Browsing Category

Odisha

୨୫ ଯାଏଁ ଲଘୁଚାପ ବର୍ଷା; ୭ ଜିଲ୍ଲାକୁ ରେଡ୍ ଓ୍ଵାର୍ଣ୍ଣିଂ

ଭୁବନେଶ୍ୱର: ଉତ୍ତରପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଆସନ୍ତା ୨୫ ତାରିଖ ଯାଏଁ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ସମ୍ଭାବ୍ୟ ବର୍ଷା ଓ ଘଡ଼ଘଡ଼ିକୁ ଦୃଷ୍ଟିରେ ରଖି ୭ଟି…
Read More...

ଏସିଆ ରଗବି ଅନଷ୍ଟପେବଲ ଅଭିଯାନରେ ଓଡ଼ିଆ ଝିଅ ସୁମିତ୍ରା,ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଏସିଆ ରଗବି ଅନଷ୍ଟପେବଲ ଅଭିଯାନରେ ଓଡ଼ିଆ ଝିଅ ସୁମିତ୍ରା । ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ । ଏସିଆ ରଗବି ଅନଷ୍ଟପବେଲ ଅଭିଯାନରେ ସାରା ଦେଶର ତିନି ଜଣ ମହିଳା ରଗବି ଖେଳାଳି ଭାରତର ପ୍ରତିନିଧିତ୍ୱ କରିବେ ।…
Read More...

ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସ ମହାପାତ୍ରଙ୍କ ନିଧନ

ପୁରୀ: ପୁରୀ ଜଗନ୍ନାଥ ମନ୍ଦିରର ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସ ମହାପାତ୍ରଙ୍କର ରବିବାର ସକାଳେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଦେହାନ୍ତ ଘଟିଛି।ସୂଚନାନୁସାରେ, ରବିବାର ସକାଳେ ହଠାତ୍ ସେ ଅସୁସ୍ଥ ଅନୁଭବ କରିବାରୁ…
Read More...

‘କରୋନାରୁ ସୁସ୍ଥ ପରେ ବି ଆକ୍ରାନ୍ତ ହେବା ଆଶଙ୍କା ଅଧିକ’

ଭୁବନେଶ୍ୱର: କରୋନା ସହ ଲଢ଼ୁଛି ସାରା ଦେଶ । ତଥାପି ମହାମାରୀର ପ୍ରକୋପ କମୁନି । ତେବେ ସାରା ଦେଶରେ କରୋନା ଆକ୍ରାନ୍ତଠାରୁ ସୁସ୍ଥ ସଂଖ୍ୟା ଅଧିକ ବୋଲି ରିପୋର୍ଟ କହୁଛି । କିନ୍ତୁ କରୋନା ସୁସ୍ଥ ହେଲା ପରେ ବି ଆମକୁ ସଜାଗ…
Read More...

ବରମୁଣ୍ଡା ବସ୍‌ଷ୍ଟାଣ୍ଡ ହେବ ଇଣ୍ଟରଷ୍ଟେଟ ବସ୍ ଟର୍ମିନାଲ

ଭୁବନେଶ୍ୱର: ବରମୁଣ୍ଡା ବସ୍‌ଷ୍ଟାଣ୍ଡ ହେବ ଇଣ୍ଟରଷ୍ଟେଟ ବସ୍ ଟର୍ମିନାଲ । ସେଥିଲାଗି ବିଡିଏ ପକ୍ଷରୁ ଆଜିଠୁ ଉଚ୍ଛେଦ କାମ ଆରମ୍ଭ ହୋଇଛି । ନୂଆ ବସ୍ ଟର୍ମିନାଲ ହେବାକୁ ଥିବାରୁ ବସ୍‌ଷ୍ଟାଣ୍ଡରେ କାମ ଆରମ୍ଭ ହୋଇଛି । ୧୫.୦୫…
Read More...

ଆସନ୍ତାକାଲିଠୁ ପ୍ରବଳ ଛେଚିବ, ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ବଙ୍ଗୋପସାଗର ଉତ୍ତରପୂର୍ବ ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତାକାଲି ଠାରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ୧୦ ଜିଲ୍ଲାକୁ ୟୋଲୋ…
Read More...

ଶାରଦା ପ୍ରସନ୍ନଙ୍କ ନାଁରେ ପୁରସ୍କାର ଘୋଷଣା

ଭୁବନେଶ୍ୱର: ବିଶିଷ୍ଟ ଗୀତିକାର ଓ ଚଳଚ୍ଚିତ୍ର ନିର୍ମାତା ଶାରଦା ପ୍ରସନ୍ନ ନାୟକଙ୍କ ସ୍ମୃତିରେ ଆଜି ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଣିକି ପ୍ରତିବର୍ଷ ଶାରଦାଙ୍କ ନାଁରେ ଦିଆଯିବ 'ଶାରଦ ପ୍ରସନ୍ନ…
Read More...

