Browsing Category

Odisha

୩ରୁ ସର୍ବସାଧାରଣଙ୍କ ଦର୍ଶନ ଲାଗି ଖୋଲିବ ଶ୍ରୀମନ୍ଦିର

ପୁରୀ: ସର୍ବସାଧାରଣଙ୍କ ଦର୍ଶନ ଲାଗି ଆସନ୍ତା ୩ ତାରିଖରୁ ଖୋଲିବ ପୁରୀ ଶ୍ରୀମନ୍ଦିର । ପୂର୍ବରୁ ଦୈନିକ ୫ ହଜାର ଭକ୍ତ ଦର୍ଶନ କରିପାରିବେ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଥିଲା । ସେବାୟତ ଓ ପୁରୀବାସୀଙ୍କ ଦର୍ଶନ…
Read More...

ମହିଳାଙ୍କ ପେଟରୁ ତୃତୀୟ ଥର ବଡ ଟ୍ୟୁମର ବାହାର କଲେ ସମ୍ ହସ୍ପିଟାଲର ସର୍ଜନ

ଭୁବନେଶ୍ୱର : ଜଣେ ୩୪ ବର୍ଷୀୟ ମହିଳାଙ୍କର ତଳିପେଟରୁ ୧୦ କେଜିରୁ ଅଧିକ ଓଜନର ଟ୍ୟୁମର କାଢ଼ିବା ଭଳି ଜଟିଳ ଅସ୍ତ୍ରୋପଚାର କରିବାରେ ସଫଳ ହୋଇଛନ୍ତି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍…
Read More...

ପୁରୀରେ ଅନ୍ତର୍ଜାତୀୟ ବିମାନବନ୍ଦର ପ୍ରତିଷ୍ଠା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚିଠି

ଭୁବନେଶ୍ୱର : ପୁରୀରେ ଏକ ଅନ୍ତର୍ଜାତୀୟ ବିମାନବନ୍ଦର ପ୍ରତିଷ୍ଠା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ବିମାନବନ୍ଦରର ନାଁ ଶ୍ରୀଜଗନ୍ନାଥ ଅନ୍ତର୍ଜାତୀୟ…
Read More...

୮୪ଟି ନୂଆ ଆମ୍ବୁଲାନ୍ସକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟର ଉପକୂଳରୁ ଉପାନ୍ତ ଆହୁରି ସୁଦୃଢ ହେବ ସ୍ୱାସ୍ଥ୍ୟସେବା । ଶୁକ୍ରବାର ୮୪ଟି ନୂଆ ତଥା ଅତିରିକ୍ତ ୧୦୮ ଆମ୍ବୁଲାନ୍ସକୁ ଲୋକାର୍ପିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଜି ଛକସ୍ଥିତ ପରିବହନ ଭବନ…
Read More...

ଝାରସୁଗୁଡା ଜିଲ୍ଲାରେ ନୂଆ ଏସ୍‌ପି ଭାବେ ଦାୟିତ୍ୱ ଗ୍ରହଣ କଲେ ବିକାଶ ଦାସ

ଝାରସୁଗୁଡା : ଝାରସୁଗୁଡା ଜିଲ୍ଲାରେ ନୂଆ ଏସ୍‌ପି ଭାବେ ଦାୟିତ୍ୱ ଗ୍ରହଣ କଲେ ବିକାଶ ଦାସ। ବର୍ତ୍ତମାନର ଏସପି ରାହୁଲ ପିଆର ଯାଜପୁର ଜିଲ୍ଲାକୁ ବଦଳି ହେବା ପରେ ଭଦ୍ରକର ଅତିରିକ୍ତ ଏସ୍‌ପି ବିକାଶ ଦାସଙ୍କୁ ଝାରସୁଗୁଡାର ନୂତନ…
Read More...

ବଦଳିଲେ ୪ ଜିଲ୍ଲାପାଳ : ଆର୍ ଭୀନିଲ କ୍ରିଷ୍ଣା ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ

ଭୁବନେଶ୍ୱର : ରାଜ୍ୟ ସରକାର ଆଇଏଏସ୍ ସ୍ତରରେ ଏକ ଅଦଳବଦଳ କରିଛନ୍ତି । ଆର୍ ଭୀନିଲ କ୍ରିଷ୍ଣା ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭାବେ ନିଯୁକ୍ତ ହୋଇଛନ୍ତି । ଏଥିସହ ୪ ଜିଲ୍ଲାପାଳଙ୍କର ବଦଳି ହୋଇଛି । କେନ୍ଦ୍ରାପଡ଼ା…
Read More...

ନୂତନ ଉନ୍ନୟନ କମିସନର ଭାବେ ବରିଷ୍ଠ ଆଇଏଏସ୍ ଅଧିକାରୀ ପ୍ରଦୀପ କୁମାର ଜେନାଙ୍କ ଦାୟିତ୍ୱ ଗ୍ରହଣ

ଭୁବନେଶ୍ୱର : ନୂତନ ଉନ୍ନୟନ କମିସନର ଭାବେ ବରିଷ୍ଠ ଆଇଏଏସ୍ ଅଧିକାରୀ ପ୍ରଦୀପ କୁମାର ଜେନା ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି । ଆଗରୁ ସେ ଏସଆରସି, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭଳି ଦାୟିତ୍ୱ ତୁଲାଇ ସାରିଛନ୍ତି ।…
Read More...

