Browsing Category
National
ମହାନଦୀ ଜଳ ବିବାଦ ମାମଲା: କେନ୍ଦ୍ର ସରକାରଙ୍କୁ ନୋଟିସ ଜାରି
ନୂଆଦିଲ୍ଲୀ: ମହାନଦୀ ଜଳ ବିବାଦ ମାମଲାରେ ଚୂଡାନ୍ତ ହୋଇଥିବା ୩୬ଟି ପ୍ରସଙ୍ଗ ଉପରେ ଆଜି ଟ୍ରିବ୍ୟୁନାଲରେ ଶୁଣାଣି ଶେଷ ହୋଇଛି । ଭିଡିଓ କନ୍ଫରେନ୍ସିଂ ଜରିଆରେ ଜଷ୍ଟିସ ଖାନୱିଲକରଙ୍କ ଅଧ୍ୟକ୍ଷତାରେ ଶୁଣାଣି ହୋଇଛି । ଓଡ଼ିଶା ଓ…
Read More...
Read More...
ସିଏଜି ଭାବେ ଶପଥ ନେଲେ ଗିରୀଶ ମୁର୍ମୁ
ନୂଆଦିଲ୍ଲୀ: ଦେଶର ନୂଆ ସିଏଜି(ମହାଲେଖା ନିୟନ୍ତ୍ରକ ଓ ମହା ସମୀକ୍ଷକ) ଭାବେ ଆଜି ଶପଥ ନେଇଛନ୍ତି ଗିରୀଶ ଚନ୍ଦ୍ର ମୁର୍ମୁ | ରାଷ୍ଟ୍ରପତି ଭବନରେ ଆଜି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଗିରୀଶଙ୍କୁ ଶପଥ ପାଠ କରାଇଛନ୍ତି | ଏହି…
Read More...
Read More...
କୋଝିକୋଡ ଏୟାରପୋର୍ଟରେ ଏୟାର ଇଣ୍ଡିଆ ବିମାନ କ୍ରାସ୍ ଲ୍ୟାଣ୍ଡିଂ; ପାଇଲଟ୍ଙ୍କ ମୃତ୍ୟୁ, ଅନେକ ଯାତ୍ରୀ ଆହତ
ନୂଆଦିଲ୍ଲୀ: ୧୯୧ ଜଣ ଯାତ୍ରୀଙ୍କୁ ନେଇ ଦୁବାଇରୁ ଆସିଥିବା ଏୟାର୍ ଇଣ୍ଡିଆ ଏକ୍ସପ୍ରେସ୍ ବିମାନ ଶୁକ୍ରବାର ସନ୍ଧ୍ୟାରେ କେରଳର କୋଝିକୋଡ଼ ଠାରେ କ୍ରାସ୍ ଲ୍ୟାଣ୍ଡିଙ୍ଗ୍ କରିବାରୁ ପାଇଲଟ୍ଙ୍କର ମୃତ୍ୟୁ ଘଟିବା ସହ…
Read More...
Read More...
କେରଳ ଭୂସ୍ଖଳନରେ ପ୍ରଧାନମନ୍ତ୍ରୀଙ୍କ ଶୋକ, ମୃତକଙ୍କ ପରିବାରକୁ ୨ ଲକ୍ଷ ଘୋଷଣା
ଥିରୁଅନନ୍ତପୁରମ: କେରଳର ଇଡୁକି ଭୂସ୍ଖଳନ ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ପ୍ରତି ସମ୍ବେଦନ ପ୍ରକଟ କରିଛନ୍ତି । ଏହାସହ ପ୍ରତ୍ୟେକ ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏଁ…
Read More...
Read More...
ଜମ୍ମୁ-କଶ୍ମୀରର ଉପରାଜ୍ୟପାଳ ଭାବେ ଶପଥ ନେଲେ ମନୋଜ ସିହ୍ନା
ଶ୍ରୀନଗର: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବିଜେପି ନେତା ମନୋଜ ସିହ୍ନା ଆଜି ଜମ୍ମୁ-କଶ୍ମୀରର ଉପରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିଛନ୍ତି। ପୂର୍ବରୁ ଏହି ପଦରେ ଓଡ଼ିଶା ଜନ୍ମିତ ଗିରୀଶ ଚନ୍ଦ୍ର ମୁର୍ମୁ ରହିଥିଲେ। ହେଲେ ବୁଧବାର…
Read More...
Read More...
ରିୟାଙ୍କ କଲ ରେକର୍ଡରେ ମୁମ୍ବାଇ ପୋଲିସ ଅଫିସରଙ୍କ ନାମ
ମୁମ୍ବାଇ: ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲାରେ ତଦନ୍ତ ପ୍ରକ୍ରିୟା ଜୋର୍ ଧରିଛି। ଏପଟେ ମୁମ୍ବାଇସ୍ଥିତ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) କାର୍ଯ୍ୟାଳୟରେ ରିୟାଙ୍କୁ ଜେରା ଚାଲିଥିବା ବେଳେ ଅନ୍ୟପଟେ ରିୟାଙ୍କ କଲ୍…
Read More...
Read More...
କେରଳରେ ଭୂସ୍ଖଳନ ଘଟଣା; ମୃତ୍ୟୁସଂଖ୍ୟା ୧୫କୁ ବଢ଼ିଲା
ଇଡୁକି: କିଛି ଦିନ ଧରି ଲାଗି ରହିଥିବା ପ୍ରବଳ ବର୍ଷା ଓ ବନ୍ୟା ପରିସ୍ଥିତି ପାଇଁ କେରଳର ଇଡୁକି ଜିଲ୍ଲାରେ ଭୂସ୍ଖଳନ ହୋଇଛି। ଏହି ଭୂସ୍ଖଳନରେ ପୂର୍ବରୁ ୫ଜଣଙ୍କର ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଥିବା ବେଳେ ଏବେ ଏହି…
Read More...
