Browsing Category

Bignews

କରୋନା ମୁକାବିଲା ପାଇଁ ଉଚ୍ଚସ୍ତରୀୟ କମିଟି ଗଠନ କଲେ ରାଜ୍ୟ ସରକାର

ଭୁବନେଶ୍ଵର  : ରାଜ୍ୟରେ କରୋନା ମୁକାବିଲା ପାଇଁ ଉଚ୍ଚସ୍ତରୀୟ କମିଟି ଗଠନ କଲେ ରାଜ୍ୟ ସରକାର।  ବିଶିଷ୍ଟ ଚିକିତ୍ସା ବିଜ୍ଞାନୀ ଡାକ୍ତର ଶ୍ରୀନାଥ ରେଡ୍ଡୀଙ୍କ ଅଧ୍ୟକ୍ଷତାରେ କମିଟି ଗଠନ ହେବ। କମିଟିରେ ବହୁ ବରିଷ୍ଠ ଡାକ୍ତର,…
Read More...

ଅକ୍ଷୟ ତୃତୀୟାରେ ରଥ ଅନୁକୂଳ : ବିଶ୍ୱକର୍ମା ମହାରଣା ସୁବର୍ଣ୍ଣ କୁରାଢ଼ୀ ସ୍ପର୍ଶ କରି ରଥନିର୍ମାଣ ଅନୁକୂଳ କଲେ

ପୁରୀ  : ବିଶ୍ଵ ପ୍ରସିଦ୍ଧ ରଥ ଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇ ଯାଇଛି। ପବିବ୍ର ଅକ୍ଷୟ ତୃତୀୟା ଅବସରରେ ଶନିବାର ରଥକାଠ ଅନୁକୂଳ ହୋଇଛି। ଏଥି ସହ ପୁରୀ ବଡଦାଣ୍ଡ ରଥଖଳାକୁ ଆଜ୍ଞାମାଳ ବିଜେ ହୋଇଛି। ୩ ରଥ ମୁଖ୍ୟ…
Read More...

କୋଭିଡ଼ ହସ୍ପିଟାଲରେ ଅକ୍ସିଜେନ ବ୍ୟବସ୍ଥା ଓ ଅଗ୍ନି ସୁରକ୍ଷା ଉପରେ ସତର୍କ ଦୃଷ୍ଟି ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ…

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କୋଭିଡ ପରିଚାଳନା ସଂପର୍କିତ ବୈଠକରେ ଅଧ୍ୟକ୍ଷତା କରି ରାଜ୍ୟ ପ୍ରଶାସନକୁ ୭ ସୂତ୍ରୀ ପରାମର୍ଶ ଦେଇଛନ୍ତି ।ମୁଖ୍ୟମନ୍ତ୍ରୀ କହିଛନ୍ତି…
Read More...

କ୍ୟାବିନେଟରେ ନିଷ୍ପତ୍ତି : କରୋନା ଟିକା ପାଇଁ ଗ୍ଲୋବାଲ ଟେଣ୍ଡର କରିବେ ରାଜ୍ୟ ସରକାର

ଭୁବନେଶ୍ୱର : କରୋନା ଟିକା ପାଇଁ ରାଜ୍ୟ ସରକାର ଗ୍ଲୋବାଲ ଟେଣ୍ଡର ଆହ୍ୱାନ କରିବେ । ଗ୍ଲୋବାଲ ଟେଣ୍ଡର କରାଯିବା ନେଇ ରାଜ୍ୟ କ୍ୟାବିନେଟରେ ନିଷ୍ପତ୍ତି ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ…
Read More...

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ରାଷ୍ଟ୍ରୀୟ ମର୍ଯ୍ୟାଦାରେ ହେବ ରଘୁନାଥ ମହାପାତ୍ରଙ୍କ ଶେଷକୃତ୍ୟ

ଭୁବନେଶ୍ବର: ରାଷ୍ଟ୍ରୀୟ ମର୍ଯ୍ୟାଦାରେ କରାଯିବ ଭାସ୍କର୍ଯ୍ୟ ଶିଳ୍ପୀ ରାଜ୍ୟ ସଭା ସଦସ୍ୟ ପଦ୍ମବିଭୂଷଣ ରଘୁନାଥ ମହାପାତ୍ରଙ୍କ ଶେଷକୃତ୍ୟ । ରଘୁନାଥ ମହାପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିବା…
Read More...

