟ ରିଜର୍ଭ ବ୍ୟାଙ୍କ ତରଫରୁ…
Read More...

ରାଜ୍ୟରେ ପୁଣି ବଢ଼ିଲା ଯାତ୍ରୀବାହୀ ବସ୍‌ ଭଡ଼ା

ରାଜ୍ୟରେ ପୁଣି ବଢ଼ିଲା ଯାତ୍ରୀବାହୀ ବସ୍‌ ଭଡ଼ା। ଅଟୋମେଟିକ ମେକାନିଜିମ ଆଧାରରେ ବଢ଼ିଲା ବସ୍‌ ଭଡ଼ା ବଢ଼ିଛି। ସାଧାରଣ ଓ ଏକ୍ସପ୍ରେସ ବସ୍‌ ଭଡ଼ା କିଲୋମିଟର ପିଛା ୨ ପଇସା ବୃଦ୍ଧି ପାଇଛି। ବସ୍‌ ଭଡ଼ା ବୃଦ୍ଧି ନେଇ ରାଜ୍ୟ…
Read More...

ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ; ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲେ ମୁଖ୍ୟମନ୍ତ୍ରୀ

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲେ ମୁଖ୍ୟମନ୍ତ୍ରୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବିଧାନସଭା ପରିସରରେ ଥିବା ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ…
Read More...

ଡିଏନ ୱିଶଡମ ଟ୍ରି ଗ୍ଲୋବାଲ ସ୍କୁଲ୍ ଉଦଘାଟନ୍ କଲେ ମୁଖ୍ୟମନ୍ତ୍ରୀ

ଡିଏନ ୱିଶଡମ ଟ୍ରି ଗ୍ଲୋବାଲ ସ୍କୁଲ୍ ଉଦଘାଟନ୍ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ୱର ଚନ୍ଦକା ସ୍ଥିତ ସୁନ୍ଦରପୁରଠାରେ ସ୍କୁଲର ନୂଆ କ୍ୟାମ୍ପସର ଉଦଘାଟନ ସହ ଛାତ୍ରଛାତ୍ରୀଙ୍କ ସହ ଭାବ ବିନିମୟ କରିଛନ୍ତି…
Read More...

ଏଣିକି ୧୦୦% ସିଲାବସ୍‌ରେ ହେବ ପାଠପଢ଼ା

ଏଣିକି ୧୦୦% ସିଲାବସ୍‌ରେ ହେବ ପାଠପଢ଼ା। ମେ' ପହିଲାରୁ ନୂତନ ଶିକ୍ଷାବର୍ଷ ଆରମ୍ଭ ହେବ। ନୂଆ ଶିକ୍ଷାବର୍ଷରୁ ନବମ ଓ ଦଶମ ଶ୍ରେଣୀ ପାଇଁ ପ୍ରାକ୍ଟିକାଲ ପରୀକ୍ଷା ହେବ। ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା…
Read More...

ଏଥର ସ୍କୁଲ ପିଲାଙ୍କୁ ମିଳିବ ମାତ୍ର ୧୦ ଦିନର ଖରା ଛୁଟି

ଏଥର ସ୍କୁଲ ପିଲାଙ୍କୁ ମିଳିବ ମାତ୍ର ୧୦ ଦିନର ଖରା ଛୁଟି । ଜୁନ୍ ୬ ତାରିଖରୁ ଜୁନ୍ ୧୬ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମକାଳୀନ ଛୁଟି ପ୍ରଦାନ କରାଯିବ । କରେନା ମହାମାରୀ ଯୋଗୁ ଦୁଇ ବର୍ଷ ପାଠପଢାରେ ହୋଇଥିବା ବ୍ୟାଘାତକୁ ଦୂର…
Read More...

ପୁରୁଷ ହକି ଓ୍ବାର୍ଲ୍ଡ କପ୍ ୨୦୨୩ର ଲୋଗୋ ଉନ୍ମୋଚିତ କଲେ ମୁଖ୍ୟମନ୍ତ୍ରୀ

୨୦୨୩ରେ ଓଡ଼ିଶାରେ ହେବ ହକି ଓ୍ବାର୍ଲ୍ଡ କପ୍ । ଏଥିପାଇଁ ପୁରୁଷ ହକି ଓ୍ବାର୍ଲ୍ଡ କପ୍ ୨୦୨୩ ର ଲୋଗୋ ଉନ୍ମୋଚିତ ହୋଇଛି । କଳିଙ୍ଗ ଷ୍ଟାଡିୟମରେ ଲୋଗୋ ଉନ୍ମୋଚିତ କରିଛନ୍ତି ମୁଖ୍ୟମନ୍ତ୍ରୀ । ୨୦୨୩ ଜାନୁଆରୀ ୧୩ରୁ…
Read More...

