Browsing Category
Bignews
ଦଶାହ କାମ ସାରି ଫେରୁଥିଲେ : ପିକ୍ଅପ୍ ଭ୍ୟାନ ଓଲଟି ୧୨ ମୃତ, ଅନେକ ଗୁରୁତର
କୋରାପୁଟ : କୋରାପୁଟ ଜିଲ୍ଲା କୋଟପାଡ ବ୍ଲକ୍ ମୁରତାହାଣ୍ଡିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ମୁରତାହାଣ୍ଡି ନିକଟସ୍ଥ ସିନ୍ଧି ଗାଁ ନିକଟରେ ଏକ ପିକ୍-ଅପ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ମର୍ମନ୍ତୁଦ ସଡ଼କ…
Read More...
Read More...
ସର୍ବୋଦଳୀୟ ବୈଠକରେ ବିଜେଡ଼ିର ଦାବି : ଲୋକସଭାରେ ପାରିତ ହେଉ ମହିଳା ସଂରକ୍ଷଣ ବିଲ
ନୂଆଦିଲ୍ଲୀ: କେନ୍ଦ୍ର ବଜେଟକୁ ନେଇ ବସିଥିବା ସର୍ବୋଦଳୀୟ ବୈଠକରେ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପସ୍ଥାପନା କରିଛି ବିଜେଡ଼ି । ବିଜେଡ଼ି ସଂସଦୀୟ ଦଳ ନେତା ପିନାକୀ ମିଶ୍ର ଉଠାଇଛନ୍ତି ମହିଳା ସଂରକ୍ଷଣ ପ୍ରସଙ୍ଗ । ମହିଳାଙ୍କୁ…
Read More...
Read More...
ଆଉ ୯ ଦୁର୍ନୀତି ଓ ଅପରାଗ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର
ଭୁବନେଶ୍ୱର : ରାଜ୍ୟରେ ଜାରି ରହିଛି ବାଧ୍ୟତାମୂଳକ ଅବସର । ଦୁର୍ନୀତି ଓ ଅପରାଗତା ହଟାଇବା ସଂକଳ୍ପରେ ଥିବା ରାଜ୍ୟ ସରକାର ଶୁକ୍ରବାର ପୁଣି ୯ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି । ବର୍ଷକ ମଧ୍ୟରେ ୧୧୩ ଜଣଙ୍କୁ…
Read More...
Read More...
ଅନୁଗୁଳରେ ଜେଏସ୍ପିଏଲ କରିବ ବିଶ୍ୱର ବୃହତ୍ ଇସ୍ପାତ କାରଖାନା
ଭୁବନେଶ୍ୱର : ଓଡିଶାକୁ ୧୦୦ ନିୟୁତ ଟନ୍ ଇସ୍ପାତ ନିର୍ମାଣ ହବ୍ ଭାବରେ ପ୍ରତିଷ୍ଠା କାରିବା ପାଇଁ ମୂଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୂରଦୃଷ୍ଟି ରେ ଅନୁପ୍ରାଣିତ ହୋଇ, ଅନୁଗୁଳ ଠାରେ ବିଶ୍ୱର ସର୍ବବୃହତ୍ତ ଇସ୍ପାତ…
Read More...
Read More...
ଫେବ୍ରୁଆରି ମାସ ପାଇଁ କରୋନା ଗାଇଡଲାଇନ ଜାରି
ନୂଆଦିଲ୍ଲୀ: ଗୃହ ମନ୍ତ୍ରାଳୟ ବୁଧବାର ଫେବ୍ରୁଆରି ମାସ ପାଇଁ କରୋନା ଗାଇଡଲାଇନ ଜାରି କରିଛନ୍ତି । ଏହି ଗାଇଡଲାଇନ ଫେବ୍ରୁଆରି ୧, ୨୦୨୧ଠାରୁ କାର?୍ୟ୍ୟକାରୀ ହେବ ଏବଂ ଫେବ୍ରୁଆରି ୨୮, ୨୦୨୧ପର?୍ୟ୍ୟନ୍ତ ବଳବତ୍ତର ରହିବ । ଗୃହ…
Read More...
Read More...
୭ ଦିନରେ ୮୯୪ ଶିଶୁଙ୍କୁ ଉଦ୍ଧାର କଲା ଓଡ଼ିଶା ପୋଲିସ
ଭୁବନେଶ୍ୱର: ରାଜ୍ୟ ପୋଲିସ ପ୍ରଶାସନ ପକ୍ଷରୁ ଚାଲିଥିବା ସ୍ୱତନ୍ତ୍ର ନିଖୋଜ ଶିଶୁ ଉଦ୍ଧାର ମିଶନ ଦ୍ୱାରା ୮୯୪ ନିଖୋଜ ଶିଶୁଙ୍କୁ ଉଦ୍ଧାର କରାଯାଇଛି । ମାତ୍ର ୭ ଦିନରେ ଏହି ଶିଶୁଙ୍କୁ ଉଦ୍ଧାର କରାଯିବା ଓଡ଼ିଶା ପୋଲିସର ଏକ…
Read More...
Read More...
ସମୃଦ୍ଧ, ସଶକ୍ତ ଓ ସ୍ବଭିମାନୀ ଓଡ଼ିଶା ନିର୍ମାଣ ପାଇଁ ଆମେ ଦୃଢ ପ୍ରତିବଦ୍ଧତାର ସହ ଆଗକୁ ବଢୁଛୁ: ମୁଖ୍ୟମନ୍ତ୍ରୀ ନବୀନ…
ଭୁବନେଶ୍ବର : ଆଜି ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ସ୍ୱାଧୀନତା ସଂଗ୍ରାମୀ ବୀର ପୁରୁଷଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଅଭିଭାଷଣରେ ମୁଖ୍ୟମନ୍ତ୍ରୀ କହିଛନ୍ତି…
Read More...
