Browsing Category

Bignews

କଳାହାଣ୍ଡିରେ ମୁଖ୍ୟ ଶାସନ ସଚିବ ଓ ୫T ସଚିବଙ୍କ ଉନ୍ନୟନ କାର୍ଯ୍ୟର ସମୀକ୍ଷା

ଭବାନିପାଟଣା : କଳାହାଣ୍ଡି ମେଡିକାଲ କଲେଜ ଓ ସମ୍ଭାବ୍ୟ ତୃତୀୟ ଲହର ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ 5T ସଚିବ ଭି.କେ ପାଣ୍ଡିଆନ୍ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ମୁଖ୍ୟ ଶାସନ…
Read More...

ରାଜ୍ୟକୁ ଆବଶ୍ୟକ ପରିମାଣର ସାର ପ୍ରଦାନ ସହ ବକେୟା କୋଟା ପ୍ରଦାନ ପାଇଁ କେନ୍ଦ୍ର ସାର ମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ…

ଭୁବନେଶ୍ୱର: କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚିଠି । ରାଜ୍ୟକୁ ଆବଶ୍ୟକ ପରିମାଣର ସାର ମିଳୁନଥିବାରୁ ଉଦବୋଗ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏନେଇ କେନ୍ଦ୍ର ସାର ମନ୍ତ୍ରୀଙ୍କ ବ୍ୟକ୍ତିଗତ…
Read More...

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି : ପଦୋନ୍ନତି ପାଇବେ ୬୩ ହଜାର ୩୦୩ ପ୍ରାଥମିକ ଶିକ୍ଷକ

ଭୁବନେଶ୍ୱର  : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ପ୍ରାଥମିକ ବିଦ୍ୟାଳୟ ଗୁଡିକର ଶିକ୍ଷକମାନଙ୍କ ପଦୋନ୍ନତି ପାଇଁ ଆବଶ୍ୟକ ରେସିଡେନ୍ସି ପିରିୟଡ୍‌କୁ କମ୍ କରାଯାଇଛି । ଏହା ଦ୍ୱାରା ରାଜ୍ୟର ୬୩,୩୦୩…
Read More...

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ସାରା ରାଜ୍ୟରେ ‘ଗୋଟିଏ ଦେଶ, ଗୋଟିଏ ରେସନ’ କାର୍ଯ୍ୟକ୍ରମର ଶୁଭାରମ୍ଭ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଖାଦ୍ୟ ସୁରକ୍ଷା ବ୍ୟବସ୍ଥାକୁ ଆହୁରି ସୁଦୃଢ କରିବା ପାଇଁ ଦୁଇଟି ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଆଜିଠାରୁ ଓଡିଶାର ସବୁ ଜିଲ୍ଲାରେ ଗୋଟିଏ…
Read More...

ବରିଷ୍ଠ IAS ସ୍ତରରେ ଅଦଳବଦଳ : ଅଶୋକ ମୀନା ହେଲେ ପଞ୍ଚାୟତିରାଜ ଓ ପାନୀୟଜଳ ସଚିବ

ଭୁବନେଶ୍ବର : ବରିଷ୍ଠ ଆଇଏଏସ ସ୍ତରରେ ଅଦଳବଦଳ ହୋଇଛି । ଅର୍ଥ ବିଭାଗ ସଚିବ ଥିବା ଆଇଏଏସ ଅଶୋକ ମୀନାଙ୍କୁ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ସଚିବ ଭାବେ ବଦଳି କରାଯାଇଛି । ପର୍ଯ୍ୟଟନ ଓ କ୍ରୀଡା ବିଭାଗ ସଚିବ ଥିବା ଆଇଏଏସ…
Read More...

ଦେଶର ପ୍ରଥମ ସହର ଭାବରେ ପୁରୀରେ Drink from Tap ପ୍ରକଳ୍ପ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ପୁରୀ: ପୁରୀକୁ ଟ୍ୟାପ୍‌ ଯୋଗେ ମିଳିଲା ବିଶୁଦ୍ଧ ପାନୀୟ ଜଳ। ଟ୍ୟାପ୍‌ ଯୋଗେ ୨୪ ଘଣ୍ଟା ଉଚ୍ଚ ମାନର ବିଶୁଦ୍ଧ ପାନୀୟ ଜଳ ମିଳିବାରେ ଦେଶର ପ୍ରଥମ ସହର ହେଲା ପୁରୀ। ପ୍ରତ୍ୟେକ ପରିବାରକୁ ୨୪ ଘଣ୍ଟା ଟ୍ୟାପ୍‌ ଯୋଗେ ଉଚ୍ଚ ମାନର…
Read More...