କଣ୍ଟିଲୋ ନୀଳମାଧଵ ପୀଠ ପରିଦର୍ଶନ କଲେ 5T ସଚିବ ଭି କେ ପାଣ୍ଡିଆନ; ଖୁବ ଶୀଘ୍ର ହେବ ମାଷ୍ଟର ପ୍ଲାନ ପ୍ରସ୍ତୁତ

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦେଶ କ୍ରମେ 5T ସଚିବ ଶ୍ରୀ ଭି କେ ପାଣ୍ଡିଆନ ଆଜି କଣ୍ଟିଲୋ ନୀଳମାଧଵ ପୀଠ ପରିଦର୍ଶନରେ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବା ସହ ପୀଠର ଉନ୍ନତି ସମ୍ପର୍କରେ ସ୍ଥାନୀୟ ଲୋକ ଓ…
Read More...

ଓଡିଶା ଷ୍ଟାଫ୍ ସିଲେକ୍ସନ୍ କମିଶନର ଅଧ୍ୟକ୍ଷ ହେଲେ ପୂର୍ବତନ ପୋଲିସ ଡିଜି ଅଭୟ

ଓଡ଼ିଶା ଷ୍ଟାଫ ସିଲେକ୍ସନ କମିଶନର-OSSCର ଅଧ୍ୟକ୍ଷ ଭାବେ ଦାୟିତ୍ୱ ନେଲେ ପୂର୍ବତନ ପୋଲିସ ଡିଜି ଅଭୟ । ଦାୟିତ୍ୱ ଗ୍ରହଣଠୁ ୫ ବର୍ଷ କିମ୍ବା ତାଙ୍କୁ ୬୨ ବର୍ଷ ବୟସ ହେବା ପର୍ଯ୍ୟନ୍ତ ସେ ଦାୟିତ୍ୱରେ ରହିବେ। ନିଯୁକ୍ତି…
Read More...

ବଦଳିବ ସ୍କୁଲ ସମୟ

ଏପ୍ରିଲ ବଦଳରେ ମେ' ମାସଠାରୁ ଛାତ୍ରଛାତ୍ରୀଙ୍କ ପାଇଁ ନୂଆ ଶିକ୍ଷାବର୍ଷ ଆରମ୍ଭ ହେବ । ଗ୍ରୀଷ୍ମ ଛୁଟି ମଧ୍ୟ ହ୍ରାସ କରାଯିବ । ପ୍ରତିବର୍ଷ ମେ' ୬ରୁ ଜୁନ୍‌ ୧୭ ପର୍ଯ୍ୟନ୍ତ ସ୍କୁଲଗୁଡିକରେ ଗ୍ରୀଷ୍ମ ଛୁଟି ହେଉଥିଲା ।…
Read More...

ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି; ଏଥର ଅକ୍ଷୟ ତୃତୀୟା ଓ ଚନ୍ଦନ ଯାତ୍ରାରେ ସାମିଲ ହେବେ ଭକ୍ତ

ଜଗନ୍ନାଥ ପ୍ରେମୀ ଓ ଭକ୍ତଙ୍କ ପାଇଁ ଖୁସି ଖବର। ଆସନ୍ତା ମେ ମାସ ତିନି ତାରିଖରେ ଅନୁଷ୍ଠିତ ହେବାକୁ ଥିବା ଅକ୍ଷୟ ତୃତୀୟା ଓ ଚନ୍ଦନ ଯାତ୍ରାରେ ସାମିଲ ହେବେ ଭକ୍ତ। ଗତ ଦୁଇବର୍ଷ ଧରି କୋଭିଡ କଟକଣା ଯୋଗୁ ଭକ୍ତ ମାନେ ଏହି…
Read More...

ଏଣିକି ଦୁଇଟି ରେଗୁଲାର ଡିଗ୍ରି କୋର୍ସ କରିପାରିବେ ଛାତ୍ରଛାତ୍ରୀ

ଏଣିକି ଦୁଇଟି ରେଗୁଲାର ଡିଗ୍ରି କୋର୍ସ କରିପାରିବେ ଛାତ୍ରଛାତ୍ରୀ । ଏଣିକି ଫିଜିକାଲ ମୋଡରେ ଛାତ୍ରଛାତ୍ରୀମାନଙ୍କୁ ଏକକାଳୀନ ଦୁଇଟି ପୂର୍ଣ୍ଣକାଳୀନ ଡିଗ୍ରି କୋର୍ସ କରିବାକୁ ଅନୁମତି ଦେବାକୁ ବିଶ୍ୱବିଦ୍ୟାଳୟ ଅନୁଦାନ…
Read More...

ଶ୍ରୀ ଜଗନ୍ନାଥ ମେଡିକାଲ କଲେଜ ଏବଂ ହସ୍ପିଟାଲ୍କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ପୁରୀରେ ଉଦଘାଟିତ ହେଲା ବହୁ ପ୍ରତୀକ୍ଷିତ ଶ୍ରୀ ଜଗନ୍ନାଥ ମେଡିକାଲ କଲେଜ ଏବଂ ହସ୍ପିଟାଲ୍। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମେଡିକାଲ କଲେଜକୁ ଉଦଘାଟନ କରିଛନ୍ତି। ଏହି ଅବସରରେ…
Read More...