ପଦ୍ମବିଭୂଷଣ ଭାସ୍କର୍ଯ୍ୟ ଶିଳ୍ପୀ ରାଜ୍ୟସଭା ସାଂସଦ ରଘୁନାଥ ମହାପାତ୍ରଙ୍କ ପରଲୋକ

ଭୁବନେଶ୍ୱର: ପଦ୍ମବିଭୂଷଣ ରଘୁନାଥ ମହାପାତ୍ରଙ୍କ ୭୮ ବର୍ଷ ବୟସରେ ପରଲୋକ ହୋଇଯାଇଛି । କରୋନା ଆକ୍ରାନ୍ତ ହୋଇ ଭୁବନେଶ୍ୱରସ୍ଥିତ ଏମ୍‌ସରେ ସେ ଆଜି ଅପରାହ୍ନ ୩ଟା ୪୯ରେ ଆଖି ବୁଜିଛନ୍ତି । ଦେଶ ବିଦେଶରେ ସୁନାମ ଅର୍ଜନ କରିଥିବା…
Read More...

କୋଭିଡର ସୁପରିଚାଳନା ଲାଗି ଡାକ୍ତରଙ୍କୁ ନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ନୂଆ ନିର୍ଦ୍ଦେଶନାମା

ଭୁବନଶେ୍ୱର: ରାଜ୍ୟରେ କରୋନା ସଂକ୍ରମଣ ମାମଲା ବଢ଼ି ଚାଲିଥିବା ବଳେେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି ସରକାର । କୋଭିଡର ସୁପରିଚାଳନା ଲାଗି OHMS, OMES କ୍ୟାଡର, ଆୟୁଷ, ଡଣେ୍ଟାଲ୍ ର୍ସଜନ, ସମସ୍ତ ପିଜି ଡକ୍ର୍ଟସ,…
Read More...

ମାଟ୍ରିକ୍‌ ମୂଲ୍ୟାୟନ ପଦ୍ଧତି ଚୂଡ଼ାନ୍ତ : ନବମ-ଦଶମ ପରୀକ୍ଷାର ମୂଲ୍ୟାଙ୍କନକୁ ଗୁରୁତ୍ୱ

ଭୁବନେଶ୍ୱର: ଆସନ୍ତା ଜୁନ ମାସ ୩୦ ତାରିଖ ସୁଦ୍ଧା ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବ । ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଏନେଇ ଗାଇଡଲାଇନ୍ ଜାରି କରାଯାଇଛି । ଦଶମ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ନେଇ ପଦ୍ଧତି ଚୂଡ଼ାନ୍ତ…
Read More...

କରୋନା ପରିଚାଳନା ନେଇ ନବୀନଙ୍କୁ ପୁଣି ପ୍ରସଂସା : ନିରବ ନବୀନଙ୍କ ଏକ୍ସିଲେନ୍ସି ଚମତ୍କାର ଦେଖାଇଛି -ସୁହେଲ

ଭୁବନେଶ୍ୱର: ରାଜ୍ୟ ବିପର୍ଯ୍ୟୟ ସମୟରେ ସଠିକ ପରିଚାଳନା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାରମ୍ବାର ଜାତୀୟ ଓ ଅନ୍ତଜାତୀୟ ସ୍ତରରେ ପ୍ରଶଂସିତ ହୋଇ ।ସୁଛନ୍ତି । ଏମିତିକି ଜାତୀୟ ବିପତ୍ତି କୋଭିଡ ମହାମାରୀ ସମୟରେ…
Read More...

