Browsing Category

Bignews

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନାରେ ସାମିଲ ହେଲା କଟକ ଓ ଖୋର୍ଦ୍ଧା ଜିଲ୍ଲା

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। କଟକର ୧୮ ଲକ୍ଷ ଲୋକ ଏହି ସୁବିଧା…
Read More...

କୋଟିଆ, ପୋଲାଭରମ, ନେରେଡି, ଝଞ୍ଜାବତୀ ପ୍ରସଙ୍ଗ ଉପରେ ନବୀନ ଓ ଜଗନଙ୍କ ମଧ୍ୟରେ ଆଲୋଚନା

ଭୁବନେଶ୍ଵର  : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ଆନ୍ଧ୍ର ପ୍ରଦେଶର ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ। ମଙ୍ଗଳବାର ଲୋକସେବା ଭବନରେ ଆୟୋଜିତ ବୈଠକରେ ଉଭୟ ରାଜ୍ୟ ମଧ୍ୟରେ ଥିବା ବିଭିନ୍ନ ସସମ୍ୟା ନେଇ ଦୁଇ…
Read More...

ଫେରିଲା ନାଇଟ କର୍ଫୁ : ଓଡ଼ିଶାର ସହରାଞ୍ଚଳରେ ରାତି ୧୦ରୁ ସକାଳ ୫ଟା ନାଇଟ୍ କର୍ଫ୍ୟୁ

ଭୁବନେଶ୍ଵର : ରାଜ୍ୟରେ କରୋନାଗ୍ରାଫ କମିବାରେ ଲାଗିଛି। ଏହା ମଧ୍ୟରେ ରବିବାର ରାଜ୍ୟ ସରକାରଙ୍କ ପକ୍ଷରୁ ନଭେମ୍ବର ମାସର ଗାଇଡଲାଇନ୍ ଜାରି କରାଯାଇଛି। ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ରିଲିଫ କମିସନର ନଭେମ୍ବର ମାସ…
Read More...

ଆରମ୍ଭ ହେବ ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ

ଭୁବନେଶ୍ୱର: ପଞ୍ଚାୟତ ଭୋଟ୍ ପାଇଁ ପ୍ରସ୍ତୁତି । ଆରମ୍ଭ ହେବ ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା । ଏ ନେଇ ପ୍ରେମସିଟରେ ବିସ୍ତୃତ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର…
Read More...

୧୯୭୧ ଯୁଦ୍ଧ ବୀର ଯବାନଙ୍କ ଘରେ ବିଜୟ ମଶାଲ ସ୍ୱାଗତ ସଂବର୍ଦ୍ଧନା

ଭୁବନେଶ୍ୱର :  ୧୯୭୧ ମସିହାରେ ସଂଘଠିତ ପାକିସ୍ତାନ ଉପରେ ଭାରତର ବିଜୟ ଲାଭର ୫୦ ବର୍ଷ ପୂର୍ତି ପାଳନ ଉପଲକ୍ଷେ ଗତକାଲି ଭୁବନେଶ୍ୱରରେ ପହଁଚିଥିବା ସ୍ୱର୍ଣ୍ଣିମ ବିଜୟ ମଶାଲ ଆଜି ସକାଳେ ଏହି ଯୁଦ୍ଧରେ ଅଂଶଗ୍ରହଣ କରିଥିବା ବୀର…
Read More...

ବିଏସ୍‌କେୱାଇ କାର୍ଡ ହେଉଛି ବିପଦ ସମୟରେ ପ୍ରକୃତ ବନ୍ଧୁ- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଓଡ଼ିଶାରେ ସ୍ୱାସ୍ଥ୍ୟସେବାର ‘ସ୍ମାର୍ଟ’ମହାବିପ୍ଲବରେ ଯୋଡି ହୋଇଛି ମୟୁରଭଞ୍ଜ । ମୟୂରଭଞ୍ଜରେ BSKYର ସ୍ମାର୍ଟ କାର୍ଡ ବଣ୍ଟନ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନିଜ ହାତରେ ମୁଖ୍ୟମନ୍ତ୍ରୀ…
Read More...

