Browsing Category

Bignews

ସେପ୍ଟେମ୍ବର ପହିଲାରୁ ବିଧାନସଭା ମୌସୁମି ଅଧିବେଶନ

ଭୁବନେଶ୍ଵର  : କରୋନା କାଳରେ ବିଧାନସଭା ମୌସୁମି ଅଧିବେଶନ ହେବାକୁ ଯାଉଛି। ସେପ୍ଟେମ୍ବର ୧ରୁ ଆରମ୍ଭ ହେବ ମୌସୁମି ଅଧିବେଶନ। ଏହା ସେପ୍ଟେମ୍ବର ୯ ତାରିଖ ପର୍ଯ୍ୟନ୍ତ ଚାଲିବ। ଅଧିବେଶନ ସମୟରେ ପୂରା କୋଭିଡ୍ ଗାଇଡ୍‌ଲାଇନ୍‌…
Read More...

ନବୀନଙ୍କ ଐତିହାସିକ ନିଷ୍ପତ୍ତି : ପଞ୍ଚାୟତ ନିର୍ବାଚନରେ ପଛୁଆବର୍ଗଙ୍କୁ ୨୭% ଆସନ

ଭୁବନେଶ୍ୱର, : ବିଜୁ ଜନତା ଦଳର ସଭାପତି ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ପଞ୍ଚାୟତିରାଜ ସଂସ୍ଥାର ଆଗାମୀ ତ୍ରିସ୍ତରୀୟ ନିର୍ବାଚନରେ ପଛୁଆ ବର୍ଗଙ୍କ ପାଇଁ ଅତି କମ୍‌ରେ ୨୭% ଦଳୀୟ ପ୍ରାର୍ଥୀ ଘୋଷଣା କରିବାକୁ…
Read More...

ଦିଗପହଣ୍ଡିରେ ତୁଳା ଜିନିଙ୍ଗ ମିଲ୍‌ ଓ ବସ୍‌ ଟର୍ମିନାଲ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର :  ଛୋଟ ଛୋଟ ସହରର ବିକାଶ ଉପରେ ଅଧିକ ଗୁରୁତ୍ବ ଦିଆଯାଉଛି ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଆଜି ଦିଗପହଣ୍ଡି ଠାରେ ଏକ Cotton Ginning & Pressing Mill ଏବଂ ଏକ ନୂଆ ବସ୍‌…
Read More...

ଟୋକିଓ ଅଲିମ୍ପିକ୍ସର ଓଡ଼ିଆ ହକି ଖେଳାଳିଙ୍କୁ କଳିଙ୍ଗ ଷ୍ଟାଡିୟମରେ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସମ୍ବର୍ଦ୍ଧନା

ଭୁବନେଶ୍ୱର: ଟୋକିଓ ଅଲିମ୍ପିକ୍ସରେ ଅଂଶ ଗ୍ରହଣ କରିଥିବା ୪ ହକି ଖେଳାଳୀଙ୍କୁ ଭୁବନେଶ୍ବରରେ ସ୍ବତନ୍ତ୍ର ସମ୍ବର୍ଦ୍ଧନା । କଳିଙ୍ଗ ଷ୍ଟାଡିୟମରେ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୁରୁଷ ହକି ଖେଳାଳି…
Read More...

ଆସନ୍ତା ୧୨ରୁ ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ

ଭୁବନେଶ୍ୱର: ଆସନ୍ତା ୧୨ ତାରିଖରୁ ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ ଆରମ୍ଭ ହେବ। SAMS ପୋର୍ଟାଲରେ ନାମଲେଖା ପାଇଁ ଛାତ୍ରଛାତ୍ରୀ ଆବେଦନ କରିବେ। ଚଳିତ ବର୍ଷ ଯୁକ୍ତ ୨ରେ ମୋଟ ୫୪ ହଜାର ୯୦୦ଟି ସିଟ୍‌ ବୃଦ୍ଧି କରାଯାଇଛି।…
Read More...

୧୦୦ ବର୍ଷ ପ୍ରତୀକ୍ଷାର ଅନ୍ତ : ଅଲିମ୍ପିକ୍ସରେ ଜାଭେଲିନ ଫିଙ୍ଗାରେ ନୀରଜ ଚୋପ୍ରା ସ୍ଵର୍ଣ୍ଣ ପଦକ ଜିତି ଇତିହାସ…

ନୂଆଦିଲ୍ଲୀ  : ୧୦୦ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟିଲା।  ଜାଭେଲିନ ଫିଙ୍ଗାରେ ନୀରଜ ଚୋପ୍ରା ଶନିବାର ସ୍ଵର୍ଣ୍ଣ ପଦକ ଜିତି ଇତିହାସ ରଚିଛନ୍ତି। ପ୍ରଥମ ଆଥଲେଟ୍ ଭାବେ ଫିଲ୍ଡ ଆଣ୍ଡ ଟ୍ରାକରେ ଅଲିମ୍ପିକ୍ସ ଇତିହାସରେ ନୀରଜ ଭାରତ…
Read More...

