Browsing Category

Odisha

ବିଧାନସଭା ଅଧିବେଶନ ଆରମ୍ଭ ପୂର୍ବରୁ ଆଉ ୫ ବିଧାୟକ ପଜିଟିଭ

ଭୁବନେଶ୍ୱର: ଆଜି ବିଧାନସଭା ମୌସୁମୀ ଅଧିବେଶନ ହେବ। ଏହା ପୂର୍ବରୁ ସୁରକ୍ଷାକୁ ଦୃଷ୍ଟିରେ ରଖି ବିଧାୟକ ଓ ମନ୍ତ୍ରୀମାନଙ୍କର କରୋନା ପରୀକ୍ଷା କରାଯାଇଥିଲା। ଏବେ ପୁଣି ୫ ବିଧାୟକ କରୋନା ପଜିଟିଭ ଚିହ୍ନଟ ହୋଇଥିବା ଜଣାଯାଇଛି…
Read More...

ଆଜିଠୁ ବିଧାନସଭା ଆରମ୍ଭ, ନବୀନ ନିବାସରୁ ସାମିଲ ହେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କରୋନା ଭୟ । ଏହା ଭିତରେ ଆଜିଠୁ ଆରମ୍ଭ ହେବାକୁ ଯାଉଛି ବିଧାନସଭା ମୌସୁମୀ ଅଧିବେଶନ। ଅକ୍ଟୋବର ୭ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଅଧିବେଶନରେ ୭ଟି ସରକାରୀ ଓ ଗୋଟିଏ ବେସରକାରୀ କାର୍ଯ୍ୟଦିବସ ରହିଛି।…
Read More...

ବିଧାନସଭା ଉପ ବାଚସ୍ପତିଙ୍କୁ କରୋନା

ଭୁବନେଶ୍ୱର:ବିଧାନସଭା ଉପ ବାଚସ୍ପତି ତଥା ଅନୁଗୁଳ ବିଧାୟକ ରଜନୀକାନ୍ତ ସିଂହ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସୂଚନା ଅନୁସାରେ, ତାଙ୍କୁ ଅଳ୍ପ ଜ୍ଵର ଥିବା ଯୋଗୁଁ ସେ ଟେଷ୍ଟ କରାଇଥିଲେ। ପରେ ତାଙ୍କୁ କରୋନା ଥିବା ସ୍ପଷ୍ଟ…
Read More...

ଅକ୍ଟୋବର ୪ରୁ ଖୋଲିବ ନନ୍ଦନକାନନ

ଭୁବନେଶ୍ୱର: ଦୀର୍ଘ ଦିନ ପରେ ପୁଣି ପର୍ଯ୍ୟଟକଙ୍କ ପାଇଁ ଖୋଲିବ ନନ୍ଦନକାନନ ଓ ବଟାନିକାଲ ଗାର୍ଡେନ । ୭ ମାସ ପାଇଁ ନନ୍ଦନକାନନ ବନ୍ଦ ରହିଥିବା ବେଳେ ଆସନ୍ତା ମାସ ୪ ତାରିଖରେ ପୁଣି ଖୋଲିବାକୁ ଯାଉଛି ନନ୍ଦନକାନନ । କରୋନାକୁ…
Read More...

ବିଧାନସଭା ପୂର୍ବରୁ ଆସିଲା ଟେଷ୍ଟ ରିପୋର୍ଟ: ୧୪ ଜଣ ମନ୍ତ୍ରୀ ଓ ବିଧାୟକଙ୍କୁ କରୋନା

ଭୁବନେଶ୍ୱର: ରାଜ୍ୟର ୧୪ ଜଣ ମନ୍ତ୍ରୀ, ବିଧାୟକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଗତକାଲି ୨ ଜଣ ଚିହ୍ନଟ ହୋଇଥିଲେ, ଆଜି ଆଉ ୧୨ ଜଣ ଚିହ୍ନଟ ହୋଇଥିବା ନେଇ ସୂଚନା ମିଳିଛି । ଉପବାଚସ୍ପତି ରଜନୀକାନ୍ତ ସିଂହ, ମନ୍ତ୍ରୀ ସମୀର…
Read More...

ଭୁବନେଶ୍ୱରରୁ ଆଜି ୩୪୨ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ଆଜି ମୋଟ୍‌ ୩୪୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ୧୧୧ ଜଣ ସରକାରୀ ସଂଗରୋଧ ଓ ୨୩୧ଜଣ ସ୍ଥାନୀୟ ଅଂଚଳରୁ ଅଛନ୍ତି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ…
Read More...

ସୁର ସାମ୍ରାଜ୍ଞୀଙ୍କୁ ବାଲୁକାକଳାରେ ଶୁଭେଚ୍ଛା ଜଣାଇଲେ ସୁଦର୍ଶନ ପଟ୍ଟନାୟକ

ଭୁବନେଶ୍ୱର: ସୁର ସାମ୍ରାଜ୍ଞୀ ଲତା ମଙ୍ଗେସକରଙ୍କର ସୋମବାର ହେଉଛି ଜନ୍ମଦିନ। ସେ ସେପ୍ଟେମ୍ବର ୨୮, ୧୯୨୯ ମସିହାରେ ପ୍ରସିଦ୍ଧ ସଙ୍ଗୀତକାର ଦିନାଥ ମଙ୍ଗେସକରଙ୍ଗ କୋଳରେ ଇନ୍ଦୋରରେ ଜନ୍ମଗ୍ରହଣ କରିଥିଲେ। ଲତା ଏବେ ୯୧ ବର୍ଷରେ…
Read More...

