Browsing Category

Bignews

୩ IPS ଅଧିକାରୀଙ୍କୁ ପଦୋନ୍ନତି ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର:  ବରିଷ୍ଠ ଆଇପିଏସ୍ ଅଧିକାରୀ ଅରୁଣ ବୋଥ୍ରାଙ୍କୁ ପଦୋନ୍ନତି ମିଳିଛି। ରାଜ୍ୟ ସରକାର ଅରୁଣ ବୋଥ୍ରାଙ୍କୁ ଅତିରିକ୍ତ ଡିଜି ପାହ୍ୟାକୁ ପଦୋନ୍ନତି ଦେଇଛନ୍ତି । ଏଥିସହ ଆଇପିଏସ୍ ଅଧିକାରୀ ସଞ୍ଜୟ କୁମାର ସିଂଙ୍କୁ…
Read More...

‘ଖୁସି’ ସଫ୍ଟୱେୟାର ଉନ୍ମୋଚିତ

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ଅନ୍ୟତମ ଫ୍ଲାଗ୍‌ସିପ୍‌ କାର୍ଯ୍ୟକ୍ରମ ଖୁସି ଯୋଜନାର ସଠିକ କାର୍ଯ୍ୟକାରିତା ଉପରେ ନଜର ରଖିବ ଅନଲାଇନ୍‌ ପୋର୍ଟାଲ । ଏହି ପୋର୍ଟାଲକୁ ମଙ୍ଗଳବାର ଉଦ୍‌ଘାଟନ କରିଛନ୍ତି ସ୍ୱାସ୍ଥ୍ୟ ବିଭାଗର…
Read More...

ପ୍ରତିଶ୍ରୁତି ରଖିଲେ ମୁଖ୍ୟମନ୍ତ୍ରୀ : ଆସନ୍ତା ଶିକ୍ଷାବର୍ଷରୁ ସରକାରୀ ସ୍କୁଲ ପିଲାଙ୍କୁ ଡାକ୍ତରୀ, ଇଂଜିନିୟରିଂ ପଢ଼ିବା…

ଭୁବନେଶ୍ୱର: କଥା ରଖିଲେ ନବୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।  ରାଜ୍ୟର ସରକାରୀ ହାଇସ୍କୁଲରେ ପଢ଼ୁଥିବା ଛାତ୍ରଛାତ୍ରୀଙ୍କ ଲାଗି ଡାକ୍ତର ଓ ଇଞ୍ଜିନିୟରିଂ ପାଠ୍ୟକ୍ରମରେ ନାମଲେଖା ପାଇଁ ସଂରକ୍ଷଣ ପ୍ରସ୍ତାବକୁ ମୋହର…
Read More...

ବର୍ଷର ଶେଷ କ୍ୟାବିନେଟ୍ ବୈଠକରେ ୧୨ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା । ବର୍ଷ ଶେଷର ଅନ୍ତିମ କ୍ୟାବିନେଟ୍ ବୈଠକରେ ୧୨ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି ।…
Read More...

ଖସିବ ପାରଦ : ରାଜ୍ୟରେ ଆହୁରି ୫ ଦିନ ବଢିବ ଶୀତର ପ୍ରକୋପ

ଭୁବନେଶ୍ବର : ଆଭ୍ୟନ୍ତରୀଣ ଓଡ଼ିଶାରେ ଏବେ ସ୍ଥିତି ସଙ୍ଗୀନ । ଦିନ ଅପେକ୍ଷା ରାତିର ତାପମାତ୍ରାରେ ହ୍ରାସ ଘଟୁଛି । ଏଭଳି ପାଗ ଆହୁରି ୫ ଦିନ ରହିବ ବୋଲି କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।…
Read More...

ବିଜେଡିର ୨୪ ତମ ପ୍ରତିଷ୍ଠା ଦିବସ : ସଶକ୍ତ ମହିଳା ସମାଜ ହିଁ ସଶକ୍ତ ଓଡ଼ିଶା ଗଠନ କରିପାରିବେ – ମୁଖ୍ୟମନ୍ତ୍ରୀ…

ଭୁବନେଶ୍ୱର : ରାଜ୍ୟ ବିଜେଡି ମୁଖ୍ୟାଳୟ ସମେତ ପ୍ରତି ନିର୍ବାଚନମଣ୍ଡଳୀରେ ପାଳତି ହେଉଛି ବିଜୁ ଜନତା ଦଳର ୨୪ ତମ ପ୍ରତିଷ୍ଠା ଦିବସ । ଏହି ଅବସରେ ଭର୍ଚୁଆଲ୍ ମାଧ୍ୟମରେ ଯୋଡ଼ି ହୋଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି…
Read More...

ସୁରେଶ ଚନ୍ଦ୍ର ମହାପାତ୍ର ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର  : ବରିଷ୍ଠ ଆଇଏଏସ୍ ଅଧିକାରୀ ସୁରେଶ ମହାପାତ୍ର ହେଲେ ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ । ଆସନ୍ତା ୩୧ ତାରିଖରେ ବର୍ତ୍ତମାନର ମୁଖ୍ୟ ଶାସନ ସଚିବ ଥିବା ଅସିତ ତ୍ରିପାଠୀଙ୍କ ଅବସର ପରେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ…
Read More...

