Browsing Category

Corporate

ଦେଶରେ ୧୦ ହଜାର ସିଏନଜି ଷ୍ଟେସନ ପ୍ରତିଷ୍ଠା ସହ ୫ କୋଟି ପିଏନଜି ସଂଯୋଗ ଲକ୍ଷ୍ୟ – ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର :  ଆଗାମୀ ୫ ରୁ ୭ ବର୍ଷ ମଧ୍ୟରେ ଦେଶରେ ୧୦ ହଜାର ସି ୍‌ଏନ୍‌ଜି ଷ୍ଟେସନ ପ୍ରତିଷ୍ଠା ଏବଂ ୫ କୋଟି ପିଏନଜି ସଂଯୋଗ ପାଇଁ ଭାରତ ସରକାର ଯୁଦ୍ଧକାଳୀନ ଭିତିରେ କାମ କରୁଛନ୍ତି ବୋଲି ମଙ୍ଗଳବାର…
Read More...

୬ ବର୍ଷରେ ଅକ୍ଷୟ ଉର୍ଜା କ୍ଷେତ୍ରରେ ପୁଞ୍ଜନିବେଶ ହୋଇଛି ୬୪ ବିଲିୟନ ଡଲାର – ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର :  ଅକ୍ଷୟ ଉର୍ଜା କ୍ଷେତ୍ରରେ ଭାରତ ଏକ ପୁଞ୍ଜିନିବେଶର ଲକ୍ଷ୍ୟସ୍ଥଳି ଭାବରେ ପରିଣତ ହେଉଛି । ବିଗତ ୬ ବର୍ଷ ମଧ୍ୟରେ ଭାରତର ଅକ୍ଷୟ ଉର୍ଜା କ୍ଷେତ୍ରରେ ୬୪ ବିଲିୟନ ଆମେରିକୀୟ ଡଲାରର ପୁଞ୍ଜନିବେଶ ହୋଇଛି ବୋଲି…
Read More...

ଆଗାମୀ ୩ ବର୍ଷରେ ୧ ହଜାର ଏଲ୍‌ଏନ୍‌ଜି ଇନ୍ଧନ ଷ୍ଟେସନ ପ୍ରତିଷ୍ଠା କରିବାକୁ ଯୋଜନା – ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର :  ଦେଶରେ ସ୍ୱଚ୍ଛ ଇନ୍ଧନର ଉପଲବ୍ଧି ତଥା ଉପଲବ୍ଧିକୁ ବଢ଼ାଇବା ପାଇଁ ପ୍ରାକୃତିକ ଗ୍ୟାସ ଭିତ୍ତିଭୂମିକୁ ମଜବୁତ୍ କରିବା ପାଇଁ ଭାରତ ସରକାର ପ୍ରତିଶ୍ରୁତିବଦ୍ଧ । ଆଗାମୀ ୩ ବର୍ଷ ମଧ୍ୟରେ ଦେଶର ପ୍ରମୁଖ…
Read More...

ସଙ୍କଟରେ ଆଉ ଏକ ଘରୋଇ ବ୍ୟାଙ୍କ : ଲକ୍ଷ୍ମୀ ଭିଲାସ ବ୍ୟାଙ୍କ୍‌ ଉପରେ ଏକ ମାସର ମୋରାଟୋରିୟମ

ନୂଆଦିଲ୍ଲୀ: ଘରୋଇ ସେକ୍ଟରରେ ଆଉ ଏକ ସଂକଟଗ୍ରସ୍ତ ବ୍ୟାଙ୍କକୁ ସରକାର ମୋରାଟୋରିୟମ ତାଲିକାରେ ସାମିଲ କରିଛନ୍ତି। ଲକ୍ଷ୍ମୀ ଭିଲାସ ବ୍ୟାଙ୍କ ଉପରେ ନଭେମ୍ଵର ୧୬ରୁ କଟକଣା ଲାଗୁ କରାଯାଇଛି। ଏଥିସହ ଖାତାଧାରୀ ବର୍ତ୍ତମାନ ଉକ୍ତ…
Read More...

ଇ ଏବଂ ପି ସେକ୍ଟରରେ କ୍ରମାଗତ ସଂସ୍କାର ଭାରତକୁ ଉର୍ଜା କ୍ଷେତ୍ରରେ କରିଛି ଆତ୍ମନିର୍ଭର – ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର, ନଭେମ୍ବର ୧୭ – ନୂଆଦିଲ୍ଲୀ ଠାରେ ମଙ୍ଗଳବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ ଓପନ୍ ଏକରେଜ୍ ଲାଇସେନ୍ସି ପଲିସି(ଓଏଏଲପି)ର…
Read More...

ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ ଏବଂ ଆତ୍ମନିର୍ଭର କରିବା ଉପରେ ଗୁରୁତ୍ୱ ଦିଆଯାଉ – ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ  :  କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ଇସ୍ପାତ୍‌ ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ୱେବିନାର ‘ଆତ୍ମନିର୍ଭର ଭାରତ: ଗ୍ରାମୀଣ ଅର୍ଥନୀତିରେ ଇସ୍ପାତ ବ୍ୟବହାରରେ ବୃଦ୍ଧି’ରେ ଯୋଗଦେଇ ଗ୍ରାମୀଣ ବିକାଶରେ…
Read More...

ଓଡ଼ିଶାର ଶିଳ୍ପ କ୍ଷେତ୍ରରେ ଥିବା ସୁଯୋଗର ସମ୍ପୂର୍ଣ୍ଣ ବିନିଯୋଗ କରନ୍ତୁ ଉଦ୍ୟୋଗ ସମୂହ : ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର : ଦେଶର ଉଦ୍ୟୋଗ ସମୂହ ଓଡ଼ିଶାର ଶିଳ୍ପ କ୍ଷେତ୍ରରେ ଥିବା ସୁଯୋଗର ସମ୍ପୂର୍ଣ୍ଣ ବିନିଯୋଗ କରିବା ପାଇଁ ଆଗେଇ ଆସନ୍ତୁ ବୋଲି ଗୁରୁବାର ଇଣ୍ଡିଆନ ଚାମ୍ବର ଅଫ୍ କମର୍ସ(ଆଇସିସି) ପକ୍ଷରୁ ଆୟୋଜିତ -ଆତ୍ମନିର୍ଭର ଭାରତ-…
Read More...

ପାରାଦୀପ ପେଲେଟ୍ ପ୍ଲାଣ୍ଟର କ୍ଷମତା ବୃଦ୍ଧି ଓ କଳିଙ୍ଗନଗର ଷ୍ଟିଲ୍ ହବ୍‌ରେ ପୁଞ୍ଜିନିବେଶ ପାଇଁ ଏ୍‌ଏମ୍‌ଏନ୍‌ଏସ୍‌କୁ…

ନୂଆଦିଲ୍ଲୀ/ଭୁବନେଶ୍ୱର: ଆର୍ସେଲର ମିତଲ ଓ ନିପନ ଷ୍ଟିଲ୍ କମ୍ପାନୀର ବରିଷ୍ଠ ଅଧିକାରୀ, ଇସ୍ପାତ୍ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀଙ୍କ ମଧ୍ୟରେ ଅନୁଷ୍ଠିତ ବୈଠକରେ ଯୋଗଦେବା ଅବସରରେ ପାରାଦୀପ ପେଲେଟ୍ ପ୍ଲାଣ୍ଟର କ୍ଷମତା…
Read More...

୪୨ଟି ସିଏନଜି ଷ୍ଟେସନ ଏବଂ ୩ଟି ସିଟି ଗେଟ୍ ଷ୍ଟେସନ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ଗ୍ୟାସ ଭିତିଭୂମିରେ ୪ ଲକ୍ଷ…

ନୂଆଦିଲ୍ଲୀ/ଭୁବନେଶ୍ୱର: ପରିବେଶକୁ ସୁରକ୍ଷିତ ରଖିବା ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ଭିଡିଓ କନଫରେନ୍ସିଂ ଜରିଆରେ ରାଷ୍ଟ୍ର ଉଦ୍ଦେଶ୍ୟରେ ଟୋରେଂଟ୍ ଗ୍ୟାସର ୪୨ଟି କମ୍ପ୍ରେସଡ୍ ନ୍ୟାଚୁରାଲ…
Read More...

ଦେଶରେ ବ୍ୟାପକ ଉର୍ଜା ସୁରକ୍ଷା ସ୍ଥାପତ୍ୟର ବିକାଶରେ ଆତ୍ମନିର୍ଭର ଭାରତର ରହିବ ବଡ ଭୂମିକା : ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦୃଷ୍ଟିରେ ଆରମ୍ଭ ହୋଇଥିବା ଆତ୍ମନିର୍ଭର ଭାରତ ଦେଶରେ ବ୍ୟାପକ ଉର୍ଜା ସୁରକ୍ଷା ସ୍ଥାପତ୍ୟର ବିକାଶ ପାଇଁ ଆମର ପ୍ରେଚେଷ୍ଟାକୁ ଆଗେଇ ନେବ ଏବଂ ଏ ଦିଗରେ ବଡ…
Read More...