ସତ୍ୟବାଦୀ ବିଧାୟକ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ବିଜେଡି ନେତା ତଥା ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ ସୋମବାର ଦିନ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏସମ୍ପର୍କରେ ଖୋଦ୍ ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ ସୋସିଆଲ୍ ମିଡିଆରେ ସୂଚନା ଦେଇଛନ୍ତି…
Read More...

ପ୍ରକାଶ ପାଇଲା +୩ ପ୍ରଥମ କଟ୍‌ ଅଫ୍ ମାର୍କ

ଭୁବନେଶ୍ୱର:ଆଜି ଯୁକ୍ତ ତିନି ପ୍ରଥମ ପର୍ଯ୍ୟାୟ ନାମଲେଖା ପାଇଁ କଟ୍‌ ଅଫ୍ ମାର୍କ ପ୍ରକାଶ ପାଇଛି। ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ପ୍ରଥମ କଟ୍‌ ଅଫ୍ ମାର୍କ ପ୍ରକାଶ କରାଯାଇଛି। ତେବେ ଅଧିକାଂଶ ବିଭାଗରେ ବିଜେବି କଲେଜ ଆଗରେ…
Read More...

ସର୍ବସାଧାରଣଙ୍କ ପାଇଁ ବନ୍ଦ ହେଲା ତାପଙ୍ଗ ହାତିଆ ମୁଣ୍ଡିଆ

ଭୁବନେଶ୍ୱର: ବେଶ୍ କିଛି ଦିନ ହେବ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଖୋର୍ଦ୍ଧା ଜିଲ୍ଲା ତାପଙ୍ଗର ହାତିଆ ମୁଣ୍ଡିଆ ପଥରଖଣି ଅଂଚଳ ଏବେ ସର୍ବସାଧାରଣଙ୍କ ପାଇଁ ବନ୍ଦ ହୋଇଛି । ଏହି ଅଂଚଳକୁ ଜିଲ୍ଲା ପ୍ରଶାସନ ନିଷିଦ୍ଧାଂଚଳ…
Read More...

ସମ୍ବଲପୁରୀ ଶାଢ଼ୀକୁ ପଶ୍ଚିମବଙ୍ଗର କହି କ୍ଷମା ମାଗିଲା ଆମାଜନ

ଭୁବନେଶ୍ୱର: ସାରା ବିଶ୍ୱରେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି ଓଡ଼ିଶାର ସମ୍ବଲପୁରୀ ଶାଢ଼ୀ । ହେଲେ ଅନ୍‌ଲାଇନ୍ ସପିଂ ସାଇଟ୍ ଆମାଜନ୍ ସମ୍ବଲପୁରୀ ଶାଢ଼ୀକୁ ଓଡ଼ିଶା ପରିବର୍ତ୍ତେ ପଶ୍ଚିମବଙ୍ଗର ଦର୍ଶାଇ ବିକ୍ରି କରୁଥିଲା । ଏହା…
Read More...

ବିଧାୟିକା ପ୍ରମିଳା ମଲ୍ଲିକ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ଶାସକ ଦଳ ମୁଖ୍ୟ ସଚେତକ ତଥା ଯାଜପୁର ଜିଲ୍ଲା ବିଂଝାରପୁର ବିଧାୟିକା ପ୍ରମିଳା ମଲ୍ଲିକ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଶ୍ରୀମତୀ ମଲ୍ଲିକ ଟୁଇଟ୍‌ ଜରିଆରେ ଏହି ସୂଚନା ଦେଇଛନ୍ତି।ମୋର କୋରୋନା ପରୀକ୍ଷା…
Read More...

ପ୍ରମୁଖ ପର୍ଯ୍ୟଟନ ସ୍ଥଳି ଗୁଡ଼ିକରେ ଯାନବାହାନକୁ ଶତପ୍ରତିଶତ ସ୍ୱଚ୍ଛ ଇନ୍ଧନରେ ପରିଣତ କରାଯାଉ : ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର:କେନ୍ଦ୍ର ସରକାରଙ୍କ ଦ୍ୱାରା ଚିହ୍ନଟ କରାଯାଇଥିବା ଆଦର୍ଶ ପର୍ଯ୍ୟଟନ ସ୍ଥଳି ଗୁଡ଼ିକରେ ପର୍ଯ୍ୟଟକଙ୍କ ଯାତାୟତ ପାଇଁ ବ୍ୟବହୃତ ଯାନବାହାନକୁ ଶତପ୍ରତିଶତ ସ୍ୱଚ୍ଛ ଇନ୍ଧନରେ ପରିଣତ କରିବା ପାଇଁ…
Read More...

କୋଣାର୍କକୁ ଗଡ଼ିଲା ‘ମୋ ବସ୍‌’

ଭୁବନେଶ୍ୱର: ବିଶ୍ୱ ପର୍ଯ୍ୟଟନ ଦିବସରେ ଅର୍କକ୍ଷେତ୍ର କୋଣାର୍କକୁ ଗଡ଼ିଲା 'ମୋ ବସ୍‌'। ବିଶ୍ୱ ଐତିହ୍ୟ ପର୍ଯ୍ୟଟନସ୍ଥଳୀକୁ 'ମୋ ବସ୍‌' ସେବା ଆରମ୍ଭ ହେବା ପରେ ପର୍ଯ୍ୟଟକମାନେ ବିଶେଷ ଭାବେ ଉପକୃତ ହେବେ ବୋଲି ଆଶା କରାଯାଉଛି।…
Read More...