ନୂଆ ମୁଖ୍ୟଶାସନ ସଚିବ ଭାବେ ଦାୟୀତ୍ୱ ନେଲେ ସୁରେଶ ଚନ୍ଦ୍ର ମହାପାତ୍ର

ଭୁବନେଶ୍ୱର : ନୂଆ ମୁଖ୍ୟ ଶାସନ ସଚିବ ଭାବେ ବରିଷ୍ଠ ଆଇଏଏସ୍ ଅଧିକାରୀ ସୁରେଶ ଚନ୍ଦ୍ର ମହାପାତ୍ର ଶୁକ୍ରାର ନୂଆ ବର୍ଷରେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଅସିତ ତ୍ରିପାଠୀ ଅବସର ଗ୍ରହଣ କରିବା ପରେ ସେ ଏହି ପଦରେ ଅବସ୍ଥାପିତ…
Read More...

ବାଇକ୍ ରେ ଯାଉଥିଲେ ଦୁଇ ଜଣ ହେଲମେଟ୍ବା ପିନ୍ଧି ନଥିବେ ତେବେ ଚାଳକଙ୍କ ଡ୍ରାଇଭିଂ ଲାଇସେନ୍ସ ବାତିଲ କରାଯିବ

ଭୁବନେଶ୍ୱର : ଜାନୁଆରୀରୁ କଡ଼ାକଡ଼ା ଟ୍ରାଫିକ ଚେକିଂ । ବାଇକ୍ ପଛରେ ବସିଥିବା ବ୍ୟକ୍ତି ମଧ୍ୟ ହେଲମେଟ୍ ପିନ୍ଧିବା ବାଧ୍ୟତାମୂଳକ । ଆସନ୍ତାକାଲି ଠାରୁ ରାଜଧାନୀରେ କଡାକଡି ହେବ ଟ୍ରାଫିକ୍ ନିୟମ । ବାଇକ୍ ରେ ଯାଉଥିଲେ ଦୁଇ…
Read More...

ଆଜି ରାଜ୍ୟରୁ ୩୧୫ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର : ଆଜି ରାଜ୍ୟରୁ ୩୧୫ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରେ କ୍ବାରେଣ୍ଟାଇନ କେନ୍ଦ୍ରରୁ ୧୮୧ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୩୪ଜଣ କରୋନା ସଂକ୍ରମିତ ଚିହ୍ନଟ…
Read More...

ଆଜି ରାଜ୍ୟରେ ରାତି ୧୦ଟାରୁ ସକାଳ ୫ଟା ଯାଏ ନାଇଟ କର୍ଫ୍ୟୁ

ଭୁବନେଶ୍ବର :ନୂଆବର୍ଷ ଅବସରରେ ଏହି କରୋନାର ବ୍ୟାପିବାର ଅଧିକ ଆଶଙ୍କା ଥିବାରୁ ରାଜ୍ୟସରକାର ନାଇଟ କର୍ଫ୍ୟୁ ନିୟମ ଲାଗୁ କରିଛନ୍ତି। ଆଜି ରାତି ୧୦ଟାରୁ ଆସନ୍ତାକାଲି ସକାଳ ୫ଟା ପର୍ଯ୍ୟନ୍ତ ନାଇଟ କର୍ଫ୍ୟୁ ଲାଗୁ କରିଛନ୍ତି…
Read More...

ଜାନୁଆରିରେ କଣ୍ଟେନମେଣ୍ଟ ଜୋନରେ ଜାରି ରହିବ ଲକଡାଉନ୍

ଭୁବନେଶ୍ବର : ଜାନୁଆରି ମାସ ଲାଗି କୋଭିଡ୍ କଟକଣା କିଭଳି ରହିବ ସେ ନେଇ ନୂତନ ଗାଇଡଲାଇନ୍ ଜାରି କରିଛନ୍ତି ରାଜ୍ୟ ସରକାର। ସ୍ବତନ୍ତ୍ର ରିଲିଫ୍ କମିସନରଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ଏହି ଗାଇଡଲାଇନରେ କଣ୍ଟେନମେଣ୍ଟ…
Read More...

ଶିଶୁ ଓ ମହିଳା ବିରୋଧୀ ଅପରାଧର ତଦନ୍ତ ଲାଗି ଗଠିତ ହେବ ପୋଲିସର ସ୍ୱତନ୍ତ୍ର ଓ୍ୱିଙ୍ଗ୍ : ମୁଖ୍ୟମନ୍ତ୍ରୀ ନବୀନ…

ଭୁବନେଶ୍ୱର :  ରାଜ୍ୟରେ ଶିଶୁ ଓ ମହିଳା ମାନଙ୍କ ବିରୋଧରେ ହେଉଥିବା ଅପରାଧର ତୁରିତ ତଦନ୍ତ କରି ଦୋଷୀଙ୍କୁ ଦଣ୍ଡ ଦିଆଯିବ । ଶିଶୁ ଓ ମହିଳା ବିରୋଧୀ ଅପରାଧର ତଦନ୍ତ ଲାଗସ୍ପୋଲିସ ବିଭାଗରେ କାର୍ଯ୍ୟକାରୀ ହେବ ସ୍ୱତନ୍ତ୍ର…
Read More...

ଜାନୁଆରି ମାସ ପାଇଁ ଗାଇଡଲାଇନ୍‌ : ସାରା ରାଜ୍ୟରେ ଜିରୋ ନାଇଟ୍‌ ପାଳନ ମନା

ଭୁବନେଶ୍ୱର: ନୂଆବର୍ଷ  ଦିନକ ପୂର୍ବରୁ ରାଜ୍ୟ ସରକାର ଜାନୁଆରି ମାସ ପାଇଁ ଗାଇଡଲାଇନ୍‌ ଜାରି କରିଛନ୍ତି। ସ୍ବତନ୍ତ୍ର ରିଲିଫ୍ କମିସନରଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ନିର୍ଦ୍ଦେଶନାମାରେ ସାରା ରାଜ୍ୟରେ ଏଥର ଜିରୋ ନାଇଟ୍‌…
Read More...