ମୁଖ୍ୟ ଶାସନ ସଚିବ ଓ ୫-ଟି ସଚିବଙ୍କ ସୁନ୍ଦରଗଡ ଗସ୍ତ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ୍, ଜାତୀୟ ସ୍ବାସ୍ଥ୍ୟ ମିଶନର…
Read More...

ଦୁଗ୍ଧ ଚାଷୀଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର କୋଭିଡ ସହାୟତା :୧ ଲକ୍ଷ ଚାଷୀ ପାଇଲେ ୧୧ କୋଟି ଟଙ୍କାର…

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ଦୁଗ୍‌ଧ ଚାଷୀ ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିଛନ୍ତି। ଏହାଦ୍ବାରା ଏକ ଲକ୍ଷ ଦୁଗ୍‌ଧ ଚାଷୀ ୬୦୦୦ ଟଙ୍କା ପର୍ଯ୍ୟନ୍ତ…
Read More...

ତୃତୀୟ ଲହର ସଂପର୍କରେ ସତର୍କତା : ନିୟମ ପାଳନରେ ହେଳା କଲେ ପୁଣି ଥରେ ଲକ୍କଡାଉନ ଲାଗୁ ହେବ -ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର :  ତୃତୀୟ ଲହର ସଂପର୍କରେ ବୈଜ୍ଞାନିକ ଓ ବିଶେଷଜ୍ଞମାନେ ସତର୍କ କରିସାରିଲେଣି । ବିଶ୍ବର ବିଭିନ୍ନ ସ୍ଥାନରେ ତୃତୀୟ ଲହର ଭୟଙ୍କର ହେବାରେ ଲାଗିଛି। ତେଣୁ ଏପରି ପରିସ୍ଥିତିରେ କୋଭିଡ ନିୟମ ପାଳନରେ କୌଣସି ଢିଲା…
Read More...

ଅଲମ୍ପିକ୍ସରେ ପ୍ରଥମ ଥର ପାଇଁ ସେମିଫାଇନାଲରେ ପହଞ୍ଚିଛି ଭାରତୀୟ ମହିଳା ହକି ଟିମ୍ : ଟିମ୍‌ କୁ ବେଷ୍ଟ ଅଫ୍‌ ଲକ୍‌…

ଭୁବନେଶ୍ୱର: ଟୋକିଓ ଅଲମ୍ପିକ୍ସରେ ପ୍ରଥମ ଥର ପାଇଁ ସେମିଫାଇନାଲରେ ପହଞ୍ଚିଛି ଭାରତୀୟ ମହିଳା ହକି ଟିମ୍। ଏଥିପାଇଁ ଟ୍ୱିଟ କରି ଭାରତୀୟ ମହିଳା ହକି ଦଳର ବିଜୟରେ ଖୁସି ପ୍ରକଟ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।…
Read More...

ଅବସରପ୍ରାପ୍ତ ଆଇଏଏସ୍ ଉପେନ୍ଦ୍ର ତ୍ରିପାଠୀ ଆଦର୍ଶ ବିଦ୍ୟାଳୟ ସଂଗଠନର ଉପଦେଷ୍ଟା ତଥା ପରିଚାଳନା କମିଟିର ଅଧ୍ୟକ୍ଷ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଦର୍ଶ ବିଦ୍ୟାଳୟ ସଂଗଠନର ଉପଦେଷ୍ଟା ତଥା ପରିଚାଳନା କମିଟିର ଅଧ୍ୟକ୍ଷ ଭାବେ ଅବସରପ୍ରାପ୍ତ ଆଇଏଏସ୍ ଉପେନ୍ଦ୍ର ତ୍ରିପାଠୀଙ୍କୁ ନିଯୁକ୍ତି ଦେଇଛନ୍ତି  । ତାଙ୍କୁ ରାଷ୍ଟ୍ରମନ୍ତ୍ରୀ…
Read More...

ଜାରି ହେଲା ଅଗଷ୍ଟ ମାସ ଗାଇଡ୍‌ଲାଇନ୍‌ : ଖୋଲିବ ହୋଟେଲ, ମଲ, ସି-ବିଚ୍

ଭୁବନେଶ୍ୱର : ଅଗଷ୍ଟ ଗାଇଡଲାଇନ ନେଇ ବଡ଼ ଘୋଷଣା । ଖୋଲିବ ପାର୍କ ଓ ବେଳାଭୂମି । ହୋଟେଲ, ରେଷ୍ଟୁରାଣ୍ଟ ଏବଂ ରାସ୍ତାକଡ଼ ଦୋକାନ ଆଦି ଖୋଲିବା ନେଇ ଅନୁମତି ଦେଲେ ରାଜ୍ୟ ସରକାର । କିନ୍ତୁ ରେଷ୍ଟୁରାଣ୍ଟ ଏବଂ ହୋଟେଲ ଖୋଲିବା…
Read More...