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘୋଷଣା : ରାଉରକେଲାରେ ହେବ ଭାରତର ସର୍ବବୃହତ ହକି ଷ୍ଟାଡିୟମ

ଭୁବନେଶ୍ୱର: ରାଉରକେଲାରେ ତିଆରି ହେବ ଭାରତର ସର୍ବବୃହତ ହକି ଷ୍ଟାଡିୟମ। ସମ୍ମାନଜନକ ‘ଏଫ୍‌ଆଇଏଚ୍‌ ଓଡ଼ିଶା ମେନ୍‌ସ୍‌ ହକି ଓ୍ଵାର୍ଲଡ୍‌ କପ୍‌ ୨୦୨୩’ ଏହି ଷ୍ଟାଡିୟମରେ ଆୟୋଜିତ ହେବ ବୋଲି ଗୁରୁବାର ଦିନ ମୁଖ୍ୟମନ୍ତ୍ରୀ ନବୀନ…
Read More...

ଟାଉନ ପ୍ଲାନିଂ ଯୋଜନାରେ ପଟ୍ଟା ବଣ୍ଟନ : ସହରାଞ୍ଚଳ ବିକାଶରେ ଓଡିଶା ହେବ ରୋଲ ମଡେଲ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟର ପ୍ରଥମ ଟାଉନ ପ୍ଲାନିଂ ଯୋଜନାରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନସିଂ ଜରିଆରେ ପଟ୍ଟା ଆବଣ୍ଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସହରାଞ୍ଚଳ ବିକାଶରେ…
Read More...

ଆଇପିଏସ୍‌ ସ୍ତରରେ ବଡ଼ଧରଣର ଅଦଳବଦଳ : ନୟାଗଡ଼ ଏସ୍‌ପିଙ୍କ ସମେତ ବଦଳିଲେ ୨୨ ଅଧିକାରୀ

ଭୁବନେଶ୍ୱର : ରାଜ୍ୟ ସରକାର ଆଜି ଆଇପିଏସ୍‌ ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି। ନୟାଗଡ଼ ଏସ୍‌ପିଙ୍କ ସମେତ ମୋଟ୍‌ ୨୨ ଜଣ ଅଧିକାରୀଙ୍କର ବଦଳି ହୋଇଛି। ନୟାଗଡ଼ ଏସ୍‌ପି ପ୍ରତ୍ୟୁଷ ଦିଓ୍ଵାକରଙ୍କୁ ଏଆଇଜି ମୁଖ୍ୟ କାର୍ଯ୍ୟାଳୟରେ…
Read More...

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ବାରିପଦାସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟକୁ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ…

ଭୁବନେଶ୍ୱର :  ବାରିପଦାରେ ଅବସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ କୁ ମୟୂରଭଞ୍ଜ ର ପୂର୍ବତନ ମହାରଜା ଶ୍ରୀ ରାମଚନ୍ଦ୍ର ଭଞଦେଓଙ୍କ ନାମରେ ନାମିତ କରାଗଲା ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି…
Read More...

ଚାଷୀ, ମିଶନ ଶକ୍ତି ଗୋଷ୍ଠୀ ଓ MSME ଉଦ୍ୟୋଗୀ ମାନଙ୍କ ଆବଶ୍ୟକତା ପୂରଣ ପର୍ଯ୍ୟନ୍ତ ଋଣ ଯୋଗାଇବାକୁ ମୁଖ୍ୟମନ୍ତ୍ରୀଙ୍କ…

ଭୁବନେଶ୍ବର: ଓଡିଶା ଆଜି ସଫଳତାର ସହ କୋଭିଡ ପରିଚାଳନା କରି ସାରା ଦେଶରେ ଉଦାରହଣ ସୃଷ୍ଟି କରିପାରିଛି । ଟିକା ଆସିବାର ସମ୍ଭାବନା ସହିତ ନୂଆବର୍ଷକୁ ଆମେ ନୂଆ ଆଶା ସହିତ ସ୍ବାଗତ କରୁଛୁ । ଏଭଳି ସମୟରେ ଅର୍ଥନୀତିର…
Read More...

ରାଜ୍ୟ ସରକାରଙ୍କ ଗାଇଡଲାଇନ୍ ଜାରି : ବ୍ରିଟେନ୍‌ରୁ ଓଡ଼ିଶା ଫେରିଲେ ୧୪ ଦିନିଆ ସଂଗରୋଧ ବାଧ୍ୟତାମୂଳକ

ଭୁବନେଶ୍ୱର: ବର୍ତ୍ତମାନ  ବ୍ରିଟେନରୁ ଫେରୁଥିବା ଭାରତୀୟଙ୍କଠାରୁ କରୋନା ଭୂତାଣୁର କିପରି ନ ବ୍ୟାପିବ ସେଥିଲାଗି ଯାଞ୍ଚ ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ରାଜ୍ୟ ସରକାର ମଧ୍ୟ ଅ‌ାଜି ବିଦେଶରୁ ଆସୁଥିବା ଯାତ୍ରୀଙ୍କ ଲାଗି ଏକ…
Read More...

ପରୀ ହତ୍ୟା ଘଟଣାର ଗୁମର ଖୋଲିଲେ ଏସଆଇଟି ମୁଖ୍ୟ ଅରୁଣ ବୋଥ୍ରା

କଟକ: ପରୀ ହତ୍ୟା ଘଟଣାର ଗୁମର ଖୋଲିଲେ ଏସଆଇଟି ମୁଖ୍ୟ ଅରୁଣ ବୋଥ୍ରା । କେମିତି ଓ କେଉଁ ପରିସ୍ଥିତିରେ ପ୍ରଥମେ ହତ୍ୟା, ପରେ ଦୁଷ୍କର୍ମ କରିଥିଲା ମୁଖ୍ୟ ଅଭିଯୁକ୍ତ ସେନେଇ ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଅରୁଣ…
Read More...