Browsing Category

Odisha

ଗତ ୪ ବର୍ଷରେ ଓଡିଶାକୁ ପୋଷଣୀୟ କୃଷି ପାଇଁ କେନ୍ଦ୍ର ଦେଇଛି ୭.୭୫ କୋଟି : ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର: ଜାତୀୟ ମିଶନ ଅଧୀନରେ ଜଙ୍ଗଲ କୃଷି ଅଭିବୃଦ୍ଧିକୁ ପ୍ରୋତ୍ସାହନ ଦେବା ଏବଂ ରାଜ୍ୟର ମହିଳା, କ୍ଷୁଦ୍ର, ମଧ୍ୟମ କୃଷକ ମାନଙ୍କୁ ସଶକ୍ତ କରିବା ପାଇଁ ଗତ ୪ ବର୍ଷ ମଧ୍ୟରେ ଓଡିଶାକୁ ପୋଷଣୀୟ କୃଷି ପାଇଁ…
Read More...

ବିଧାନସଭାରେ ପାରିତ ହେଲା ବିଶ୍ଵବିଦ୍ୟାଳୟ ସଂଶୋଧନ ବିଲ୍

ଭୁବନେଶ୍ୱର: ବହୁ ହଟ୍ଟଗୋଳ ପରେ ଆଜି ବିଧାନସଭାରେ ରାଜ୍ୟ ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍ ପାରିତ ହୋଇଛି । ଏନେଇ ବିଜେପି ଓ କଂଗ୍ରେସର ବିଧାୟକମାନେ ବାରମ୍ବାର ହଟ୍ଟଗୋଳ କରିବା ସହ ଏହି ବିଲ୍ ପାରିତ ହେଲେ ବିଶ୍ୱବିଦ୍ୟାଳୟ…
Read More...

ଆଉ ନାହାନ୍ତି ବାଲେଶ୍ୱରର ପୂର୍ବତନ ସାଂସଦ କାର୍ତ୍ତିକେଶ୍ୱର ପାତ୍ର; ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ୱର: ଆଉ ନାହାନ୍ତି ବାଲେଶ୍ୱରର ପୂର୍ବତନ ସାଂସଦ ତଥା ଭୋଗରାଇ ପୂର୍ବତନ ବିଧାୟକ କାର୍ତ୍ତିକେଶ୍ୱର ପାତ୍ର । ୮୧ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଅସୁସ୍ଥତା ଯୋଗୁଁ ଚିକିତ୍ସା ପାଇଁ ଆମ୍ବୁଲାନ୍ସ ଯୋଗ…
Read More...

ସୁପରସୋନିକ ମିସାଇଲ ସ୍ମାର୍ଟର ସଫଳ ପରୀକ୍ଷଣ, ରାଜନାଥଙ୍କ ଶୁଭେଚ୍ଛା

ଭୁବନେଶ୍ୱର: ସଫଳତାର ରେକର୍ଡ ଭାଙ୍ଗୁଛି ଭାରତୀୟ ପ୍ରତିରକ୍ଷା ଅନୁସନ୍ଧାନ ଓ ସଂସ୍ଥା(ଡିଆରଡିଓ) । ସୀମାରେ ଜାରି ଉତ୍ତେଜନା ମଧ୍ୟରେ ପ୍ରତ୍ୟେକ ଦିନ ନୂଆ ନୂଆ ଅସ୍ତ୍ରଶସ୍ତ୍ର ପରୀକ୍ଷଣ କରୁଛି ଭାରତ । ଦେଶର ଶକ୍ତି ଏବଂ…
Read More...

୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଏହାରି ପ୍ରଭାବରେ ଆଜି ଓ କାଲି ପାଇଁ ୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତାକାଲି ସକାଳ ସୁଦ୍ଧା ୧୩…
Read More...

ଘରେ ସଙ୍ଗରୋଧରେ ଥିବା କରୋନା ଆକ୍ରାନ୍ତଙ୍କୁ ଦିଆଯିବ ଫାଭିପିରାଭିର

ଭୁବନେଶ୍ୱର : ଘରେ ସଂଗରୋଧରେ ରହୁଥିବା କରୋନା ରୋଗୀମାନଙ୍କ ପାଇଁ ସରକାର ଆଣ୍ଟିଭାଇରାଲ ଔଷଧ ଫାଭିପିରାଭିର ଯୋଗାଇଦେବେ । ପ୍ରାରମ୍ଭିକ ପର୍ଯ୍ୟାୟରେ କଟକ, ଭୁବନେଶ୍ୱର ଓ ପୁରୀରେ ଏହି ଔଷଧ ଯୋଗାଇଦିଆଯିବ । ଏ ସଂପର୍କରେ ଆଜି…
Read More...

ରାଜଧାନୀରୁ ଆଉ ୩୧୯ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱରର ବିଭିନ୍ନ ଅଂଚଳରୁ ଗତ ୨୪ ଘଣ୍ଟାରେ ( ରବିବାର ସକାଳ ୯ଟାରୁ ସୋମବାର ସକାଳ ୯ଟା ସୁଦ୍ଧା) ମୋଟ୍‌ ୩୧୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ମଧ୍ୟରୁ ୯୨ଟି କ୍ୱାରାଣ୍ଟାଇନ ମାମଲା ଥିବାବେଳେ…
Read More...

