Browsing Category

National

କାରଗିଲ ଯୋଦ୍ଧାଙ୍କୁ ସମର୍ପିତ ‘ମନ୍ କି ବାତ୍’: ଶତ୍ରୁତା ଦୁଷ୍ଟଙ୍କ ସ୍ଵଭାଵ କହିଲେ ମୋଦି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କାରଗିଲ ବିଜୟ ଦିବସରେ ଦେଶର ଯବାନଙ୍କ ସାହସିକତାକୁ ମନେ ପକାଇଛନ୍ତି । ପ୍ରଧାନମନ୍ତ୍ରୀ ‘ମନ୍ କି ବାତ୍’ କାର୍ଯ୍ୟକ୍ରମରେ କହିଛନ୍ତି ଯେ ଯଦିଓ ଭାରତ ସେତେବେଳେ ପାକିସ୍ତାନ ସହ…
Read More...

ବିଜୟ ଦିବସ ଅବସରରେ ବୀର ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ: ଆଜି କାରଗିଲ ବିଜୟ ଦିବସ । ଏହି ଅବସରରେ ପ୍ରତିରକ୍ଷା ମନ୍ତ୍ରୀ ରଜନାଥ ସିଂ 'ନ୍ୟାସନାଲ ୱାର ମେମୋରିଆଲ' ଠାରେ ବୀର ସହିଦ ଯବାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଏହି ଅବସରରେ ତାଙ୍କ ସହ ଥିଲେ…
Read More...

ଆଜି ମୋଦିଙ୍କ ‘ମନ କି ବାତ୍‌’

ନୂଆଦିଲ୍ଲୀ: ଅଲ ଇଣ୍ଡିଆ ରେଡିଓରେ ‘ମନ କି ବାତ୍’ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶ ତଥା ବିଦେଶରେ ଥିବା ଭାରତୀୟଙ୍କୁ ସମ୍ବୋଧିତ କରିବେ। ‘ମନ କି ବାତ୍’ର ଏହା ୬୭ ତମ ପର୍ଯ୍ୟାୟ ହେବ ।ଏହା ସମଗ୍ର…
Read More...

ଆଜି ‘କାରଗିଲ ବିଜୟ ଦିବସ’

ନୂଆଦିଲ୍ଲୀ: 'କାରଗିଲ୍ ବିଜୟ ଦିବସ'କୁ ପୁରିଲା ୨୧ ବର୍ଷ । ୧୯୯୯ ମସିହା ଆଜିର ଦିନରେ ଦୁଷ୍ଟ ପାକିସ୍ତାନ ଉପରେ ବିଜୟ ଲାଭ କରିଥିଲେ ଆମ ଭାରତୀୟ ବୀର ମାନେ । କଶ୍ମୀରର କାରଗିଲ୍ ଜିଲ୍ଲାରେ ୧୯୯୯ ମସିହା ମେ ୩ ତାରିଖ ରୁ…
Read More...

ଦେଶରେ ପ୍ରଥମ : ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ କରୋନା

ଭୋପାଳ: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କରୋନା ପଜିଟିଭ ନେଇ ଟ୍ୱିଟ୍‌ କରି ନିଜେ ଶିବରାଜ ଏହା ଜଣାଇଛନ୍ତି। ନିଜର ସହଯୋଗୀମାନଙ୍କୁ ମଧ୍ୟ କରୋନା ଟେଷ୍ଟ କରିବାକୁ ସେ…
Read More...

ଅଗଷ୍ଟରେ ଖୋଲିପାରେ ସିନେମା ହଲ୍

ନୂଆଦିଲ୍ଲୀ: କେବେ ଖୋଲିବ ସିନେମା ହଲ୍ ? ଲକଡାଉନ ପରଠୁ ଦେଶରେ ବନ୍ଦ ରହିଥିବା ସିନେମା ହଲ୍ ଅଗଷ୍ଟ ମାସରୁ ପୁଣି ଥରେ ଖୋଲିପାରେ । ଅନୁମତି ଦେବା ପାଇଁ କେନ୍ଦ୍ର ଗୃହ ମନ୍ତ୍ରାଳୟକୁ ସୁପାରିଶ କରିଛି ସୂଚନା ଓ ପ୍ରସାରଣ…
Read More...

୨ ଆତଙ୍କବାଦୀ ନିହତ

ଶ୍ରୀନଗର: ଜାମ୍ମୁ-କାଶ୍ମୀରର ଶ୍ରୀନଗର ଅନ୍ତର୍ଗତ ରନବିରଗଡ ଅଞ୍ଚଳରେ ଶନିବାର ଦିନ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ଗୁଳି ବିନିମୟରେ ୨ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି ।ଆଧିକାରିକ ସୂଚନାନୁଯାୟୀ, ଏହି ଅଞ୍ଚଳରେ କିଛି…
Read More...

ଦିଲ୍ଲୀ ଏମ୍ସରେ ୫ ସ୍ୱେଚ୍ଛାସେବୀଙ୍କୁ ଦିଆଯିବ କୋଭାକ୍ସିନ ଟିକା

ନୂଆଦିଲ୍ଲୀ : ଭାରତରେ ପ୍ରସ୍ତୁତ କରୋନା ଟିକା କୋଭାକ୍ସିନର ମାନବ ପରୀକ୍ଷଣ ଆରମ୍ଭ ହୋଇଯାଇଥିବାବେଳେ ଆଜି ଦିଲ୍ଲୀର ଅଖିଳ ଭାରତ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍ସ)ରେ ୫ ଜଣ ସ୍ୱେଚ୍ଛାସେବୀଙ୍କୁ ଏହି ଟିକା ଦିଆଯିବ ।…
Read More...

