Browsing Category

Odisha

ଚାଳକ ସହ ପିଲିଅନ୍ ହେଲମେଟ୍ ବାଧ୍ୟତାମୂଳକ, ନହେଲେ ରଦ୍ଦ ହେବ DL

ଭୁବନେଶ୍ୱର: ବାରମ୍ବାର ସଚେତନତା ସତ୍ତ୍ୱେ ଅନେକ ହେଲମେଟ ନପିନ୍ଧି ବାଇକ୍ ଚଳାଉଛନ୍ତି । ଏପରିସ୍ଥଳେ ଦୁର୍ଘଟଣା ଘଟିଲେ ଚାଳକ ସହ ପଛରେ ବସିଥିବା ଲୋକଙ୍କ ଜୀବନ ପ୍ରତି ବିପଦ ବଢ଼ୁଛି । ଅନେକ ସମୟରେ ପ୍ରାଣହାନୀ ଘଟୁଛି । ଏହା…
Read More...

ପରୀ ମୃତ୍ୟୁକୁ ରାଜନିତୀର କୁଟାଖିଅ କରାନଯାଉ : ବିଜେଡି

ଭୁବନେଶ୍ୱର: ପରୀ ମୃତ୍ୟୁ ମାମଲାର ଏସଆଇଟି ତଦନ୍ତ କରୁଛି, ଏହାକୁ ରାଜନୀତି କୁଟାଖିଅ କରାନଯାଉ ବୋଲି କହି ବିଜେପି ଓ କଂଗ୍ରେସକୁ ଟାର୍ଗେଟ କରି କହିଛନ୍ତି ବିଜେଡି ମୁଖପାତ୍ର ଲେନିନ୍ ମହାନ୍ତି । । ଇନଫୋସିଟି ନାବାଳିକା…
Read More...

ପରୀ ରାଜନୀତି ସରଗରମ : ପରୀ ବାପାମା’ଙ୍କୁ ଭେଟିଲେ ବିରୋଧୀ ବିଜେପି-କଂଗ୍ରେସ ନେତା

ନୟାଗଡ଼ : ପରୀ ମୃତ୍ୟୁ ମାମଲାକୁ ନେଇ ଥମୁନି ରାଜନୀତି । ଆଜି ନୟାଗଡ଼ ଯଦୁପୁର ଯାଇ ପରୀ ବାପାମାଆଙ୍କୁ ଭେଟିଛନ୍ତି ଉଭୟ ବିଜେପି ଆଉ କଂଗ୍ରେସ । ପରୀକୁ ନ୍ୟାୟ ନମିଳିବା ପର୍ଯ୍ୟନ୍ତ ଲଢ଼େଇ ଜାରି ରହିବ ବୋଲି ଚେତାବନୀ…
Read More...

“ରାଜ୍ୟରେ ଆଉ କରୋନାର ଦ୍ଵିତୀୟ ଲହର ସଂକ୍ରମଣର ସମ୍ଭାବନା ନାହିଁ “

ଭୁବନେଶ୍ଵର : ରାଜ୍ୟରେ ଆଉ କରୋନାର ଦ୍ଵିତୀୟ ଲହର ସଂକ୍ରମଣର ସମ୍ଭାବନା ନାହିଁ। ଯାହା ନିଶ୍ଚିତ ଭାବେ ରାଜ୍ୟବାସୀଙ୍କ ପାଇଁ ଆଶ୍ଵସ୍ତିକର ଖବର। ଏହି ସୂଚନା ଦେଇଛନ୍ତି ରାଜ୍ୟ କୋଭିଡ୍ ପରାମର୍ଶଦାତା ଡାକ୍ତର ଜୟନ୍ତ…
Read More...

ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ପକ୍ଷରୁ ୬ ତାରିଖ ଦିନ ଦିଦାୟୀ ଓ ମହାଲି ଜନଜାତିଙ୍କର ଜୀବନଶୈଳୀ…

ଭୁବନେଶ୍ୱର :  କୋଭିଡ୍‌ ପରିପ୍ରେକ୍ଷୀରେ ଏସ୍‌ସିଏସ୍‌ଟିଆର୍‌ଟିଆଇଠାରେ ଥିବା ରାଜ୍ୟ ଜନଜାତି ସଂଗ୍ରହାଳୟ ଦର୍ଶକମାନଙ୍କ ନିମନ୍ତେ ବନ୍ଦ ରହିଛି । ତେଣୁ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ପକ୍ଷରୁ…
Read More...

‘ମୃତ୍ତିକାର ସ୍ୱାସ୍ଥ୍ୟ ପରିଚାଳନା ଦିଗରେ ବ୍ୟାପକ ଜନସଚେତନତା ସୃଷ୍ଟି କରିବାକୁ ପଡ଼ିବ’ : ମନ୍ତ୍ରୀ ଡ. ସାହୁ

ଭୁବନେଶ୍ୱର :  ମାଟି ସମସ୍ତ ଜୀବଜଗତ ଓ ଉଦ୍ଭିଦଜଗତର ପ୍ରାଣସତ୍ତାର ଆଧାର । ସଠିକ୍‌ ଯନି ନନେଲେ ଏହା ଶୀଘ୍ର ନଷ୍ଟ ହୋଇଯାଏ ଏବଂ ଚାଷକାର୍ଯ୍ୟ ପାଇଁ ଅନୁପଯୋଗୀ ହୋଇଯାଏ । ବୈଜ୍ଞାନିକମାନଙ୍କ ଆକଳନ ଅନୁଯାୟୀ ୧ ଇଞ୍ଚ ମାଟି…
Read More...

ଦେଶର ବିକାଶ ଏବଂ ଲୋକଙ୍କ ଜୀବନରେ ଉନ୍ନତି ଆଣିବାରେ ବିଜ୍ଞାନର ଭୂମିକା ମହତ୍ୱପୂର୍ଣ୍ଣ -ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର :  ଦେଶର ବିକାଶ ଏବଂ ଲୋକଙ୍କ ଜୀବନରେ ଉନ୍ନତି ଆଣିବାରେ ବିଜ୍ଞାନ, ଜ୍ଞାନକୌଶଳ, ନବଉନ୍ମେଷର ଭୂମିକା ମହତ୍ୱପୂର୍ଣ୍ଣ ବୋଲି ଶନିବାର ବିଜ୍ଞାନ ଏବଂ ଶିଳ୍ପ ଗବେଷଣା ପରିଷଦ - ଖଣିଜ ଏବଂ ପଦାର୍ଥ…
Read More...

୯୦ ପ୍ରତିଶତ ନଷ୍ଟ ଫୁସ୍‌ଫୁସ୍‌କୁ ଇକ୍‌ମୋ ପଦ୍ଧତିରେ ସୁସ୍ଥ କଲେ ସମ୍ ଡାକ୍ତର

ଭୁବନେଶ୍ୱର  : କୋଭିଡ୍‌-୧୯ ସଂକ୍ରମିତ ହେଲେ ଅନେକ କ୍ଷେତ୍ରରେ ସଂକ୍ରମିତଙ୍କ ଫୁସ୍‌ଫୁସ୍ ଅଧିକ ମାତ୍ରାରେ ଆକ୍ରାନ୍ତ ହେଉଛି । କେତେକ କ୍ଷେତ୍ରରେ ଫୁସ୍‌ଫୁସ୍ ନଷ୍ଟ ହେବା ଦ୍ୱାରା ସଂକ୍ରମିତଙ୍କ ମୃତ୍ୟୁ ମଧ୍ୟ ଘଟୁଛି । ତେବେ…
Read More...