Read More...
ନୂଆ ଶିକ୍ଷା ନୀତି ନୂତନ ଭାରତର ମୂଳଦୁଆ ପକାଇବ: ମୋଦି
ନୂଆଦିଲ୍ଲୀ: ଦୀର୍ଘ ୩୪ ବର୍ଷ ପରେ ଜାତୀୟ ଶିକ୍ଷା ନୀତିରେ ସୁଧାର ଆସିଛି । ଏହି ଶିକ୍ଷା ନୀତିରେ ବ୍ୟାପକ ପରିବର୍ତ୍ତନ ଆସିଥିବା ବେଳେ ଏହା ଉପରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜର ଅଭିଭାଷଣ ରଖିଛନ୍ତି । କେନ୍ଦ୍ର…
Read More...
Read More...
କେରଳରେ ଭୂସ୍ଖଳନ; ୫ ମୃତ
ମୁନ୍ନାର: କିଛି ଦିନ ଧରି ଲାଗି ରହିଥିବା ପ୍ରବଳ ବର୍ଷା ଓ ବନ୍ୟା ପରିସ୍ଥିତି ପାଇଁ କେରଳର ଇଡୁକି ଜିଲ୍ଲାରେ ଭୂସ୍ଖଳନ ହୋଇଛି। ଏହି ଭୂସ୍ଖଳନରେ ବର୍ତ୍ତମାନ ସୁଦ୍ଧା ୫ଜଣଙ୍କର ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଛି।…
Read More...
Read More...
ସୁଶାନ୍ତ ସିଂ ମୃତ୍ୟୁ ମାମଲା : ଇଡି କାର୍ଯ୍ୟାଳୟରେ ପହଞ୍ଚିଲେ ରିୟା ଚକ୍ରବର୍ତ୍ତୀ
ମୁମ୍ବାଇ: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ମୁମ୍ବାଇ ସ୍ଥିତ ଅଫିସ୍ରେ ହାଜର ହେଲେ ଦିବଂଗତ ବଲିଉଡ୍ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଗର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତୀ। ଦିନ ସାଢ଼େ ୧୧ଟା ସୁଦ୍ଧା ତାଙ୍କୁ ହାଜର ହେବା…
Read More...
Read More...
ଆଇପିଏସ୍ ଅଧିକାରୀ ବିନୟ ତିୱାରୀଙ୍କୁ କ୍ୱାରେଣ୍ଟାଇନରୁ ମୁକ୍ତ କଲା ବିଏମସି
ମୁମ୍ବାଇ: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ମାମଲାର ତଦନ୍ତ ପାଇଁ ମୁମ୍ବାଇରେ ପହଞ୍ଚିଥିବା ବିହାର କ୍ୟାଡର ଆଇପିଏସ୍ ଅଧିକାରୀ ବିନୟ ତିୱାରୀଙ୍କୁ କ୍ୱାରେଣ୍ଟାଇନରୁ ମୁକ୍ତ କରିଛି ବିଏମସି। ପାଟନା…
Read More...
Read More...
ଦେଶର ନୂଆ ସିଏଜି ହେଲେ ଗିରୀଶ ଚନ୍ଦ୍ର ମୁର୍ମୁ
ଭୁବନେଶ୍ୱର: ଓଡ଼ିଶାରେ ଜନ୍ମିତ ଗିରୀଶ ଚନ୍ଦ୍ର ମୁର୍ମୁ ହେଲେ ଦେଶର ନୂଆ କମ୍ପଟ୍ରୋଲର ଏଣ୍ଡ ଅଡିଟର ଜେନେରାଲ(ସିଏଜି)। ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ସିଏଜି ଭାବେ ନିଯୁକ୍ତି ଦେଇଛନ୍ତି। ଏନେଇ ଅର୍ଥ ମନ୍ତ୍ରାଳୟ…
Read More...
Read More...
ମୟାନଗରୀରେ ପ୍ରବଳ ବର୍ଷା; ସ୍ଥିତି ଅସମ୍ଭାଳ
ମୁମ୍ବାଇ: ମୟାନଗରୀରେ ପ୍ରବଳ ବର୍ଷା । ବାଦଲା ଫଟା ବର୍ଷା ଯୋଗୁଁ ସ୍ଥିତି ଅସମ୍ଭାଳ । ରାସ୍ତାରେ ଲହଡି ଭାଙ୍ଗୁଛି ବର୍ଷା ପାଣି । ଜୁଆଡେ ଦେଖିବ ଖାଲି ପାଣି ଆଉ ପାଣି । ରାସ୍ତା ଘାଟ, ଟ୍ରେନ୍ ଟ୍ରାକ୍ ଚାରିଆଡେ ପାଣି…
Read More...
Read More...
କୋଭିଡ୍ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣା: ମୃତାହତଙ୍କ ପାଇଁ ଅନୁକମ୍ପା ସହାୟତା ଘୋଷଣା କଲେ ପିଏମ୍, ତଦନ୍ତ ନିର୍ଦ୍ଦେଶ…
ଅହମ୍ମଦାବାଦ: କୋଭିଡ୍ ହସ୍ପିଟାଲରେ ଅଗ୍ନିକାଣ୍ଡରେ ମୃତାହତଙ୍କ ପାଇଁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରତି ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ…
Read More...
Read More...