Read More...
ଦେଶବାସୀ ଏକ ପରିବାର ଭଳି ଏକଜୁଟ ହୋଇ କରୋନାରୂପୀ ଶତ୍ରୁର ସଫଳ ମୁକାବିଲା କରିଛନ୍ତି : ରାଷ୍ଟ୍ରପତି ରାମନାଥ କୋବିନ୍ଦ
ନୂଆଦିଲ୍ଲୀ : ରାଷ୍ଟ୍ରପତି ରାମନାଥ କୋବିନ୍ଦ ୭୨ତମ ସାଧାରଣତନ୍ତ୍ର ଦିବସର ଅବ୍ୟବେହିତ ପୂର୍ବରୁ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ରାଷ୍ଟ୍ର ଉଦ୍ଦେଶ୍ୟରେ ନିଜର ସମ୍ବୋଧନରେ ରାଷ୍ଟ୍ରପତି କୋବିନ୍ଦ କହିଛନ୍ତି, ଆମର ଜାତୀୟ…
Read More...
Read More...
ସରକାରୀ ସ୍କୁଲକୁ ପୋଷ୍ୟ ସ୍କୁଲ ଭାବରେ ଗ୍ରହଣ କରିବା ପାଇଁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ୱର : ସରକାରୀ ସ୍କୁଲକୁ ପୋଷ୍ୟ ସ୍କୁଲ ଭାବରେ ଗ୍ରହଣ କରିବା ପାଇଁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡଙ୍ଗୀଙ୍କ ସମେତ ହାଇକୋର୍ଟର ବିଚାରପତି,…
Read More...
Read More...
ଶିଶୁ ଓ ମହିଳା ସୁରକ୍ଷା ପାଇଁ ରାଜ୍ୟ ପୋଲିସର ସ୍ୱତନ୍ତ୍ର ଶାଖାରେ ୬୨ଟି ପଦବୀକୁ ମଞ୍ଜୁରୀ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଶିଶୁ ଓ ମହିଳାମାନଙ୍କ ସୁରକ୍ଷା ପାଇଁ ଆଉ ପାଦେ ଆଗକୁ ବଢିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆରମ୍ଭରୁ ଶିଶୁ ଓ ମହିଳାମାନଙ୍କ ସୁରକ୍ଷା ଉପରେ ରାଜ୍ୟ ସରକାର ସର୍ବୋଚ୍ଚ ପ୍ରାଥମିକତା ଦେଇଛନ୍ତି । ମହିଳା ଓ…
Read More...
Read More...
କୋଭିଡ୍ ଟିକାକରଣରେ ଦେଶରେ ଓଡ଼ିଶା ଅଗ୍ରଣୀ ରାଜ୍ୟ
ଭୁବନେଶ୍ୱର: ଦେଶରେ କୋଭିଡ୍ ଟିକାକରଣରେ ଓଡ଼ିଶା ଆଗୁଆ । ଏଯାବତ୍ ରାଜ୍ୟରେ ୧.୫ ଲକ୍ଷ ହିତାଧିକାରୀଙ୍କୁ କୋଭିଡ୍ ଟିକା ଦିଆଯାଇଛି । ପ୍ରତି ୧୦ ଲକ୍ଷ ଲୋକରେ ରାଜ୍ୟରେ କୋଭିଡ୍ ଟିକା ନେଇଛନ୍ତି ୩୪୫୨.୮୧ ଜଣ । ଟିକାକରଣ ଲାଗି…
Read More...
Read More...
କଟକରେ ଅନ୍ତଃରାଜ୍ୟ ନେତାଜୀ ବସ ଟର୍ମିନାଲ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
କଟକ : ଖାନନଗର ଠାରେ ବହୁପ୍ରତୀକ୍ଷିତ ଅନ୍ତଃରାଜ୍ୟ ବସ ଟର୍ମିନାଲର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଆନ୍ତରାଜ୍ୟ ବସ ଟର୍ମିନାଲ ନେତାଜୀଙ୍କ ନାମରେ ନାମିତ ହୋଇଛି । ୧୮ ମାସ ଭିତରେ ନୂଆ ବସ…
Read More...
Read More...
ରାଜ୍ୟରେ ସ୍ବାସ୍ଥ୍ୟ ଭିତ୍ତିଭୂମି କାର୍ଯ୍ୟ ତ୍ବରାନ୍ବିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର: ସ୍ବାସ୍ଥ୍ୟ ସେବାକୁ ରାଜ୍ୟ ସରକାର ସର୍ବାଧିକ ପ୍ରାଥମିକତା ଦେଇଆସିଛନ୍ତି। ରାଜ୍ୟବାସୀଙ୍କୁ ଅତ୍ୟାଧୁନିକ ତଥା ଗୁଣାତ୍ମକ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧତାର ସହ କାର୍ଯ୍ୟ…
Read More...
Read More...
ଭୁବନେଶ୍ୱରରେ ପହଞ୍ଚିଲା ଦ୍ୱିତୀୟ ପର୍ଯ୍ୟାୟ ଟିକା
ଭୁବନେଶ୍ୱର: ଭୁବନେଶ୍ୱରରେ ପହଞ୍ଚିଲା ଦ୍ୱିତୀୟ ପର୍ଯ୍ୟାୟ ଟିକା । ସ୍ପାଇସ୍ ଜେଟ୍ ବିମାନରେ ଆସି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛି କରୋନା ସଞ୍ଜିବନୀ । ପୋଲିସର କଡ଼ା ସୁରକ୍ଷା ବଳୟ ମଧ୍ୟରେ ସମସ୍ତ ଟିକାକୁ ଟିକା…
Read More...
Read More...