ଗତ ୨ ବର୍ଷରେ ଚିଲିକା ଓ ଅଂଶୁପାର ରକ୍ଷଣାବେକ୍ଷଣ ପାଇଁ ମୋଦି ସରକାର ଦେଇଛନ୍ତି ୪.୭ କୋଟି : ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର: ବିଗତ ୨ ବର୍ଷ ମଧ୍ୟରେ ମୋଦି ସରକାର ନ୍ୟାସନାଲ୍ ପ୍ଲାନ୍‌ ଫର୍ କନଜରଭେସନ୍ ଅଫ୍ ଆକ୍ୱାଟିକ ଇକୋସିଷ୍ଟମ (ଏନପିସିଏ) ଅଧୀନରେ ଓଡ଼ିଶାକୁ ୪.୭ କୋଟି ଟଙ୍କା ଦେଇଛନ୍ତି । ଭାରତର ସର୍ବବୃହତ ଲୁଣି ହ୍ରଦ…
Read More...

ଅକ୍ଟୋବର ୧ରୁ ଖୋଲିବ ଭିତରକନିକା ନେଚର କ୍ୟାମ୍ପ

ଭୁବନେଶ୍ୱର: ଅକ୍ଟୋବର ୧ରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ କେନ୍ଦ୍ରାପଡା ଜିଲ୍ଲା ସ୍ଥିତ ଭିତରକନିକା ଜାତୀୟ ଉଦ୍ୟାନରେ ଥିବା ଡାଙ୍ଗମାଳ ନେଚର କ୍ୟାମ୍ପ ।Dangamal Nature Camp will be opened for visitors from 1st…
Read More...

ଆସନ୍ତା ସାତ ଦିନ ଭିତରେ ଭୁବନେଶ୍ୱରରେ କୋଭିଡ ସ୍ଥିତିରେ ସୁଧାର ଆସିବ

ଭୁବନେଶ୍ୱର: ରାଜ୍ୟରେ ଦୈନିକ କୋଭିଡ ଟେଷ୍ଟ ବଢିଥିଲେ ସୁଦ୍ଧା ଗତ ସପ୍ତାହକ ମଧ୍ୟରେ କରୋନା ରୋଗୀଙ୍କ ସଂଖ୍ୟା ବଢିନି । ଏ ନେଇ ଆଜି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ।…
Read More...

ଆଜି ଭୁବନେଶ୍ୱରରେ ୩୦୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଆଜି ଭୁବନେଶ୍ୱରରୁ ୩୦୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିରେ ସଂଗରୋଧରୁ ୯୦ ଜଣ ଓ ସ୍ଥାନୀୟ ଅଂଚଳରୁ ୨୧୫ ଜଣ ଅଛନ୍ତି । ସଂଗରୋଧରୁ ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତମାନେ ପୂର୍ବରୁ ସଂକ୍ରମିତ…
Read More...

ଅକ୍ଟୋବର ୧୨ରୁ ୧୯ ଯାଏଁ ହେବ ଓଜେଇଇ ପରୀକ୍ଷା

ଭୁବନେଶ୍ୱର : ଅକ୍ଟୋବର ୧୨ରୁ ୧୯ ଯାଏ ରାଜ୍ୟରେ ହେବ ଓଜେଇଇ ପରୀକ୍ଷା । ରାଜ୍ୟ ଓ ରାଜ୍ୟ ବାହାରର ୫୩ କେନ୍ଦ୍ରରେ ଏହି ପରୀକ୍ଷା । ରାଜ୍ୟ ବାହାରେ ରାଞ୍ଚି, ପାଟନା ଓ କୋଲକାତାରେ ବି ପରୀକ୍ଷା ପାଇଁ କେନ୍ଦ୍ର ହୋଇଛି । ଏଥର…
Read More...

ସାମୁଦ୍ରିକ ଝଡ ‘ନୌଲ୍‌’ ପ୍ରଭାବରେ ବଙ୍ଗୋପ ସାଗରରେ ସେପ୍ଟେମ୍ବର ୨୦ ସୁଦ୍ଧା ଲଘୁଚାପ ସୃଷ୍ଟି ହେବା ସମ୍ଭାବନା

ଭୁବନେଶ୍ୱର  : ଦକ୍ଷିଣ ଚୀନ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ ‘ନୌଲ୍‌’ ର ପ୍ରଭାବରେ ବଙ୍ଗୋପ ସାଗରରେ ଆସନ୍ତା ରବିବାର ସୁଦ୍ଧା ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବା ବେଳେ ଏହାର ଠିକ୍ ଗୋଟିଏ ଦିନ ପରେ ବଙ୍ଗୋପ…
Read More...

ଟିଭିରେ ବିଶେଷଜ୍ଞ ଦେବେ କରୋନା ଟିପ୍ସ, ଘରେ ରହି ଆକ୍ରାନ୍ତ କରିବେ ଚିକିତ୍ସା

ଭୁବନେଶ୍ୱର:  ଆଜିଠୁ ଘରେ ରହି ଟିଭିରେ ଚିକିତ୍ସା ସମ୍ବନ୍ଧରେ ଟିପ୍ସ ଜାଣିବେ କରୋନା ଆକ୍ରାନ୍ତ । ଏମିତି ଏକ ସୂଚନା ଆଜି ଦେଇଛନ୍ତି ରାଜ୍ୟ ସରକାର । ରାଜ୍ୟରେ ବର୍ତ୍ତମାନ ସର୍ବାଧିକ ସାମାନ୍ୟ ଲକ୍ଷଣ ଯୁକ୍ତ କରୋନା ରୋଗୀ…
Read More...