Browsing Category
Odisha
ଆଖି ବୁଜିଲା ନନ୍ଦନକାନନରେ ନାଲି ବାଘୁଣୀ ‘ସାରା’
ନନ୍ଦନକାନନରେ ଆଖି ବୁଜିଛି ନାଲି ବାଘୁଣୀ 'ସାରା'। ବାଘ ସଫାରୀର ୩୩ ନମ୍ବର ଖୁଆଡରେ ରହୁଥିବା ଏହି ବାଘୁଣୀଟି ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲା।ତେବେ ସାରା ୨୦୦୯ରେ ଭୋପାଳ ଚିଡ଼ିଆଖାନାରୁ ଓଡ଼ିଶା ଆସିଥିଲା। ଏବେ…
Read More...
Read More...
୩ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ
୩ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସାଥିରେ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡା ମଧ୍ୟ ମୁଖ୍ୟମନ୍ତ୍ରୀ ସହ ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଏହି ଗସ୍ତ କାଳରେ…
Read More...
Read More...
କାହିଁକି ମାଟିରେ ମିଶୁଛି ବବିଙ୍କ ସରକାରୀ କ୍ୱାର୍ଟର୍ସ ପରିସରରେ ଥିବା ରାଜପ୍ରସାଦ?
ବିଜେଡି ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ସରକାରୀ କ୍ୱାର୍ଟର୍ସ ପରିସରରେ ନିର୍ମାଣ କରିଥିବା ରାଜପ୍ରସାଦ ପରି ଘରକୁ ଏବେ ଭାଙ୍ଗିବାରେ ଲାଗିଛନ୍ତି। ଆଜି ଏନେଇ ଗଣମାଧ୍ୟମରେ ଖବର ପ୍ରକାଶ ପରେ ଉକ୍ତ କ୍ୱାର୍ଟର୍ସ…
Read More...
Read More...
୧୦୦ ଦିନ ଭିତରେ ମହିଳାଙ୍କୁ ସୁଭଦ୍ରା ଯୋଜନା ନିଶ୍ଚୟ ମିଳିବ: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା
ଶହେ ଦିନ ଭିତରେ ମହିଳାଙ୍କୁ ସୁଭଦ୍ରା ଯୋଜନା ନିଶ୍ଚୟ ମିଳିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଲୋକଙ୍କୁ ଭ୍ରମିତ କରନ୍ତୁ ନାହିଁ । ସରକାରଙ୍କୁ ସହଯୋଗ କରନ୍ତୁ । ଡ୍ରାଫ୍ଟିଙ୍ଗ…
Read More...
Read More...
୨୬ରୁ ଛେଚିବ ବର୍ଷା
ରାଜ୍ୟରେ ମୌସୁମୀ ସକ୍ରିୟ ଥିବା ବେଳେ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ । ପ୍ରଭାବରେ ରାଜ୍ୟର ବିଭିନ୍ନ ଅଂଚଳରେ ବର୍ଷା ହେବା ନେଇ ଆକଳନ କରିଛି ଆଂଚଳିକ ପାଣିପାଗ ବିଭାଗ । ଏବଂ ୨୬ରୁ ୨୮ ତିନି ଦିନ ପାଇଁ ୟେଲୋ…
Read More...
Read More...
ମା’ ହାତରୁ ପଖାଳ ଖାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ରାଜ୍ୟର ଶାସନ ମୁଖ୍ୟ ହେବା ପରେ ପ୍ରଥମ ଥର ପାଇଁ ଆଜି ନିଜ ଜନ୍ମମାଟିରେ ପହଂଚିଛନ୍ତି ମୁଖ୍ୟମନ୍ତ୍ରୀ । କେନ୍ଦୁଝର ରାଇକଳା ଘରେ ପହଂଚିବା ପରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିବା ବେଳେ ମାଆଙ୍କୁ ଭେଟି ସାଷ୍ଟାଙ୍ଗ ପ୍ରଣାମ…
Read More...
Read More...
ଶ୍ରୀଗୁଣ୍ଡିଚା ଯାତ୍ରା ପାଇଁ ନୀତି ନିର୍ଘଣ୍ଟ
ଶ୍ରୀମନ୍ଦିର ଛତିଶା ନିଯୋଗ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଶ୍ରୀଗୁଣ୍ଡିଚା ଯାତ୍ରା ପାଇଁ ନୀତି ନିର୍ଘଣ୍ଟ ହୋଇଛି। ଦିନ ୧ଟା ୧୦ରେ ପହଣ୍ଡି ଆରମ୍ଭ ହୋଇ ୨ଟା ୩୦ରେ ପହଣ୍ଡି ସରିବ ବୋଲି ସମୟ ଧାର୍ଯ୍ୟ କରାଯାଇଛି। ଅପରାହ୍ନ ୪ଟାରେ…
Read More...
Read More...