ଦେବଗଡ ଜିଲ୍ଲା ପାଇଁ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଦେବଗଡ ଜିଲ୍ଲା ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ୨ ଲକ୍ଷ ୭୦ ହଜାର ଲୋକ ଏହି ସୁବିଧା…
Read More...

ସରକାରୀ କର୍ମଚାରୀଙ୍କୁ ରାଜ୍ୟ ସରକାରଙ୍କ ପୂଜା ଭେଟି : ୧୧ ପ୍ରତିଶତ ବଢିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର : ସରକାରୀ କର୍ମଚାରୀଙ୍କୁ ରାଜ୍ୟ ସରକାରଙ୍କ ପୂଜା ଭେଟି । ମହଙ୍ଗା ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର । ୧୧ ପ୍ରତିଶତର ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ଜୁଲାଇ ୨୧ରୁ ପିଛଲା ଭାବେ ଲାଗୁ ହେବ…
Read More...

ମୋ ସରକାର ଜରିଆରେ ଓଡିଶାରେ ଏକ ସର୍ବଜନ ହିତକାରୀ ସମାଜ(Inclusive Society) ଗଠନକୁ ଆମେ ସୁନିଶ୍ଚିତ କରିବୁ –…

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ ମୋ ସରକାରର ଅଗ୍ରଗତି ସଂପର୍କରେ ସମୀକ୍ଷା କରି ବିଭାଗୀୟ ଅଧିକାରୀମାନଙ୍କୁ ଏ କ୍ଷେତ୍ରରେ ଆହୁରି କ୍ରିୟାଶୀଳ ହୋଇ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଛନ୍ତି…
Read More...

ଓଡ଼ିଶା ସ୍ବାସ୍ଥ୍ୟ ସେବାକୁ ନୀତି ଆୟୋଗର ପ୍ରଶଂସା

ଭୁବନେଶ୍ୱର: ରାଜ୍ୟର ସ୍ବାସ୍ଥ୍ୟ ସେବାକୁ ପ୍ରଶଂସା କରିଛି ନୀତି ଆୟୋଗ ।  ଓଡ଼ିଶାରେ ମିଳୁଛି ଉନ୍ନତମାନର ଚିକିତ୍ସା ସୁବିଧା । ଡାକ୍ତରଖାନାରେ ରୋଗୀ ଓ ସମ୍ପର୍କୀୟଙ୍କୁ ଚିକିତ୍ସା ସାଙ୍ଗକୁ ଭଲ ବ୍ୟବହାର ମଧ୍ୟ କରାଯାଉଛି ।…
Read More...

କଳିଙ୍ଗ ଷ୍ଟାଡିୟମରେ ହେବ ଜୁନିୟର ପୁରୁଷ ବିଶ୍ୱକପ ହକି : ଲୋଗୋ ଓ ଟ୍ରଫି ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ଓଡିଶାରେ ଖେଳାଯିବ ଜୁନିୟର ହକି ବିଶ୍ୱକପ । ଲୋକସେବା ଭବନରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଘୋଷଣା କରିଛନ୍ତି । ନଭେମ୍ବର ୨୪ରୁ ଡିସେମ୍ବର ୫ ପର୍ଯ୍ୟନ୍ତ…
Read More...

ରାଜ୍ୟରେ ୨ କୋଟିରୁ ଅଧିକ ଲୋକ ନେଲେଣି କୋଭିଡ୍ ପ୍ରଥମ ଡୋଜ୍ ଟିକା

ଭୁବନେଶ୍ୱର: ରାଜ୍ୟରେ ଟିକାକରଣରେ ରେକର୍ଡ ।  ଜାନୁଆରୀ ୧୬ରୁ ଦେଶବ୍ୟାପୀ ଟିକାକରଣ ଜାରି ରହିଛି । ରାଜ୍ୟରେ ଟିକାକରଣ ଜାରି ରହିଛି । ଏବେ ସୁଦ୍ଧା ୨ କୋଟିରୁ ଅଧିକ ପ୍ରଥମ କୋଭିଡ୍ ଟିକା ନେଇଥିବା ସ୍ୱାସ୍ଥ୍ୟ ବିଭାଗ ଟ୍ୱିଟ୍…
Read More...