ଯଶସ୍ବୀ ସାଧକ ମନୋଜ ଦାସଙ୍କ ସ୍ମୃତିରେ ଆନ୍ତର୍ଜାତୀୟ ପୁରସ୍କାର ଓ ଜନ୍ମସ୍ଥାନରେ ମ୍ୟୁଜିଅମ ଓ ଲାଇବ୍ରେରୀ ପ୍ରତିଷ୍ଠା…

ଭୁବନେଶ୍ବର :  ଯଶସ୍ବୀ ସାରସ୍ବତ ସାଧକ ସ୍ବର୍ଗତ ମନୋଜ ଦାସଙ୍କର ସ୍ମୃତିରେ ‘ମନୋଜ ଦାସ ଆନ୍ତର୍ଜାତୀୟ ସାହିତ୍ୟ ପୁରସ୍କାର’ ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଇଂରାଜୀ ଭାଷାରେ…
Read More...

ସାମ୍ବାଦିକଙ୍କୁ ସମ୍ମୁଖ କରୋନା ଯୋଦ୍ଧା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ସାମ୍ବାଦିକଙ୍କୁ କୋଭିଡ୍ ଯୋଦ୍ଧା ଭାବେ ଘୋଷଣା କରିଛନ୍ତି । ଏହା ଦ୍ୱାରା ୬୯୪୪ ଜଣ ସାମ୍ବାଦିକ ସରକାରଙ୍କ ବିଭିନ୍ନ ସୁବିଧା ସୁଯୋଗର ଫାଇଦା ପାଇବେ ।ଦୀର୍ଘଦିନ ହେବ…
Read More...

ମେ’୫ରୁ ୧୯ପର୍ଯ୍ୟନ୍ତ ଲକଡାଉନ କଲେ ରାଜ୍ୟ ସରକାର

ଭୁବନେଶ୍ବର: ରାଜ୍ୟରେ କୋଭିଡ ସ୍ଥିତିକୁ ଦେଖି ବଡ଼ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର। ପୂର୍ବରୁ ନାଇଟ କର୍ଫ୍ୟୁ ଓ ସଟଡାଉନ ଭଳି ପଦକ୍ଷେପ ନିଆଯାଇଥିବା ବେଳେ ଏବେ ରାଜ୍ୟକୁ ୧୪ଦିନ ପାଇଁ ଲକଡାଉନ କରାଯିବ ବୋଲି ଘୋଷଣା…
Read More...

କେନ୍ଦୁଝର ଜିଲ୍ଲାର ବିଦ୍ୟାଳୟ ରୂପାନ୍ତର ଯୋଜନାରେ ଉଦ୍‌ଘାଟନ୍ କଲେ ୫-ଟି ସଚିବ

କେନ୍ଦୁଝର: ବିଦ୍ୟାଳୟ ରୂପାନ୍ତର ଯୋଜନାରେ କେନ୍ଦୁଝର ଜିଲ୍ଲାରେ ୧୦୦ଟି ସ୍କୁଲକୁ ସାମିଲ କରାଯାଇଛି । ୫-ଟି ସଚିବ ଭିକେ ପାଣ୍ଡିଆନ ଭିଡିଓ କନଫରେନ୍ସ ଜରିଆରେ ଏହାର ଉଦଘାଟନ କରିଛନ୍ତି । ଏହି ଯୋଜନାରେ ସାମିଲ…
Read More...

ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚିଠି : କେନ୍ଦ୍ରୀୟ ବାହିନୀ ନିୟୋଜନ ବାବଦ ଖର୍ଚ୍ଚ ଛାଡ କରିବାକୁ ଦାବି

ଭୁବନେଶ୍ୱର: କେନ୍ଦ୍ରୀୟ ବାହିନୀ ନିୟୋଜନ ବାବଦ ଖର୍ଚ୍ଚ ଛାଡ଼ ଦାବି କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। CAPF ଯବାନ ମୁତୟନ ବାବଦକୁ ଓଡ଼ିଶା ଠାରୁ ୪୫୬୧.୨୧…
Read More...