ଦେଶରେ ଗ୍ୟାସ ଭିତିଭୂମିକୁ ବିକଶିତ କରିବା ପାଇଁ ଆମେରିକୀୟ କମ୍ପାନୀଙ୍କୁ ନିମନ୍ତ୍ରଣ କଲେ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର: ଭାରତରେ ଅବସ୍ଥାପିତ ଆମେରିକାର ରାଷ୍ଟ୍ରଦୂତ କେନିଥ୍ ଜଷ୍ଟରଙ୍କ ସହ ଗୁରୁବାର ଭିଡିଓ କନଫରେନ୍ସିଂ ଜରିଆରେ ଆଲୋଚନା କରିବା ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦେଶରେ ଗ୍ୟାସ ଭିତିଭୂମିକୁ…
Read More...

ଗ୍ରାହକଙ୍କ ପାଇଁ ଖୁସି ଖବର ଆଣିଲା ଏସବିଆଇ : ଋଣ ପରିଶୋଧ ପାଇଁ ମିଳିବ ଦୁଇ ବର୍ଷର ଅତିରିକ୍ତ ସମୟ

ନୂଆଦିଲ୍ଲୀ: ଋଣ କରିଥିବା ଗ୍ରାହକଙ୍କ ପାଇଁ ଖୁସି ଖବର ଆଣିଛି ଏସବିଆଇ । ଭାରତୀୟ ଷ୍ଟେଟ ବ୍ୟାଙ୍କରୁ ଗୃହ ଋଣ କିମ୍ବା ଅନ୍ୟାନ୍ୟ ଋଣ ନେଇଥିବା ଗ୍ରାହକ ସେମାନଙ୍କ ଇଏମଆଇ ପରିଶୋଧ ପାଇଁ ଏଣିକିି ଅତିରିକ୍ତ ୨ ବର୍ଷ ସମୟ ପାଇବେ…
Read More...

କରୋନା ସମୟରେ ଗରିବଙ୍କ ଜୀବନକୁ ପରିବର୍ତନ କରିଛି ଉଜ୍ଜଳା ଯୋଜନା: ପ୍ରଧାନମନ୍ତ୍ରୀ

‘ମିଶନ ପୂର୍ବୋଦୟ’ରେ ବଡ ପଦକ୍ଷେପ - ଧର୍ମେନ୍ଦ୍ର ପ୍ରଧାନନୂଆଦିଲ୍ଲୀ/ଭୁବନେଶ୍ୱର: ଉଜ୍ଜଳା ଯୋଜନା ଦ୍ୱାରା ଗରିବଙ୍କ ଜୀବନରେ କଣ ପରିବର୍ତନ ଆସିଛି, ବିଶେଷ ଭାବରେ ଏହା କରୋନା ମହାମାରୀ ସମୟରେ ଜଣାପଡିଛି । ଏହି…
Read More...

ଆଗାମୀ ୫ ବର୍ଷ ମଧ୍ୟରେ ରାଷ୍ଟ୍ରାୟତ ତୈଳ କମ୍ପାନୀର ୫୦ ପ୍ରତିଶତ ଫ୍ୟୁଏଲ୍ ଷ୍ଟେସନକୁ ସୌରଚାଳିତ କରିବା ଲକ୍ଷ୍ୟ:…

ନୂଆଦିଲ୍ଲୀ/ଭୁବନେଶ୍ୱର:  ଆଗାମୀ ୫ ବର୍ଷ ମଧ୍ୟରେ ରାଷ୍ଟ୍ରାୟତ ତୈଳ କମ୍ପାନୀ ଗୁଡିକର ମାଲିକାନାରେ ଥିବା ଦେଶର ପ୍ରାୟ ୫୦ ପ୍ରତିଶତ ଫ୍ୟୁଏଲ୍ ଷ୍ଟେସନକୁ ସୌରଚାଳିତ କରାଯିବାର ଲକ୍ଷ୍ୟ ରଖାଯାଇଛି ବୋଲି ମଙ୍ଗଳବାର ଭିଡିଓ…
Read More...