ପ୍ରକାଶ ପାଇଲା +୨ ଆଡମିସନ ଦ୍ଵିତୀୟ କଟଅଫ୍ ତାଲିକା

ଭୁବନେଶ୍ୱର : ଯୁକ୍ତ ୨ ଆଡମିଶନ ଦ୍ୱିତୀୟ କଟଅଫ୍ ମାର୍କ ତାଲିକା ପ୍ରକାଶ ପାଇଛି। କଟ୍‌ ଅଫ୍ ମାର୍କ ତାଲିକାର କଳାରେ ବିଜେବି, ବିଜ୍ଞାନରେ ରେଭେନ୍ସା, ବାଣିଜ୍ୟରେ ବ୍ୟାସନଗର ପ୍ରଥମରେ ରହିଛନ୍ତି। କଳାରେ ବିଜେବି ଉଚ୍ଚ…
Read More...

ରାଜଧାନୀରେ ୩୫୪ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ଅଞ୍ଚଳରୁ ୩୫୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରେ କ୍ୱାରେଣ୍ଟାଇନ୍‌ରୁ ୧୦୮ ଓ ଲୋକାଲ୍‌ କେସ ୨୪୬ ଅଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଟ୍ୱିଟ୍‌ କରିଛି। ଏହାଛଡ଼ା…
Read More...

ପଞ୍ଚଭୂତରେ ବିଲୀନ ମହାରଥୀଙ୍କ ମରଶରୀର, ସ୍ୱର୍ଗଦ୍ୱାରରେ ଶେଷକୃତ୍ୟ ସମ୍ପନ୍ନ

ପୁରୀ: ପଞ୍ଚଭୂତରେ ବିଲୀନ ହୋଇଛି ପିପିଲି ବିଧାୟକ ତଥା ବିଜେଡିର ଟାଣୁଆ ନେତା ପ୍ରଦୀପ ମହାରଥୀଙ୍କର ପାର୍ଥିବ ଶରୀର । ସ୍ୱର୍ଗଦ୍ୱାରରେ ପ୍ରଦୀପଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି । ପୁଅ ରୁଦ୍ର ମହାରଥୀ ତାଙ୍କୁ ମୁଖାଗ୍ନୀ…
Read More...

ଆରଏମଆରସି, ଆଇସିଏଫଏମଡି,ଏମ୍ସ, ଆଇଏଲଏସର ନିର୍ଦ୍ଦେଶକଙ୍କ ସହ କୋଭିଡ୍‌-୧୯ ସମ୍ପର୍କରେ ଆଲୋଚନା କଲେ କେନ୍ଦ୍ରମନ୍ତ୍ରୀ…

ଭୁବନେଶ୍ୱର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ରାଜ୍ୟର ପ୍ରମୁଖ ଚାରି ସ୍ୱାସ୍ଥ୍ୟାନୁଷ୍ଠାନ ଯଥା ଭୁବନେଶ୍ୱର ଏମ୍ସର ନିର୍ଦ୍ଦେଶିକା ଡା. ଗୀତାଞ୍ଜଳି ବ୍ୟାଟ୍‌ମ୍ୟାନ୍‌ଆବାନେ, ଆଞ୍ଚଳିକ ସ୍ୱାସ୍ଥ୍ୟ ଗବେଷଣା…
Read More...

ଆସନ୍ତାକାଲି ଯାଏଁ ଗୃହ ମୁଲତବୀ

ଭୁବନେଶ୍ୱର: ରବିବାର ବିଧାନସଭାରେ ବରିଷ୍ଠ ନେତା ପ୍ରଦୀପ ମହାରଥୀଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ ପରେ ଆସନ୍ତାକାଲି ଯାଏଁ ଗୃହକୁ ମୁଲତବୀ ରଖାଯାଇଛି । ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଆସନ୍ତାକାଲି ଦିନ ୧୦.୩୦ ଯାଏଁ…
Read More...

ପ୍ରଦୀପ ମହାରଥୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର: ପରଲୋକଗତ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରଦୀପ ମହାରଥୀଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହ ସ୍ୱର୍ଗତଃ ମହାରଥୀଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା…
Read More...

ପ୍ରଦୀପ ମହାରଥୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ରାଜ୍ୟପାଳ

ଭୁବନେଶ୍ଵର:ପିପିଲି ବିଧାୟକ ତଥା ରାଜ୍ୟର ବରିଷ୍ଠ ରାଜନେତା ପ୍ରଦୀପ ମହାରଥୀଙ୍କ ଅକାଳ ବିୟୋଗ ଖବରରେ ଶୋକପ୍ରକାଶ କରିଛନ୍ତି ରାଜ୍ୟପାଳ। ମାନ୍ୟବର ରାଜ୍ୟପାଳ କହିଛନ୍ତି ଯେ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରଦୀପ…
Read More...