Browsing Category

National

ନୂଆ ସଂସଦ ଭବନ ନିର୍ମାଣ ଲାଗି ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦିଲ୍ଲୀର କେନ୍ଦ୍ରାଞ୍ଚଳରେ ନୂଆ ସଂସଦ ଭବନ ନିର୍ମାଣ ଲାଗି ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ମୋଦି ସମ୍ବୋଧନ କରି କହିଛନ୍ତି ଯେ, ଯଦି ଆମେ ଆମ ଗଣତନ୍ତ୍ରର ଗୁଣଗାନ…
Read More...

୧୦ରେ ନୂତନ ସଂସଦ ଭବନର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଚଳିତମାସ ୧୦ ତାରିଖରେପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ  ନୂତନ ସଂସଦଗୃହର ଶିଳାନ୍ୟାସ ଓ ଭୂମିପୂଜନ କରିବେ ।  ଲୋକସଭା ବାଚସ୍ପତି ଓମ୍ ବିର୍ଲା ଶନିବାର ମଧ୍ୟାହ୍ନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଭେଟ…
Read More...

୨୦୨୨ ସୁଦ୍ଧା ଦେଶର ଅଶୋଧିତ ତୈଳ ଆମଦାନୀ ୧୦% ହ୍ରାସ କରିବା ପାଇଁ ରୋଡମ୍ୟାପ୍ ପ୍ରସ୍ତୁତ – ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର : ୨୦୨୨ ସୁଦ୍ଧା ଦେଶର ଅଶୋଧିତ ତୈଳ ଆମଦାନୀ ୧୦ ପ୍ରତିଶତ ହ୍ରାସ କରିବା ପାଇଁ ଭାରତ ସରକାର ରୋଡମ୍ୟାପ୍ ପ୍ରସ୍ତୁତ କରିଛନ୍ତି ବୋଲି ବୁଧବାର ସ୍ୱରାଜ୍ୟ ପକ୍ଷରୁ ଆୟୋଜିତ “ଆତ୍ମନିର୍ଭର ଭାରତରେ ତୈଳ ଓ…
Read More...

ଦେଶରେ ଲୋକଙ୍କ ଜୀବନକୁ ସହଜ କରିବା ପାଇଁ ପ୍ରଧାନମନ୍ତ୍ରୀ ପ୍ରତିଶ୍ରୁତିବଦ୍ଧ: ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର :  ଦେଶର ଲୋକମାନଙ୍କ ଜୀବନକୁ ସହଜ କରିବା ପାଇଁ ସହଜ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାରତ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ମଙ୍ଗଳବାର ନୂଆଦିଲ୍ଲୀରୁ ଭିଡ଼ିଓ କନଫରେନ୍ସିଂ…
Read More...

ସବୁ ଭାରତୀୟଙ୍କ ପାଖରେ କରୋନା ଟୀକା ପହଁଚାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦି ପ୍ରତିବଦ୍ଧ :  ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବେନଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦେଶର ତିନୋଟି ସହରର ଯଥା ଅହମ୍ମଦାବାଦର ଜାଇଡସ ବାୟୋଟେକ ପାର୍କ, ହାଇଦ୍ରାବାଦର ଭାରତ ବାୟୋଟେକ ଏବଂ ପୁଣେ ସ୍ଥିତ ସେରମ ଇନଷ୍ଟିଚ୍ୟୁଟ ପରିଦର୍ଶନ କରିବା ସହ…
Read More...

ମାତୃଭାଷାରେ ବୈଷୟିକ ଶିକ୍ଷା ଲାଭ କରିପାରିବେ ଛାତ୍ରଛାତ୍ରୀ

ନୂଆଦିଲ୍ଲୀ  :  ନିଜ ମାତୃଭାଷାରେ ବୈଷୟିକ ଶିକ୍ଷା କରିପାରିବେ ଛାତ୍ରଛାତ୍ରୀ।  ଭାରତୀୟ ପ୍ରଯୁକ୍ତିବିଦ୍ୟା ପ୍ରତିଷ୍ଠାନ (ଆଇଆଇଟି) ଓ ଏନଆଇଟିରେ ମଧ୍ୟ ଛାତ୍ରଛାତ୍ରୀ ନିଜ ଆଞ୍ଚଳିକ ଭାଷାରେ ଆସନ୍ତା ଶିକ୍ଷାବର୍ଷରୁ ଶିକ୍ଷା…
Read More...

ଯୁବ ଉଦ୍ୟମୀ ମାନଙ୍କୁ ଜୈବଗ୍ୟାସ କ୍ଷେତ୍ରରେ ନୂଆ ଜ୍ଞାନକୌଶଳ ଆଣିବା ପାଇଁ ଆହ୍ୱାନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର…

ଭୁବନେଶ୍ୱର :  କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ନୂଆଦିଲ୍ଲୀରୁ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ କର୍ଣ୍ଣାଟକର ବାଗଲକୋଟ ଜିଲ୍ଲା ଜାମଖଣ୍ଡି ଠାରେ ଲିଫନିଟି ବାୟୋଏନର୍ଜି’ର ଆଖୁଛେଦାରୁ ଉତ୍ପାଦନ ହେବାକୁ ଥିବା…
Read More...