ବନ୍ଧାହେଲେ ପ୍ରଦୀପ ପାଣିଗ୍ରାହୀ : ଭାବି ଜ୍ୱାଇଁ ଆକାଶଙ୍କ ସହ ମିଶି ଠକେଇ ଅଭିଯୋଗରେ ପ୍ରଦୀପ ଗିରଫ

ଭୁବନେଶ୍ୱର: ବନ୍ଧାହେଲେ ପ୍ରଦୀପ ପାଣିଗ୍ରାହୀ । ଜେରା ପରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ କ୍ରାଇମବ୍ରାଞ୍ଚ ଗିରଫ କରିଛି । ଭାବି ଜ୍ୱାଇଁ ଆକାଶ ପାଠକଙ୍କ ସହ ମିଶି ପ୍ରଦୀପ ପାଣିଗ୍ରାହୀ ଟାଟା ମୋଟର୍ସରେ…
Read More...

ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ବିଭାଗର ୧୫ଟି ଅନଲାଇନ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ଜରିଆରେ ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ବିଭାଗର ୧୫ଟି ଅନ୍‌ଲାଇନ ସେବାର ଶୁଭାରମ୍ଭ କରିଛନ୍ତି। ଏହାସହିତ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ହୀରାକୁଦ ଜଳଭଣ୍ଡାର…
Read More...

ଅଫଲାଇନରେ ହେବ ଦଶମ ଓ ଯୁକ୍ତ ଦୁଇ ପରୀକ୍ଷା : ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର: ଦଶମ ଓ ଯୁକ୍ତ ଦୁଇ ପରୀକ୍ଷା ଅଫଲାଇନରେ ହେବ ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ସୂଚନା ଦେଇଛନ୍ତି। ଅଫଲାଇନରେ ପରୀକ୍ଷା ନେଇ ସିବିଏସଇ କହିଛି। ସେହି ଅନୁସାରେ ଓଡ଼ିଶାରେ ଦଶମ ଓ ଯୁକ୍ତ ଦୁଇ ପରୀକ୍ଷା…
Read More...

ରାଜ୍ୟରୁ ଆଜି ସୁସ୍ଥ ହେଲେ ୬୨୯ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ରାଜ୍ୟରୁ ଆଜି ୬୨୯ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ନୂଆ ସୁସ୍ଥଙ୍କୁ ମିଶାଇଲେ ରାଜ୍ୟରୁ ଏଯାବତ ୩୧୪୦୨୩ଜଣ କରୋନା…
Read More...

ଲିଙ୍ଗରାଜ ମନ୍ଦିର ସାମ୍ନାରେ ସେବାୟତଙ୍କ ସହ ସିଧାକଥା ହୋଇ ସେମାନଙ୍କ ସମସ୍ୟା ବୁଝିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଲିଙ୍ଗରାଜ ମନ୍ଦିର ପରିଦର୍ଶନରେ ଆଜି ସନ୍ଧାରେ ଆସିଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେବଳ କାମ ବୁଲି ଦେଖି ନାହାନ୍ତି କାମର ଅଗ୍ରଗତି ସମୀକ୍ଷା କରିବା ସହ ଲିଙ୍ଗରାଜ ମହାପ୍ରଭୁଙ୍କ ସେବାୟତ ମାନଙ୍କ ସହ…
Read More...

ଫାଇଲ୍ ହୋଇନି ପାଠକଙ୍କ ଆକାଉଣ୍ଟରେ ୧୪ କୋଟି ଜମାର ଆୟକର ରିଟର୍ଣ୍ଣ : ତଦନ୍ତ କରିବ ED ଓ IT !

ଭୁବନେଶ୍ୱର: ଆକାଉଣ୍ଟରେ କୋଟି କୋଟି ଟଙ୍କାର ସନ୍ଦିଗ୍ଧ କାରବାର । ପ୍ରତିପତି ଦେଖାଇ ବେନିୟମ୍ କାରବାର କରୁଥିଲେ ଗିରଫ ପାଠକ ବାପ-ପୁଅ । ଖୋଳତାଡ଼ ପରେ ଭିଜିଲାନ୍ସ ହାତରେ ଲାଗିଛି ପ୍ରମାଣ । ନିଲମ୍ବିତ IFS ଅଫିସର ଅଭୟକାନ୍ତ…
Read More...