5T ସଚିବ ଭି.କେ ପାଣ୍ଡିଆନଙ୍କ ଭୁବନେଶ୍ୱରର ବିଭିନ୍ନ ନିର୍ମାଣାଧୀନ ପ୍ରକଳ୍ପ କାମର ସମୀକ୍ଷା

ଭୁବନେଶ୍ୱର  : ଆଜି ଭୁବନେଶ୍ୱରର ବିଭିନ୍ନ ନିର୍ମାଣାଧୀନ ପ୍ରକଳ୍ପ କାମର ସମୀକ୍ଷା କରିଛନ୍ତି 5T ସଚିବ ଭି.କେ ପାଣ୍ଡିଆନ । ବରମୁଣ୍ଡାରେ ଆଇଏସବିଟି ପ୍ରକଳ୍ପର ଅଗ୍ରଗତି ନେଇ ସମୀକ୍ଷା କରିଛନ୍ତି 5T ସଚିବ । ତାଙ୍କର ଏହି…
Read More...

ଏନ୍‌କାଉଣ୍ଟରରେ ଗ୍ୟାଙ୍ଗଷ୍ଟର ହାଇଦରର ଖେଳ ଖେଳଖତମ

ଭୁବନେଶ୍ବର  : ହାଇଦରର କଳା ସାମ୍ରାଜ୍ୟର ପତ୍ତନ । ପୋଲିସ ଏନ୍‌କାଉଣ୍ଟରରେ ସଫା ହୋଇଛି କୁଖ୍ୟାତ ଗ୍ୟାଙ୍ଗଷ୍ଟର ହାଇଦର । ଏଥି ସହିତ ଦୀର୍ଘଦିନ ଧରି ପତିଆରା ବିସ୍ତାର କରିଥିବା ସେଖ୍ ହାଇଦର ଯୁଗ ​‌ଶେଷ ହୋଇଛି । ଶନିବାର…
Read More...

ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସମୀକ୍ଷା : ବିପଦ ଦୂର ହୋଇନାହିଁ ଆତ୍ମସନ୍ତୋଷ ନୁହେଁ, ଅଧିକ ସତର୍କତା ଜରୁରୀ –…

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନୟକ ଆଜି ରାଜ୍ୟରେ କୋଭିଡର ସ୍ଥିତି, ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତି ଏବଂ କୋଭିଡ ସହାୟତା ସଂପର୍କରେ ସମୀକ୍ଷା କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗତ…
Read More...

ବଙ୍ଗୋପସାଗରରେ ଲଘୁଚାପ : ୨ଦିନ ଧରି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଦକ୍ଷିଣ ବାଂଲାଦେଶ ଏବଂ ଏହାର ଆଖପାଖରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲୋପ୍ରେସରରେ ପରିଣତ ହୋଇଛି । ଏହାର ପ୍ରଭାବରେ ଆସନ୍ତା ୨ଦିନ ଧରି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ…
Read More...

ଭଲରେ ଭଲରେ ସରିଲା ମହାପ୍ରଭୁଙ୍କ ନବଦିନ ଯାତ୍ରା ,ସମସ୍ତଙ୍କୁ ଧନ୍ୟବାଦ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : କୋ‍ଭିଡ କଟକଣା ମଧ୍ୟରେ ସମସ୍ତଙ୍କ ସହଯୋଗରେ ମହାପ୍ରଭୁଙ୍କ ନବଦିନ ଯାତ୍ରା ସୁରୁଖୁରୁରେ ଶେଷ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆନନ୍ଦ ପ୍ରକାଶ କରିଛନ୍ତି।ଏହି କଠିନ ପରିସ୍ଥିତିରେ…
Read More...

ବାହୁଡାଯାତ୍ରା : ସିଂହଦ୍ଵାରରେ ପହଞ୍ଚିଲା ତିନି ରଥ

ପୁରୀ  : ଜନ୍ମବେଦୀରେ ଲୀଳାଖେଳା ସାରି ସିଂହଦ୍ଵାର ନିକଟକୁ ବାହୁଡ଼ି ଆସିଛି ତିନି ରଥ । ନିର୍ଦ୍ଧାରିତ ନୀତି ନିର୍ଘଣ୍ଟର ୪ ଘଣ୍ଟା ପୂର୍ବରୁ ପହଣ୍ଡି ଓ ରଥଟଣା ହୋଇଥିଲା। ରଥଯାତ୍ରା ପରି ବାହୁଡାଯାତ୍ରା ମଧ୍ୟ ବିନା ଭକ୍ତରେ…
Read More...

ମୟୁରଭଂଜର ୫ଟି ବ୍ଲକ୍ର ୯୪ଟି ଗାଁର ୧୫୩୫୯ ହେକ୍ଟର ଜମିକୁ ଗଲା ପାଣି ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଆଜି ମୟୂରଭଞ୍ଜ ଜିଲ୍ଲାର ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପର କେନାଲ ସିଷ୍ଟମରୁ ୧୫,୩୫୯ ହେକ୍ଟର ଚାଷ ଜମିକୁ ପାଣି ଛଡା ଯାଇଛି । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିଛନ୍ତି । ଏହାଦ୍ଵାରା ମୟୂରଭଞ୍ଜ…
Read More...