ରାଜସ୍ଥାନର ବିଦ୍ରୋହୀ ବିଧାୟକଙ୍କୁ ଆଶ୍ଵସ୍ଥି, ବାଚସ୍ପତିଙ୍କ ଅଯୋଗ୍ୟ ଘୋଷଣା ନୋଟିସ୍‌କୁ ସ୍ଥଗିତ ରଖିଲେ କୋର୍ଟ

ଜୟପୁର: ସଚିନ୍ ପାଇଲଟ୍ ଏବଂ ଅନ୍ୟ ୧୮ ଜଣ ବିଦ୍ରୋହୀ କଂଗ୍ରେସ ବିଧାୟକଙ୍କ ଅଯୋଗ୍ୟତା ମାମଲାର ଶୁଣାଣି ସ୍ଥଗିତ ରଖି ସ୍ଥିତାବସ୍ଥା ବଜାୟ ରଖିବାକୁ ଶୁକ୍ରବାର ଦିନ ରାଜସ୍ଥାନ ହାଇକୋର୍ଟ ଆଦେଶ ଦେଇଛନ୍ତି।ଏଭଳି ଆଦେଶ…
Read More...

ଦେଶରେ ୨୪ ଘଣ୍ଟାରେ ସର୍ବାଧିକ ୪୯,୩୧୦ ଜଣ ଆକ୍ରାନ୍ତ ଚିହ୍ନଟ, ମୃତ୍ୟୁ ସଂଖ୍ୟା ଟପିଲା ୩୦ ହଜାର

ନୂଆଦିଲ୍ଲୀ: ଭାରତରେ ସବୁ ରେକର୍ଡ ଭାଙ୍ଗି କରୋନା ମହାମାରୀ ଏବେ ଅସମ୍ଭାଳ ସ୍ଥିତିରେ ପହଞ୍ଚି ଯାଇଛି । ଦେଶରେ ୨୪ ଘଣ୍ଟାରେ ସର୍ବାଧିକ ୪୯,୩୧୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୭୪୦ ଜଣ ପ୍ରାଣ ହରାଇଛନ୍ତି। ଯାହା…
Read More...

ରାମ ମନ୍ଦିର ଭୂମିପୂଜା ମୁହୂର୍ତ୍ତକୁ ଅଶୁଭ କହିଲେ ଶଙ୍କରାଚାର୍ଯ୍ୟ

ଅଯୋଧ୍ୟା: ବହୁ ବର୍ଷ ପରେ ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ପାଇଁ ତାରଖ ନିର୍ଦ୍ଧାରିତ ହୋଇଛି । ତେବେ ଅଯୋଧ୍ୟା ରାମ ମନ୍ଦିର ନିର୍ମାଣ ପାଇଁ ଶିଳାଦ୍ୟାସ ତାରିଖକୁ ନେଇ ବିବାଦ ସୃଷ୍ଟି ହୋଇଛଇ । ଶଙ୍କରାଚାର୍ଯ୍ୟ…
Read More...

ମାସ୍କ ନ ପିନ୍ଧିଲେ ଲକ୍ଷେ ଟଙ୍କା ତଣ୍ଡ ଗଣିବେ, କେଉଁଠି ଜାଣନ୍ତୁ ?

ନୂଆଦିଲ୍ଲୀ: ସର୍ବସାଧାରଣ ସ୍ଥାନରେ ମାସ୍କ ନ ପିନ୍ଧିଲେ କଡ଼ା ଗଣ୍ଡା ଜରିମାନା ଗଣିବେ । ଶହେ କି ହଜାରେ ନୁହେଁ, ଏକାଥରରେ ପଡ଼ିବ ଲକ୍ଷେ ଟଙ୍କା ଫାଇନ୍ । ସେମିତି ହେଲେ ଲୋକ ସଚେତନ ହେବେ ଓ କୋଭିଡ୍ କଟକଣାକୁ ମାନିବେ ।…
Read More...

ମଧ୍ୟପ୍ରଦେଶରେ ଜଣେ କ୍ୟାବିନେଟ୍ ମନ୍ତ୍ରୀଙ୍କୁ କରୋନା

ଭୋପାଳ: ମଧ୍ୟପ୍ରଦେଶ ସରକାରରେ କ୍ୟାବିନେଟ୍ ମନ୍ତ୍ରୀ ଅରବିନ୍ଦ ଭଦୋରିଆଙ୍କୁ କରୋନା । ତାଙ୍କ କୋଭିଡ୍ ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି । ଏହାପରେ ତାଙ୍କୁ ଭୋପାଳ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।…
Read More...

ପୁଣି ବ୍ରାଜିଲ ରାଷ୍ଟ୍ରପତିଙ୍କ କୋଭିଡ୍ ଟେଷ୍ଟ ରିପୋର୍ଟ ପଜିଟିଭ୍

ବ୍ରସିଲିଆ: ବ୍ରାଜିଲ ରାଷ୍ଟ୍ରପତି ଜୈର ବୋଲସୋନାରୋଙ୍କ କୋଭିଡ୍ ଟେଷ୍ଟ ପଜିଟିଭ୍ ପୁଣି ଆସିଛି ପଜିଟିଭ୍ । ଏନେଇ ରାଷ୍ଟ୍ରପତିଙ୍କ କାର‌୍ୟ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ଦୁଇ ସପ୍ତାହ ପାଇଁ ବୋଲସୋନାରୋ…
Read More...