ଓଡ଼ିଆରେ ଶପଥ ନେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଜୁଏଲ୍ ଓରାମ
ସାଂସଦ ଭାବେ ଶପଥ ନେଲେ ଦୁଇ ଓଡିଆ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଜୁଏଲ୍ ଓରାମ । ଆଜି ସଂସଦ ଅଧିବେଶନ ଆରମ୍ଭ ହେବା ପରେ କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ ସାଂସଦଙ୍କ ଶପଥ ପାଠ କରାଇଛନ୍ତି ।…
Read More...
Read More...
ଘଟଗାଁ ମାଆ ତାରିଣୀ ମନ୍ଦିର ପାଇଁ ଆଉ ୫୦ କୋଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଘଟଗାଁ ମାଆ ତାରିଣୀ ମନ୍ଦିର ପାଇଁ ଆଉ ୫୦ କୋଟି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଦୁଇ ଦିନିଆ କେନ୍ଦୁଝର ଜିଲ୍ଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ଆଜି ଏହି ଘୋଷଣା କରିଛନ୍ତି।ଗସ୍ତର ପ୍ରଥମ ଦିନରେ ସେ…
Read More...
Read More...
ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼ ଘଟଣା; କଂଗ୍ରେସର ୫ ଜଣଙ୍କୁ ୬ ବର୍ଷ ପାଇଁ ବହିଷ୍କାର
ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼ ଘଟଣାରେ ୫ ଜଣ କାର୍ଯ୍ୟକର୍ତ୍ତା ତଥା ପଦାଧିକାରୀଙ୍କୁ ଦଳରୁ ୬ ବର୍ଷ ପାଇଁ ବହିଷ୍କାର କରାଯାଇଛି। ଦଳୀୟ ଶୃଙ୍ଖଳା ଭଙ୍ଗ କରିଥିବା ଯୋଗୁ ସେମାନଙ୍କୁ…
Read More...
Read More...
ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର ପାଇଁ ନିଜ ଜନ୍ମ ମାଟିରେ ପହଂଚିଲେ ମୋହନ ଚରଣ ମାଝୀ
ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର ପାଇଁ ନିଜ ଜନ୍ମ ମାଟିରେ ପହଂଚିଛନ୍ତି ମୋହନ ଚରଣ ମାଝୀ। ଜନ୍ମମାଟି କେନ୍ଦୁଝର ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସେଠାରେ ଯାଇ ପହଞ୍ଚିବା ପରେ ତାଙ୍କୁ ପୁଷ୍ପଗୁଚ୍ଛ ଓ ଉପଢୌକନ…
Read More...
Read More...
ବିଭିନ୍ନ ନିଗମରେ ନିଯୁକ୍ତି ପାଇଥିବା ଅଧ୍ୟକ୍ଷକୁ ଦାୟିତ୍ୱରୁ ଅବ୍ୟାହତି
ରାଜ୍ୟର ବିଭିନ୍ନ ସରକାରୀ ନିଗମରେ ପୂର୍ବ ସରକାରଙ୍କ ସମୟରେ ଅଧ୍ୟକ୍ଷ ମାନଙ୍କୁ ନିଯୁକ୍ତି ଦିଆ ଯାଇଥିଲା। ଏହି ଅଧ୍ୟକ୍ଷ ମାନଙ୍କ ଯୋଗୁ ନିଗମ ଗୁଡ଼ିକର ପରିଚାଳନାରେ କୌଣସି ଗୁଣାତ୍ମକ ଉନ୍ନତି ପରିଲକ୍ଷିତ ହେଉ ନ ଥିବାରୁ…
Read More...
Read More...
ଜଳସେଚନ ବିଭାଗର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜଳସେଚନ ବିଭାଗର ସମୀକ୍ଷା କରିଛନ୍ତି । ଏହି ସମୀକ୍ଷା ପରେ ବିଭାଗୀୟ ସଚିବ ଅନୁ ଗର୍ଗ କହିଛନ୍ତି, ବନ୍ୟାକୁ ନେଇ ବିଭାଗ କେତେ ପ୍ରସ୍ତୁତ ସେ ନେଇ ଆଜି ମୁଖ୍ୟମନ୍ତ୍ରୀ ସମୀକ୍ଷା କରିଛନ୍ତି ।…
Read More...
Read More...
ଟାଇମ୍ସ ନାଓ ବିଜିନେସ୍ ଏକ୍ସଲେନ୍ସ ଆୱାର୍ଡ : ସୋଆକୁ ୭ଟି ସମ୍ମାନ ପ୍ରଦାନ
ଭୁବନେଶ୍ୱର(ବ୍ୟୁରୋ): ପୂର୍ବ ଭାରତର ଶ୍ରେଷ୍ଠ ଇଞ୍ଜିନିୟରିଂ କଲେଜ ଓ ମ୍ୟାନେଜମେଂଟ କଲେଜ ଭାବେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର) ଓ…
Read More...
Read More...