କରୋନା ଟିକା ନ ବାହାରିବା ପର୍ଯ୍ୟନ୍ତ ଦିଲ୍ଲୀରେ ବନ୍ଦ୍

ନୂଆଦିଲ୍ଲୀ:  କରୋନା ଭାଇରସ୍‌ ଟିକା ନ ବାହାରିବା ପର୍ଯ୍ୟନ୍ତ ଦିଲ୍ଲୀରେ କୌଣସି ସ୍କୁଲ୍‌ ଖୋଲିବ ନାହିଁ। ଦିଲ୍ଲୀର ସ୍ବାସ୍ଥ୍ୟ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ଗୁରୁବାର କହିଛନ୍ତି ଯେ  ବର୍ତ୍ତମାନ ସୁଦ୍ଧା ଦିଲ୍ଲୀରେ…
Read More...

ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ତରୁଣ ଗୋଗୋଇଙ୍କ ପରଲୋକ

ଆସାମ: ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ତରୁଣ ଗୋଗୋଇଙ୍କ ପରଲୋକ । ୮୬ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । ତାଙ୍କ ଦେହା ଅସୁସ୍ଥ ହେବା କାରଣରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସୋମବାର ସନ୍ଧ୍ୟାରେ ସେ…
Read More...

ମଡର୍ଣ୍ଣା କୋଭିଡ ଟିକା ଗୋଟେ ଡୋଜର ଦାମ  ୧୮୫୫-୨୭୫୫ ଟଙ୍କା

ନୂଆଦିଲ୍ଲୀ: ମଡର୍ଣ୍ଣା କୋଭିଡ ଟିକା ଗୋଟେ ଡୋଜର ଦାମ  ୧୮୫୫-୨୭୫୫ ଟଙ୍କା । ଟିକାର ଦାମ ବିଷୟରେ ମଡର୍ଣ୍ଣାର ମୁଖ୍ୟ କାର୍ଯ୍ୟନିର୍ବାହୀ ଷ୍ଟିଫେନ୍ ବାନସେଲ ସୂୂଚନା ଦେଇଛନ୍ତି। ଜର୍ମାନ ସାପ୍ତାହିକ ୱେଲ୍ଟ ଆମ୍ ସୋନଟାଗ୍…
Read More...

ଆୟୁର୍ବଦେ ଡାକ୍ତରଙ୍କୁ ର୍ସଜରୀ ଅନୁମତି, IMA ବିରୋଧ

ନୂଆଦିଲ୍ଲୀ: ର୍ସଜରୀ କରିବେ ଆୟୁର୍ବଦେ ଡାକ୍ତର । କନେ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତିକୁ ଭାରତୀୟ ଚିକିତ୍ସା ସଂଘ (IMA) ବିରୋଧ କରିବା ଆରମ୍ଭ କରିଛି । ସରକାରଙ୍କ ଏହି ନିଷ୍ପତ୍ତିକୁ ସଂଘ ଚୋର ଦ୍ୱାର ଦେଇ ପଶିବା କହିଛି ।…
Read More...

କରୋନା ପରୀକ୍ଷା ବଢ଼ାଇବା ପାଇଁ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ କେନ୍ଦ୍ରର  ପରାମର୍ଶ

ନୂଆଦିଲ୍ଲୀ:  ଭାରତରେ କରୋନାର ଦ୍ବିତୀୟ ଲହର ଆସିବା ନେଇ ବିଶେଷଜ୍ଞମାନେ ଆଶଙ୍କା କରୁଥିବା ବେଳେ ଅନେକ ସ୍ଥାନରେ କରୋନାର ଦ୍ବିତୀୟ ଲହର ଆରମ୍ଭ ହୋଇସାରିଛି। ଏହାକୁ ଆଖି ଆଗରେ ରଖି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ…
Read More...

ବ୍ରିକ୍ସ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପାକିସ୍ତାନକୁ ଟାର୍ଗେଟ୍

ନୂଆଦିଲ୍ଲୀ : ବ୍ରିକ୍ସ ସମ୍ମିଳନୀରେ  ଆତଙ୍କବାଦକୁ ପ୍ରେତ୍ସାହନ ଦେଉଥିବା ଦେଶଗୁଡ଼ିକୁ ଉତ୍ତରଦାୟୀ କରାଯାଉ ବୋଲି ଦାବି କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ବ୍ରିକ୍ସ ସମ୍ମିଳନୀରେ ଉଦବୋଧନ ଦେଇ ସେ କହିଛନ୍ତି ଯେ…
Read More...

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଛତିଶଗଡ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲଙ୍କ ସୌଜନ୍ୟମୂଳକ ସାକ୍ଷାତ୍‌

ନୂଆଦିଲ୍ଲୀ/ଭୁବନେଶ୍ୱର, ନଭେମ୍ବର୧୭ – ଛତିଶଗଡର ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲ ମଙ୍ଗଳବାର ନୂଆଦିଲ୍ଲୀ ସ୍ଥିତ ଶାସ୍ତ୍ରୀଭବନ ଠାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସୌଜନ୍ୟମୂଳକ ସାକ୍ଷାତ୍ କରିଛନ୍ତି । ଏହି ଅବସରରେ…
Read More...